ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ସେପ୍ଟେମ୍ବର ୧୫ରୁ ୧୭ ମଧ୍ୟରେ ଝାଡ଼ଖଣ୍ଡ, ଗୁଜରାଟ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
September 14th, 09:53 am
ସେପ୍ଟେମ୍ବର ୧୫ ରେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବେ ଏବଂ ପୂର୍ବାହ୍ନ ପ୍ରାୟ ୧୦ଟାରେ ଝାଡ଼ଖଣ୍ଡର ଟାଟାନଗର ଜଙ୍କସନ୍ ରେଳ ଷ୍ଟେସନରେ ଟାଟାନଗର-ପାଟନା ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୨୦ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ହିତାଧିକାରୀଙ୍କୁ ମଞ୍ଜୁରି ପତ୍ର ବଣ୍ଟନ କରିବେ।ଜାନୁଆରୀ ୮ରୁ ୧୦ ପର୍ଯ୍ୟନ୍ତ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 07th, 03:11 pm
ଜାନୁଆରୀ ୯ ତାରିଖ ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ପହଞ୍ଚିବେ, ଯେଉଁଠାରେ ସେ ବିଶ୍ୱନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ଏବଂ ଏହା ପରେ ଶୀର୍ଷ ବିଶ୍ୱ ନିଗମର ସିଇଓମାନଙ୍କ ସହ ବୈଠକ କରିବେ । ଅପରାହ୍ନ ପ୍ରାୟ ୩ ଟାରେ ସେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ୍ ଟ୍ରେଡ୍ ସୋ'କୁ ଉଦଘାଟନ କରିବେ।ଅଗଷ୍ଟ ୨୭-୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 25th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୭ ଓ ୨୮ ତାରିଖରେ ଗୁଜରାଟ ଗସ୍ତ କରିବେ । ଅଗଷ୍ଟ ୨୭ ତରିଖ ଦିନ ଅପରାହ୍ନ ପ୍ରାୟ ୫.୩୦ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାବରମତୀ ନଦୀ କୂଳରେ ଖଦି ଉତ୍ସବଙ୍କୁ ସମ୍ବୋଧିତ କରିବେ । ଅଗଷ୍ଟ ୨୮ ତାରିଖ ଦିନ ପ୍ରାୟ ୧୦ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜରେ ସ୍ମୃତି ଭାନ୍ ମେମୋରିଆଲ୍ର ଉଦଘାଟନ କରିବେ । ଏହା ପରେ ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ପ୍ରଧାନମନ୍ତ୍ରୀ ଭୁଜ୍ରେ ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ । ଅପରାହ୍ନ ପ୍ରାୟ ୫ ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଭାରତରେ ସୁଜୁକିର ୪୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ।Co-operative is a great model of self-reliance: PM Modi at Sahkar Se Samrudhi programme in Gujarat
May 28th, 04:55 pm
Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.PM addresses a seminar of leaders of various cooperative institutes in Gandhinagar
May 28th, 04:54 pm
Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.PM to visit Gujarat on 28 May
May 27th, 10:00 am
PM Modi will visit Gujarat on 28 May, 2022. He will visit the newly built Matushri K.D.P. Multispeciality Hospital in Atkot, Rajkot. This will be followed by his address at a public function at the venue. Thereafter, the Prime Minister will address a Seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar.ପ୍ରଧାନମନ୍ତ୍ରୀ ଏପ୍ରିଲ ୧୮ରୁ ୨୦ଯାଏ ଗୁଜରାଟ ଗସ୍ତରେ ଯିବେ
April 16th, 02:36 pm
ପ୍ରଧାନମନ୍ତୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଗୁଜରାଟ ଗସ୍ତରେ ଯିବେ। ଏପ୍ରିଲ ୧୮ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ସ୍କୁଲ ସମୂହ ପାଇଁ ନିର୍ମିତ ‘କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର’କୁ ବୁଲି ଦେଖିବେ । ଏପ୍ରିଲ ୧୯ତାରିଖ ପୂର୍ବାହ୍ନ ପ୍ରାୟ୯ଟା ୪୦ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ବନାସକାଣ୍ଠା ଜିଲ୍ଲାର ଦିୟୋଦରଠାରେ ‘ବନାସ ଡେରୀ ସଂକୁଳ’ ର ବିବିଧ ଉନ୍ନୟନ ପ୍ରକଳ୍ପର ଉଦ୍ଘାଟନ ଓ ଶୁଭ ଦେବେ । ଏହାପରେ ସେଦିନ ଅପରାହ୍ନ ପ୍ରାୟ ସାଢେ ତିନିଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧର ବୈଶ୍ୱିକ କେନ୍ଦ୍ରର ଶୁଭ ଦେବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।