People of Tripura removed 'red signal' & elected 'double engine government’: PM Modi in Agartala

February 13th, 04:20 pm

As the poll campaign in Tripura is reaching a crescendo, Prime Minister Narendra Modi addressed a huge public meeting today in Agartala. Addressing a huge rally, PM Modi hit out at Left party, accusing them of looting the state for years and forcing people to live in poverty. He said, “The leftist rule had pushed Tripura on the path of destruction. The people of Tripura cannot forget the condition that prevailed here.”

PM Modi campaigns in Tripura’s Agartala

February 13th, 04:19 pm

As the poll campaign in Tripura is reaching a crescendo, Prime Minister Narendra Modi addressed a huge public meeting today in Agartala. Addressing a huge rally, PM Modi hit out at Left party, accusing them of looting the state for years and forcing people to live in poverty. He said, “The leftist rule had pushed Tripura on the path of destruction. The people of Tripura cannot forget the condition that prevailed here.”

ଭାରତ ଏବଂ ବାଙ୍ଗଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 09th, 11:59 am

ତ୍ରିପୁରାର ରାଜ୍ୟପାଳ ଶ୍ରୀ ରମେଶ ବୈଶ ମହାଶୟ, ଜନପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ବିପ୍ଳବ ଦେବ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଜିଷ୍ଣୁ ଦେବ ବର୍ମା ମହାଶୟ, ରାଜ୍ୟ ସରକାରଙ୍କର ସମସ୍ତ ମନ୍ତ୍ରୀ, ସାଂସଦ ଏବଂ ବିଧାୟକଗଣ ଏବଂ ତ୍ରିପୁରାର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଆପଣ ସମସ୍ତଙ୍କୁ ପରିବର୍ତନ ପାଇଁ, ତ୍ରିପୁରାର ବିକାଶ ଯାତ୍ରାର 3 ବର୍ଷ ପୂରଣ ହେବା ଉପଲକ୍ଷେ ବହୁତ-ବହୁତ ଶୁଭେଚ୍ଛା!

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭାରତ-ବାଂଲାଦେଶ ମଧ୍ୟରେ ମୈତ୍ରୀ ସେତୁ ଉଦ୍‍ଘାଟିତ

March 09th, 11:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଭାରତ-ବାଂଲାଦେଶ ମଧ୍ୟରେ ମୈତ୍ରୀ ସେତୁକୁ ଉଦ୍‍ଘାଟନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ତ୍ରିପୁରାରେ ଅନେକ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଥିବାବେଳେ କେତେକକୁ ଉଦ୍‍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ତ୍ରିପୁରାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ପ୍ରସାରଣ କରାଯାଇଥିଲା ।

ମାର୍ଚ୍ଚ 9 ତାରିଖରେ ଭାରତ ଓ ବାଂଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

March 07th, 08:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 9, 2021 ମଧ୍ୟାହ୍ନ 12ରେ ଭିଡିଓ କନଫରେନ୍ସିଂ ଜରିଆରେ ଭାରତ ଓ ବାଂଲାଦେଶ ମଧ୍ୟରେ ‘ମୈତ୍ରୀ ସେତୁ’ର ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ତ୍ରିପୁରାର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଉଦଘାଟନ କରିବା ସହିତ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବେ।