PM to distribute over 50 lakh property cards to property owners under SVAMITVA Scheme
December 26th, 04:50 pm
Prime Minister Shri Narendra Modi will distribute over 50 lakh property cards under SVAMITVA Scheme to property owners in over 46,000 villages in 200 districts across 10 States and 2 Union territories on 27th December at around 12:30 PM through video conferencing.Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP
December 25th, 01:00 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 25th, 12:30 pm
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ବେତୱାଠାରେ ୨୫ ଡିସେମ୍ବରରେ କେନ୍ – ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
December 24th, 11:46 am
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବରରେ ମଧ୍ୟପ୍ରଦେଶ ଗସ୍ତ କରିବେ । ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ
December 10th, 12:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଭେଟିଛନ୍ତି ।Thanks to collective efforts, India's Tiger population has been increasing over time: PM Modi
December 03rd, 07:10 pm
Lauding the collective efforts of conservation of tigers, the Prime Minister Shri Narendra Modi today remarked that India's Tiger population has been increasing over time. He said that addition of 57th tiger reserve in India was in line with our centuries old ethos of caring for nature.ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi pays tribute to Shri Sundarlal Patwa on his birth centenary
November 11th, 10:32 am
The Prime Minister, Shri Narendra Modi paid tributes to Shri Sundarlal Patwa, who played an important role in nurturing and grooming the BJP, on his birth centenary. Shri Modi remarked that Shri Patwa dedicated his entire life to the selfless service of the country and society.ମଧ୍ୟପ୍ରଦେଶର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 01st, 09:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Those who looted rights of poor, gave slogan of poverty eradication: PM Modi in Palwal
October 01st, 07:42 pm
PM Modi, while initiating his address at the Palwal, Haryana rally, expressed his gratitude for the opportunity to visit various parts of Haryana in recent days. The PM shared his observation that a strong wave of support for the BJP is sweeping through every village, with one resonating chant: Bharosa dil se…BJP phir se!PM Modi addresses an enthusiastic crowd in Palwal, Haryana
October 01st, 04:00 pm
PM Modi, while initiating his address at the Palwal, Haryana rally, expressed his gratitude for the opportunity to visit various parts of Haryana in recent days. The PM shared his observation that a strong wave of support for the BJP is sweeping through every village, with one resonating chant: Bharosa dil se…BJP phir se!Cabinet approves rail connectivity between Mumbai and Indore
September 02nd, 03:30 pm
The Union Cabinet has approved a new rail line connecting Mumbai and Indore. This strategic project will enhance connectivity and promote economic growth between these two major cities. The rail line is expected to significantly reduce travel time and boost trade and tourism in the region.ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 25th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।PM condoles deaths in a wall collapse in Sagar Madhya Pradesh, announces ex-gratia
August 04th, 06:47 pm
The Prime Minister Shri Narendra Modi today expressed grief over an unfortunate incident in Madhya Pradesh's Sagar district where as many as nine children were killed after a wall collapsed.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ
June 20th, 01:10 pm
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।Congress intends to prioritize minorities in sports as well: PM Modi in Dhar
May 07th, 08:40 pm
Prime Minister Narendra Modi addressed a public meeting in Dhar, Madhya Pradesh, urging voters to participate in the ongoing third phase of voting across the country. He emphasized the significance of each vote in shaping the future of India and urged voters to cast their votes in large numbers. He also paid homage to Mhow, the birthplace of Baba Saheb Ambedkar, and highlighted the significant contributions of the Constitution to India's progress. PM Modi criticized Congress for attempting to diminish Baba Saheb's role in the making of the Constitution and accused them of distorting history for their benefit.