ଗିରିଧର ମାଲବ୍ୟଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୋକ
November 18th, 06:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ରତ୍ନ ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ଅଣନାତି ଶ୍ରୀ ଗିରିଧର ମାଲବ୍ୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଗଙ୍ଗା ସ୍ୱଚ୍ଛତା ଅଭିଯାନ ଏବଂ ଶିକ୍ଷା ଜଗତରେ ଶ୍ରୀ ଗିରିଧର ମାଲବ୍ୟଙ୍କ ଅବଦାନକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଶଂସା କରିଛନ୍ତି ।Now we are working to create 3 crore Lakhpati Didis in the country: PM Modi in Karauli
April 11th, 10:19 pm
A massive crowd in Karauli, Rajasthan celebrated the much-awaited arrival of Prime Minister Narendra Modi ahead of the Lok Sabha Elections in 2024. PM Modi showered his love and admiration to each one of them and indulged in a hearty conversation to discuss about the future of Rajasthan and its glory. He said, “What will be the result on 4th June is clearly visible in Karauli today. Karauli is telling- 4th June..., 400 Paar! The whole of Rajasthan is echoing – Phir Ek Baar, Modi Sarkar!”PM Modi addresses a high-spirited crowd gathered at a public meeting in Karauli, Rajasthan
April 11th, 03:30 pm
A massive crowd in Karauli, Rajasthan celebrated the much-awaited arrival of Prime Minister Narendra Modi ahead of the Lok Sabha Elections in 2024. PM Modi showered his love and admiration to each one of them and indulged in a hearty conversation to discuss about the future of Rajasthan and its glory. He said, “What will be the result on 4th June is clearly visible in Karauli today. Karauli is telling- 4th June..., 400 Paar! The whole of Rajasthan is echoing – Phir Ek Baar, Modi Sarkar!”ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ତିରୁଚିରାପଲ୍ଲୀସ୍ଥିତ ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 11:30 am
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଥିରୁ ଆରଏନ ରବି ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, ଭାରତୀଦାସନ ବିଶ୍ୱବିଦ୍ୟାଳୟର କୁଳପତି ଥିରୁ ଏମ ସେଲଭମ ଜୀ, ବିଶ୍ବବିଦ୍ୟାଳୟା ମୋର ଯୁବ ବନ୍ଧୁ, ଶିକ୍ଷକଗଣ ଏବଂ ସହାୟକ କର୍ମଚାରୀମାନେ,ତାମିଲନାଡୁର ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 02nd, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇଥିଲେ । ସେ ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଜନ୍ମ ବାର୍ଷିକୀରେ ତାଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
December 25th, 09:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଦନ ମହାମନା ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି ।ଜୟନ୍ତୀ ଅବସରରେ ପଣ୍ଡିତ ମଦନ ମୋହନ ମାଲବୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 25th, 09:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପଣ୍ଡିତ ମଦନ ମୋହନ ମାଲବୀୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶିକ୍ଷା କ୍ଷେତ୍ରକୁ ସମୃଦ୍ଧ କରିବା ପାଇଁ ପଣ୍ଡିତ ମଦନ ମୋହନ ମାଲବୀୟଙ୍କ ଅତୁଳନୀୟ ଅବଦାନକୁ ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ।ଭାରତୀୟ ସଂସ୍କୃତିର ଜୀବନ୍ତତା ସର୍ବଦା ସମଗ୍ର ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 30th, 11:30 am
ବନ୍ଧୁଗଣ, ସ୍ୱାଧୀନତାର ଅମୃତ୍ ମହୋତ୍ସବରେ ଦେଶ ଏଭଳି ପ୍ରଚେଷ୍ଟା ମାଧ୍ୟମରେ ନିଜର ଜାତୀୟ ପ୍ରତୀକଗୁଡ଼ିକର ପୁନଃପ୍ରତିଷ୍ଠା କରୁଛି । ଆମେ ଦେଖିଲୁ ଯେ, ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ୍ ଜ୍ୟୋତି ଏବଂ ନିକଟସ୍ଥ ଜାତୀୟ ସମର ସ୍ମାରକୀଠାରେ ପ୍ରଜ୍ଜ୍ୱଳିତ ଜ୍ୟୋତିକୁ ଏକାକାର କରିଦିଆଗଲା । ଭାବବିହ୍ୱଳର ଏହି ମୁହୂର୍ତ୍ତରେ ଅନେକ ଦେଶବାସୀ ଓ ଶହୀଦମାନଙ୍କ ପରିବାରର ଚକ୍ଷୁ ଲୋତକପୂର୍ଣ୍ଣ ହୋଇଥିଲା । ଜାତୀୟ ସମର ସ୍ମାରକୀରେ ସ୍ୱାଧୀନତା ପ୍ରାପ୍ତି ପରେ ଶହୀଦ ହୋଇଥିବା ଦେଶର ସମସ୍ତ ବୀରମାନଙ୍କ ନାମ ଉଲ୍ଲେଖ କରାଯାଇଛି । ସେନାର କେତେକ ପୂର୍ବତନ ଯବାନ୍ ମୋତେ ପତ୍ର ଲେଖି କହିଛନ୍ତି ଯେ - ଶହୀଦମାନଙ୍କ ସ୍ମୃତି ସମ୍ମୁଖରେ ପ୍ରଜ୍ଜ୍ୱଳିତ ଥିବା ଅମର ଯବାନ୍ ଜ୍ୟୋତି ଶହୀଦମାନଙ୍କ ଅମରତ୍ୱର ପ୍ରତୀକ । ପ୍ରକୃତରେ ଅମର ଯବାନ୍ ଜ୍ୟୋତି ଭଳି ଆମ ଶହୀଦ୍, ସେମାନଙ୍କର ପ୍ରେରଣା ତଥା ଯୋଗଦାନ ମଧ୍ୟ ଅମର । ଯେତେବେଳେ ବି ସମୟ ମିଳେ ଜାତୀୟ ସମର ସ୍ମାରକୀ ଯିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ନିଜ ପରିବାର ଓ ପିଲାମାନଙ୍କୁ ମଧ୍ୟ ନିଶ୍ଚୟ ସାଙ୍ଗରେ ନେଇଯାଆନ୍ତୁ । ଏଠାରେ ଆପଣମାନଙ୍କୁ ଏକ ଭିନ୍ନ ଧରଣର ଶକ୍ତି ଏବଂ ପ୍ରେରଣାର ଅନୁଭୂତି ମିଳିବ ।ପ୍ରଧାନମନ୍ତ୍ରୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
