ମାଳଦ୍ୱୀପ ଓ ଶ୍ରୀଲଙ୍କା ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀ ପ୍ରଦାନ କରିଥିବା ବିବୃତ୍ତି

June 07th, 04:20 pm

ମାଳଦ୍ୱୀପ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲି ଏବଂ ଶ୍ରୀଲଙ୍କା ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଶ୍ରୀ ମୈତ୍ରୀପାଳ ଶିରିସେନାଙ୍କ ଆମନ୍ତ୍ରଣ କ୍ରମେ ସେ ଏହି ଦୁଇ ଗସ୍ତରେ ଯାତ୍ରା କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଦ୍ୱିତୀୟ ବାର ନିର୍ବାଚିତ ହୋଇ ସରକାର ଗଢ଼ିବା ପରେ ଏହା ତାଙ୍କର ପ୍ରଥମ ଦରିଆପାରି ବିଦେଶ ଗସ୍ତ ବୋଲି ସେ ସୂଚୀତ କରିଛନ୍ତି ।

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 31st, 12:27 pm

30 ମେ, 2019ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ଶ୍ରୀଲଙ୍କା ରାଷ୍ଟ୍ରପତି ମହାମହିମ ମୈତ୍ରୀପାଲା ସିରିସେନା ଯୋଗ ଦେଇଥିଲେ ।

ଶ୍ରୀଲଙ୍କାର ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ, ସନ୍ତ୍ରାସବାଦୀ ଆକ୍ରମଣରେ ପ୍ରାଣହାନି ନେଇ ଶୋକ ପ୍ରକାଶ କଲେ

April 21st, 04:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ସାଧାରଣତନ୍ତ୍ରର ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଟେଲିଫୋନରେ ବାର୍ତାଳାପ କରିଛନ୍ତି ଏବଂ ଆଜି ଶ୍ରୀଲଙ୍କାରେ ସନ୍ତ୍ରାସବାଦ ଆକ୍ରମଣରେ ପ୍ରାଣ ହରାଇଥିବା ୧୫୦ ନିରୀହ ବ୍ୟକ୍ତିଙ୍କ ପାଇଁ ନିଜ ତରଫରୁ ତଥା ସମସ୍ତ ଭାରତୀୟମାନଙ୍କ ତରଫରୁ ଶୋକବାର୍ତା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥା ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଳ ଶିରିସେନା

October 17th, 08:32 pm

ଶ୍ରୀଲଙ୍କାର ରାଷ୍ଟ୍ରପତି ମୈତ୍ରୀପାଳ ଶିରିସେନା ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।

PM speaks to President of Sri Lanka

November 08th, 10:51 pm

In the telephone conversation with Sri Lankan President Maithripala Sirisena, PM Narendra Modi conveyed that India is sending additional fuel to Sri Lanka and assured India's continued support for development cooperation.

Social Media Corner 18 June 2017

June 18th, 07:57 pm

Your daily dose of governance updates from Social Media. Your tweets on governance get featured here daily. Keep reading and sharing!

କଲୋମ୍ବୋ ଠାରେ ଅନ୍ତର୍ଜାତୀୟ ବୈଶାଖ ଦିବସ ସମାରୋହ (12 ମେ 2017) ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

May 12th, 10:20 am

ଏହି ଦିନ ସାରା ମାନବ ଜଗତ ପାଇଁ ଭଗବାନ ବୁଦ୍ଧଙ୍କ ଜନ୍ମ, ଜ୍ଞାନପ୍ରାପ୍ତି ଏବଂ ପରିନିର୍ବାଣକୁ ପାଳନ କରିବାର ଅବସର ଆଣିଛି । ଏହି ଦିବସ ପରମ ସତ୍ୟ, ଚିରସ୍ଥାୟୀ ଧମ୍ମ ଏବଂ ୪ଟି ମହାନ ସତ୍ୟକୁ ହୃଦୟଙ୍ଗମ କରିବାର ଦିନ । ଦଶଟି ସିଦ୍ଧାନ୍ତ ଦାନ, ଶୀଳ, ତ୍ୟାଗ, ବୁଦ୍ଧିମତା, ଶକ୍ତି, ସହିଷ୍ଣୁତା, ସତ୍ୟ, ଦୃଢ଼ସଂକଳ୍ପ, କରୁଣା, ସମଭାବ ସ୍ମରଣ କରିବାର ଦିନ ।