ଦ୍ୱିପାକ୍ଷିକ ଶିଖର ବୈଠକ ପାଇଁ ଭାରତ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ; ଗୁଜରାଟରେ ଶିଂଜୋ ଆବେଙ୍କୁ ସ୍ୱାଗତ ଜଣାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 11th, 06:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆମନ୍ତ୍ରଣ କ୍ରମେ ଜାପାନ ପ୍ରଧାନମନ୍ତ୍ରୀ ମିଷ୍ଟର ଶିଂଜୋ ଆବେ ଆସନ୍ତା ସେପ୍ଟେମ୍ବର 13 ଓ 14 ତାରିଖ ଦୁଇଦିନ ଧରି ସରକାରୀ ଗସ୍ତରେ ଭାରତ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏବଂ ପ୍ରଧାନମନ୍ତ୍ରୀ ଆବେ ସେପ୍ଟେମ୍ବର 14 ତାରିଖରେ ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ଦ୍ୱାଦଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ପରସ୍ପରକୁ ଭେଟିବେ । ବୈଠକ ପରେ ଦୁଇ ରାଷ୍ଟ୍ରନେତା ଗଣମାଧ୍ୟମକୁ ସମ୍ବୋଧିତ କରିବେ ।ସୋସିଆଲ ମିଡିଆ କର୍ଣ୍ଣର 10 ଜାନୁୟାରୀ 2017
January 10th, 07:07 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀ, 2017 ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
January 10th, 06:50 pm
PM Narendra Modi today inaugurated the Vibrant Gujarat Global Summit. Addressing the event, PM Modi said India's strength lies in three Ds -Democracy, Demography and Dividend. PM Modi emphasized that youth can play a leading role in offering unmatched work-force for the world. PM Modi said that the NDA Govt is working in mission mode to bring a paradigm shift in polity and economy. He also said that today, India is on the growth trajectory and is the bright spot in entire world.Shri Narendra Modi addresses legal fraternity, emphasizes on converging technology and judicial system
March 01st, 06:28 pm
Shri Narendra Modi addresses legal fraternity, emphasizes on converging technology and judicial systemNarendra Modi addresses National Education Summit in Gandhinagar
January 10th, 07:39 pm
Narendra Modi addresses National Education Summit in GandhinagarWATCH LIVE: Shri Narendra Modi to speak at a Workshop on Vanbandhu Kalyan & Developing Talukas: Marching Ahead on 19th December, 2013
December 17th, 10:26 am
WATCH LIVE: Shri Narendra Modi to speak at a Workshop on Vanbandhu Kalyan & Developing Talukas: Marching Ahead on 19th December, 2013‘Swachch Gujarat, Nirmal Gujarat’ can only be achieved with a comprehensive and participatory approach: Shri Modi
December 03rd, 05:50 pm
‘Swachch Gujarat, Nirmal Gujarat’ can only be achieved with a comprehensive and participatory approach: Shri ModiWatch LIVE: Narendra Modi to address a conference on Healthy Gujarat “Agenda for Action” on 3rd December, 2013
November 29th, 10:01 am
Watch LIVE: Narendra Modi to address a conference on Healthy Gujarat “Agenda for Action” on 3rd December, 2013Glory of a city comes when each & every person in the city is integrated in the development journey!
October 17th, 01:48 pm
Glory of a city comes when each & every person in the city is integrated in the development journey!