December 25th, 10:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିPM pays tributes to Pt. Madan Mohan Malaviya on his Jayanti
December 25th, 10:46 am
The Prime Minister Shri Narendra Modi has paid his tributes to Pt. Madan Mohan Malaviya on his Jayanti.PM Modi requests spiritual leaders to promote Aatmanirbhar Bharat by going vocal for local
November 16th, 12:46 pm
PM Modi unveiled ‘Statue of Peace’ to mark the 151st birth anniversary celebrations of Jainacharya Shree Vijay Vallabh Surishwer Ji Maharaj. Reiterating his stress on ‘vocal for local’ Shri Modi requested that as happened during the freedom struggle, all the spiritual leaders should amplify the message of Aatmanirbhar Bharat.151ତମ ଜନ୍ମବାର୍ଷିକୀ ସମାରୋହ ଅବସରରେ ଜୈନାଚାର୍ଯ୍ୟ ଶ୍ରୀ ବିଜୟ ବଲ୍ଲଭ ସୁରୀଶ୍ଵର ଜୀ ମହାରାଜଙ୍କ ‘ଶାନ୍ତିର ପ୍ରତିମୂର୍ତ୍ତି’ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉନ୍ମୋଚିତ
November 16th, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ଜୈନାଚାର୍ଯ୍ୟ ଶ୍ରୀ ବିଜୟ ବଲ୍ଲଭ ସୁରୀଶ୍ଵର ଜୀ ମହାରାଜଙ୍କ 151ତମ ଜନ୍ମବାର୍ଷିକୀ ଅବସରରେ ତାଙ୍କର ‘ଶାନ୍ତିର ପ୍ରତିମୂର୍ତ୍ତି’କୁ ଉନ୍ମୋଚନ କରିଛନ୍ତି । 151 ଇଞ୍ଚ ଉଚ୍ଚତା ବିଶିଷ୍ଟ ଏହି ପ୍ରତିମୂର୍ତ୍ତି ଅଷ୍ଟଧାତୁରେ ନିର୍ମିତ ହୋଇଛି । ତମ୍ବାରେ ପ୍ରତିମୂର୍ତ୍ତିର ଅଧିକାଂଶ ଅଂଶ ନିର୍ମିତ ହୋଇଥିବା ବେଳେ ଏହା ରାଜସ୍ଥାନର ପାଲି ନିକଟସ୍ଥ ଚେତପୁରାର ବିଜୟବଲ୍ଲଭ ସାଧନା କେନ୍ଦ୍ରଠାରେ ସ୍ଥାପନ କରାଯାଇଛି ।ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 25th, 11:43 am
ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ବିଏଚୟୁ ବାରାଣସୀ ଗସ୍ତ;
February 19th, 04:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀର ବିଏଚୟୁ ଗସ୍ତ କରିଛନ୍ତି । ସେ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ପ୍ରତିମୂର୍ତି ଉଦଘାଟନ କରିଛନ୍ତି । ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ପ୍ରଦାନ କରି ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀ ରାମ ନାଏକ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।Our efforts are towards making a modern Kashi that also retains its essence: PM Modi
February 19th, 01:01 pm
PM Narendra Modi today launched various development initiatives in Varanasi. The projects pertaining to healthcare would greatly benefit people in Varanasi and adjoining areas. Addressing a gathering, PM Modi commended the engineers and technicians behind development of the Vande Bharat Express. He termed the train as a successful example of ‘Make in India’ initiative.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 3350 କୋଟିର ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ
February 19th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ 3350 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବିଭିନ୍ନ କ୍ଷେତ୍ର ଯଥା ସ୍ୱାସ୍ଥ୍ୟ, ସ୍ୱଚ୍ଛତା, ସ୍ମାର୍ଟ ସିଟି, ଯୋଗାଯୋଗ, ଶକ୍ତି, ଆବାସ ଏବଂ ଆଦି ରହିଛି । ଏହି ଅବସରରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀ ରାମ ନାଏକ, ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।ପଣ୍ଡିତ ମଦନମୋହନ ମାଲବ୍ୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 25th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।PM remembers the great women and men who took part in the Quit India Movement
August 09th, 08:14 am
PM Narendra Modi today remembered the great women and men who took part in the Quit India Movement. Sharing a video message, the PM said that at the time of independence, the mantra was 'Karenge Ya Marenge', but now as we march towards celebrating 75 years of freedom, our resolve must be 'Karenge Aur Kar Ke Rahenge'.