India has not given world 'Yuddha', but Buddha: PM Modi at International Abhidhamma Divas
October 17th, 10:05 am
PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 17th, 10:00 am
ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।INDI alliance has ruined both industry and agriculture in Punjab: PM Modi in Hoshiarpur, Punjab
May 30th, 11:53 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.PM Modi addresses a public meeting in Hoshiarpur, Punjab
May 30th, 11:14 am
Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.BJP is emphasizing the true social empowerment of Dalits and OBC: PM Modi in Patiala, Punjab
May 23rd, 05:00 pm
Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’ପଞ୍ଜାବରେ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିବା ଅବସରରେ ପଟିଆଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ
May 23rd, 04:30 pm
୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିଥିବା ବେଳେ ପଞ୍ଜାବର ପଟିଆଲାବାସୀ ଏହାକୁ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ଗୁରୁ ତେଗ ବାହାଦୁରଙ୍କ ଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି, ୫ଟି ପର୍ଯ୍ୟାୟ ମତଦାନ ପରେ ଭାରତବାସୀଙ୍କ ବାର୍ତ୍ତା 'ଫିର ଏକ ବାର, ମୋଦି ସରକାର'ରେ ପ୍ରତିଫଳିତ ହେଉଛି। 'ବିକଶିତ ଭାରତ' ସୁନିଶ୍ଚିତ କରିବା ପାଇଁ ସେ ପଞ୍ଜାବକୁ ବିଜେପିକୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି।ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ପ୍ରାଣ-ପ୍ରତିଷ୍ଠା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 22nd, 05:12 pm
ଶ୍ରଦ୍ଧେୟ ମଞ୍ଚ, ସମସ୍ତ ସାଧୁ ସନ୍ଥ, ଏଠାରେ ଉପସ୍ଥିତ ଥିବା ଏବଂ ପୃଥିବୀର କୋଣ ଅନୁକୋଣରେ ଆମ ସମସ୍ତଙ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ରାମ ଭକ୍ତ, ଆପଣ ସମସ୍ତଙ୍କୁ ନମସ୍କାର, ସମସ୍ତଙ୍କୁ ରାମ-ରାମ ।ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 22nd, 01:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିଲେ । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ ଯୋଗଦାନ କରିଥିବା ଶ୍ରମଜୀବୀ ମାନଙ୍କ ସହ ଶ୍ରୀ ମୋଦୀ ବାର୍ତ୍ତାଳାପ କରିଥିଲେ ।ଅଯୋଧ୍ୟା ଧାମରେ ମହର୍ଷି ବାଲ୍ମିକି ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
December 30th, 04:50 pm
ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ଅଯୋଧ୍ୟା ବିମାନବନ୍ଦରକୁ ମହର୍ଷି ବାଲ୍ମିକିଙ୍କ ନାମରେ ନାମିତ କରି ଖୁସି ବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ମହର୍ଷି ବାଲ୍ମିକିଙ୍କ ରାମାୟଣ ହେଉଛି ଜ୍ଞାନର ମାର୍ଗ ଯାହା ଆମକୁ ଶ୍ରୀରାମଙ୍କ ସହ ଯୋଡିଥାଏ । ଆଧୁନିକ ଭାରତର ମହର୍ଷି ବାଲ୍ମିକି ଅନ୍ତର୍ଜାତୀୟ ବିମାନବନ୍ଦର ଆମକୁ ଅଯୋଧ୍ୟା ଧାମ ଏବଂ ଦିବ୍ୟ ଭବ୍ୟ ରାମ ମନ୍ଦିର ସହିତ ସଂଯୁକ୍ତ କରିବ । ପ୍ରଥମ ପର୍ଯ୍ୟାୟରେ ଏହି ବିମାନବନ୍ଦର ବାର୍ଷିକ ୧୦ ଲକ୍ଷ ଏବଂ ଦ୍ବିତୀୟ ପର୍ଯ୍ୟାୟ ପରେ ମହର୍ଷି ବାଲ୍ମିକି ଅନ୍ତର୍ଜାତୀୟ ବିମାନବନ୍ଦର ବାର୍ଷିକ ୬୦ ଲକ୍ଷ ଯାତ୍ରୀଙ୍କୁ ସେବା ପ୍ରଦାନ କରିବ।PM greets on Valmiki Jayanti
October 28th, 10:27 am
The Prime Minister, Shri Narendra Modi greeted the nation on the auspicious occasion of Valmiki Jayanti.ବାଲ୍ମିକୀ ଜୟନ୍ତୀ ଅବସରରେ ମହର୍ଷି ବାଲ୍ମିକୀଙ୍କୁ ପ୍ରଣାମ ଜଣାଇଲେ ପ୍ରଧାନମନ୍ତୀ
October 20th, 09:19 am
ବାଲ୍ମିକୀ ଜୟନ୍ତୀ ଅବସରରେ ମହର୍ଷି ବାଲ୍ମିକୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଣାମ ଜଣାଇଛନ୍ତି ।