ପ୍ରଧାନମନ୍ତ୍ରୀ ମୋଦୀ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଲା ସିରିସେନାଙ୍କୁ ସାକ୍ଷାତ କଲେ

May 11th, 10:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରୀପାଲା ସିରିସେନାଙ୍କୁ ସାକ୍ଷାତ କଲେ । ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଭାରତ ଏବଂ ଶ୍ରୀଲଙ୍କା ସମ୍ପର୍କର ଅଗ୍ରଗତି ନେଇ ବିସ୍ତୃତ ଭାବେ ଚର୍ଚ୍ଚା ହୋଇଥିଲା ।

ପ୍ରଧାନମନ୍ତ୍ରୀଙ୍କ ଆଗାମୀ ଶ୍ରୀଲଙ୍କା ଗସ୍ତ

May 11th, 11:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 11 ଓ 12 ମେ, 2017ରେ 2 ଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବେ । ପ୍ରଧାନମନ୍ତ୍ରୀ ଏହି ଗସ୍ତ ସମ୍ପର୍କରେ ତାଙ୍କ ଫେସବୁକ୍ ପୋଷ୍ଟରେ ଉଲ୍ଲେଖ କରିଛନ୍ତି :“ମୁଁ ଆଜି, 11ମେ ଠାରୁ ଦୁଇଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବି । ଆମର ସୁଦୃଢ଼ ସମ୍ପର୍କର ପ୍ରତୀକ ସ୍ୱରୂପ ଗତ ଦୁଇ ବର୍ଷ ମଧ୍ୟରେ ଏହା ମୋର ଦ୍ୱିତୀୟ ଦ୍ୱିପାକ୍ଷିକ ଗସ୍ତ”

ଘନିଷ୍ଠ ସମ୍ପର୍କକୁ ମହାକାଶ ବାହାରକୁ ସମ୍ପ୍ରସାରିତ କରିଛି !

May 05th, 11:00 pm

ମେ 5,2017, ହେଉଛି ଦକ୍ଷିଣ ଏସିଆ ପାଇଁ ଐତିହାସିକ ଦିନ । ଦୁଇ ବର୍ଷ ପୂର୍ବରୁ ଭାରତ ଦକ୍ଷିଣ ଏସିଆରେ ବିକାଶ ଓ ସମୃଦ୍ଧି ପାଇଁ ଉନ୍ନତ ମହାକାଶ ଜ୍ଞାନକୌଶଳ ଯୋଗାଇବାକୁ ପ୍ରତିଶ୍ରୁତି ଦେଇଥିଲା । ଦକ୍ଷିଣ ଏସିଆ ସାଟେଲାଇଟର ସଫଳ ପ୍ରକ୍ଷେପଣ ଏହାକୁ ପ୍ରମାଣିତ କରୁଛି ।

ଦକ୍ଷିଣ ଏସୀୟ ନେତାଗଣ ଭାରତ ଦ୍ୱାରା ଦକ୍ଷିଣ ଏସୀୟ ସେଟଲାଇଟ ପ୍ରକ୍ଷେପଣକୁ ସ୍ୱାଗତ କରିଛନ୍ତି

May 05th, 06:59 pm

ଦକ୍ଷିଣ ଏସୀୟ ନେତାଗଣ ଭାରତ ଦ୍ୱାରା ଦକ୍ଷିଣ ଏସୀୟ ସେଟଲାଇଟ ପ୍ରକ୍ଷେପଣକୁ ପ୍ରଶଂସା କରି କହିଲେ ଏହି ପଦକ୍ଷେପ 'ସବକା ସାଥ ,ସବକା ବିକାଶ ' ପ୍ରତି ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି ।

ଦକ୍ଷିଣ ଏସୀୟ ଉପଗ୍ରହ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ରମୁଖ୍ୟଙ୍କ ସହ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ

May 05th, 06:38 pm

ଦକ୍ଷିଣ ଏସୀୟ ଉପଗ୍ରହ ଆମକୁ ଏହି ବାର୍ତ୍ତା ଦେଉଛି ଯେ ସମଭାବାପନ୍ନ ରାଷ୍ଟ୍ରଗୁଡିକ ମଧ୍ୟରେ ଆଞ୍ଚଳିକ ସହଯୋଗ ଆକାଶ ଭଳି ଅସିମୀତ ହେବା ଉଚିତ । ସବକା ସାଥ ସବକା ବିକାଶ, ଦକ୍ଷିଣ ଏସିଆରେ କାର୍ଯ୍ୟ ଏବଂ ସହଯୋଗ ବୃଦ୍ଧି କରିବାରେ ମାର୍ଗଦର୍ଶନ କରିବ । ଏବଂ ଆମ ଲୋକମାନଙ୍କ ଅର୍ଥନୈତିକ ସମୃଦ୍ଧି ହାସଲ କରିବା ଲାଗି ଆମର ପ୍ରମୁଖ ଲକ୍ଷ୍ୟ ସାଧିତ ହୋଇପାରିବ । ଏବଂ ଏହା ଭିତରେ ଆପଣମାନେ ଏକ ସୁଦୃଢ ତଥା ସମର୍ପିତ୍ତ ସହଯୋଗୀ ଭାବେ ଭାରତକୁ ପାଇପାରିବେ ଯାହା ବାସ୍ତବରେ ସେହି ସଂକଳ୍ପ ଓ ସିଦ୍ଧାନ୍ତରେ ବିଶ୍ଵାସ କରିଥାଏ ।

ଦକ୍ଷିଣ ଏସିଆ ସାଟେଲାଇଟ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ର ମୁଖ୍ୟଙ୍କ ସହ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ମନ୍ତବ୍ୟ

May 05th, 04:02 pm

ଆଜି ହେଉଛି ଦକ୍ଷିଣ ଏସିଆ ପାଇଁ ଐତିହାସିକ ଦିନ । ଦୁଇ ବର୍ଷ ପୂର୍ବରୁ ଭାରତ ପ୍ରତିଶ୍ରୁତି ଦେଇଥିଲା । ଦକ୍ଷିଣ ଏସିଆରେ ଆମର ଭାଇ ଓ ଭଉଣୀମାନଙ୍କ ବିକାଶ ଓ ସମୃଦ୍ଧି ପାଇଁ ଉନ୍ନତ ମହାକାଶ ଜ୍ଞାନକୌଶଳ ଯୋଗାଇବାକୁ ପ୍ରତିଶ୍ରୁତି ଦିଆଯାଇଥିଲା । ଦକ୍ଷିଣ ଏସିଆ ସାଟେଲାଇଟର ସଫଳ ପ୍ରକ୍ଷେପଣ ଏହାକୁ ପ୍ରମାଣିତ କରୁଛି । ଏହି ପ୍ରକ୍ଷେପଣ ସହ ସବୁଠୁ ଉନ୍ନତ ମାନର ଭାଗିଦାରୀତାର ଯାତ୍ରା ଆରମ୍ଭ ହୋଇଛି ।

PM Modi meets President of Sri Lanka in Goa

October 16th, 11:49 am

PM Narendra Modi today met President of Sri Lanka, Maithripala Sirisena in Goa. The leaders held fruitful discussions on wide range of issues for strengthening India-Sri Lanka ties.

ପ୍ରଧାନମନ୍ତ୍ରୀଙ୍କ ସହ କଥାବାର୍ତ୍ତା ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି ଶ୍ରୀ ମୈତ୍ରୀପାଳ ସିରିସେନା,

September 20th, 07:33 pm

President Maithripala Sirisena of Sri Lanka called Prime Minister Narendra Modi on telephone to condole the terror attack in Uri, Jammu & Kashmir. President Sirisena strongly condemned the cross-border terrorist attack and offered condolences to the families of the victims.

India will walk side by side with Sri Lanka as it charts its own path to progress & prosperity for all of its citizens: PM Modi

June 18th, 10:30 am



Knowledge is immortal and is relevant in every era: PM Modi

May 14th, 01:13 pm



PM addresses International Convention on Universal Message of Simhastha

May 14th, 01:10 pm



Sri Lankan President Maithripala Sirisena meets PM Modi

May 13th, 11:51 pm



Prime Minister undertakes aerial survey of flood-hit areas in Tamil Nadu

December 03rd, 05:50 pm