୨୨ ଏବଂ ୨୩ ଫେବୃଆରୀରେ ଗୁଜରାଟ ଓ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 21st, 11:41 am
ଫେବୃଆରୀ ୨୨ ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଅହମଦାବାଦରେ ପ୍ରଧାନମନ୍ତ୍ରୀ ଗୁଜରାଟ ସହକାରୀ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଭାଗ ନେବେ । ଅପରାହ୍ନ ପ୍ରାୟ ୧୨ଟା ୪୫ରେ ପ୍ରଧାନମନ୍ତ୍ରୀ ମହେସଣା ପହଞ୍ଚିବେ ଏବଂ ବଲୀନାଥ ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା ସହ ଦର୍ଶନ କରିବେ । ଅପରାହ୍ନ ପ୍ରାୟ ୧ଟାରେ ପ୍ରଧାନମନ୍ତ୍ରୀ ତରଭ, ମହେସଣାରେ ଏକ ସାର୍ବଜନିକ ସମାରୋହରେ ଭାଗ ନେଇ ସେଠାରେ ୮,୩୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନବସାରୀ ପହଞ୍ଚିବେ । ସେଠାରେ ସେ ପ୍ରାୟ ୧୭,୫୦୦ କୋଟି ଟଙ୍କା ବ୍ୟୟରେ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ସନ୍ଧ୍ୟା ପ୍ରାୟ ୬ଟା ୧୫ରେ ପ୍ରଧାନମନ୍ତ୍ରୀ କାକ୍ରାପାର ପରମାଣୁ ଶକ୍ତି ଷ୍ଟେସନ ଗସ୍ତ କରି ସେଠାରେ ଦୁଇ ନୂଆ ପ୍ରେସରାଇଜ୍ଡ ହେଭି ୱାଟର ରିଆକ୍ଟର୍ସ (ପିଏଚ୍ଡବ୍ଲ୍ୟୁଏସ୍)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଅହମ୍ମଦାବାଦ- ମେହସାନା (୬୪.୨୭ କିଲୋମିଟର) ଗେଜ ପରିବର୍ତ୍ତନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ବ୍ୟକ୍ତ
March 06th, 09:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦ- ମେହସାନା (୬୪.୨୭ କିଲୋମିଟର) ଗେଜ ପରିବର୍ତ୍ତନ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।Gujarat is progressing rapidly: PM Modi in Dahod
November 23rd, 12:41 pm
Campaigning his second rally in Dahod, PM Modi took a swipe at Congress for being oblivious to tribals for a long time. He said, “A very large tribal society lives in the country.Congress model means casteism and vote bank politics which creates rift among people: PM Modi in Mehsana
November 23rd, 12:40 pm
The campaigning in Gujarat has gained momentum as Prime Minister Narendra Modi has addressed a public meeting in Gujarat’s Mehsana. Slamming the Congress party, PM Modi said, “In our country, Congress is the party which has run the governments at the centre and in the states for the longest period of time. But the Congress has created a different model for its governments. The hallmark of the Congress model is corruption worth billions, nepotism, dynasty, casteism and many more.”PM Modi addresses public meetings in Gujarat’s Mehsana, Dahod, Vadodara & Bhavnagar
November 23rd, 12:38 pm
The campaigning in Gujarat has gained momentum as PM Modi has addressed public meetings in Gujarat’s Mehsana, Dahod, Vadodara and Bhavnagar. Slamming the Congress party, the PM said, “The Congress model means corruption, nepotism, dynastic politics, sectarianism and casteism. They are known for indulging in vote bank politics and creating rifts between people to be in power. This model has not only destroyed Gujarat but India too.”ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।ପ୍ରଧାନମନ୍ତ୍ରୀ ଜୁଲାଇ ୧୬ରେ ଗୁଜରାଟରେ ଅନେକ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
July 14th, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ଜୁଲାଇ ୧୬ ତାରିଖରେ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଗୁଜରାଟରେ ରେଳପଥର ଅନେକ ପ୍ରମୁଖ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ରକୁ ଉତ୍ସର୍ଗ କରିବେ । ଏହି କାର୍ଯ୍ୟକ୍ରମରେ ସେ ଗୁଜରାଟ ସାଇନ୍ସ ସିଟିରେ ଆକ୍ୱାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରି ଏବଂ ନେଚର ପାର୍କକୁ ମଧ୍ୟ ଉଦଘାଟନ କରିବେ ।