The relationship between India and Kuwait is one of civilizations, seas and commerce: PM Modi

December 21st, 06:34 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

Prime Minister Shri Narendra Modi addresses Indian Community at ‘Hala Modi’ event in Kuwait

December 21st, 06:30 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍‌. ଭେଙ୍କେୟା ନାଇଡୁଙ୍କ ଜୀବନୀ ଉପରେ ଆଧାରିତ ଯାତ୍ରା ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 30th, 12:05 pm

କାର୍ଯ୍ୟକ୍ରମରେ ଉପସ୍ଥିତ ଏବଂ ଆଜିର ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ଆମର ବରିଷ୍ଠ ସହକର୍ମୀ ଶ୍ରୀ ଭେଙ୍କେୟା ନାଇଡୁ ଗାରୁ, ତାଙ୍କ ପରିବାର ସଦସ୍ୟ, ବିଭିନ୍ନ ରାଜ୍ୟର ରାଜ୍ୟପାଳ, ବିଭିନ୍ନ ରାଜ୍ୟର ମନ୍ତ୍ରୀ, ଅନ୍ୟ ସମସ୍ତ ବରିଷ୍ଠ ବିଶିଷ୍ଟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।

ପ୍ରଧାନମନ୍ତ୍ରୀ ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍‌. ଭେଙ୍କେୟା ନାଇଡୁଙ୍କ ଜୀବନ ଏବଂ ଯାତ୍ରା ଉପରେ ତିନୋଟି ପୁସ୍ତକ ଉନ୍ମୋଚନ କରିଥିଲେ

June 30th, 12:00 pm

ଭାରତର ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍‌. ଭେଙ୍କେୟା ନାଇଡୁଙ୍କ ୭୫ତମ ଜନ୍ମଦିନ ଅବସରର ପୂର୍ବ ଦିନ ଅର୍ଥାତ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଙ୍କ ଜୀବନ ଓ ଯାତ୍ରା ଉପରେ ତିନୋଟି ପୁସ୍ତକ ଉନ୍ମୋଚନ କରିଛନ୍ତି ।

ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

January 28th, 11:30 am

ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।

ପିଏମ-ଜନମନ ଅଧୀନରେ ପିଏମଏୱାଇ (ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଜାରି କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 15th, 12:15 pm

ଶୁଭେଚ୍ଛା! ଉତ୍ତରାୟଣ, ମକର ସଂକ୍ରାନ୍ତି, ପୋଙ୍ଗଲ ଓ ବିହୁ ଭଳି ଉତ୍ସବ କୁ ନେଇ ଏବେ ସମଗ୍ର ଦେଶରେ ଉତ୍ସବର ବାତାବରଣ ରହିଛି। ଅନେକ ପର୍ବପର୍ବାଣୀର ଉତ୍ସାହ ଆମକୁ ଚତୁଃପାର୍ଶ୍ବରେ ଭରି ରହିଛି। ଆଜିର ଏହି କାର୍ଯ୍ୟକ୍ରମ ଉତ୍ସାହରେ ପରିପୂର୍ଣ୍ଣ ବହୁତ ଉଚ୍ଚକୋଟିର ଏବଂ ଜୀବନ୍ତ କରିଦେଇଛି। ଏହି ଅବସରରେ ଆପଣମାନଙ୍କ ସହ କଥାବାର୍ତ୍ତା କରିବା ମୋ ପାଇଁ ଏକ ଉତ୍ସବ ପରି ମନେ ହେଉଛି। ବର୍ତ୍ତମାନ ଅଯୋଧ୍ୟାରେ ପ୍ରତିଷ୍ଠା ଉତ୍ସବ ପାଳନ ହେଉଥିବା ବେଳେ ମୋ ପରିବାରର ଅଂଶ ଭାବରେ ବିବେଚିତ ଏକ ଲକ୍ଷ ଅତ୍ୟନ୍ତ ପଛୁଆ ଆଦିବାସୀ ଭାଇ ଭଉଣୀ ନିଜ ନିଜ ଘରେ ଖୁସିରେ ଉତ୍ସବ ପାଳନ କରୁଛନ୍ତି । ଏହା ମୋତେ ଅତ୍ୟନ୍ତ ଆନନ୍ଦ ଦେଉଛି। ଆଜି ସେମାନଙ୍କ ପକ୍କା ଘର ନିର୍ମାଣ ହେବା ପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଛି। ମୁଁ ଏହି ସମସ୍ତ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ଏବଂ ସେମାନଙ୍କୁ ମକର ସଂକ୍ରାନ୍ତିର ଶୁଭକାମନା ଜଣାଉଛି। ଏହି ମହାନ ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ସୁଯୋଗ ମୋ ଜୀବନକୁ ବହୁତ ଆନନ୍ଦ ଆଣି ଦେଇଥାଏ।

ପିଏମ୍ - ଜନମନ ଯୋଜନା ଅଧୀନରେ ୧ ଲକ୍ଷ ପିଏମଏୱାଇ (ଜି) ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

January 15th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଜନଜାତି ନ୍ୟାୟ ମହା ଅଭିଯାନ (ଜନମନ) ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା - ଗ୍ରାମୀଣ (ପିଏମଏୱାଇ - ଜି)ର ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ୍ - ଜନମନର ହିତାଧିକାରୀ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

January 15th, 09:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 12:00 pm

ପୋଙ୍ଗଲର ପବିତ୍ର ଦିନରେ ତାମିଲନାଡୁର ପ୍ରତ୍ୟେକ ଘରୁ ପୋଙ୍ଗଲ ଧାରା ପ୍ରବାହିତ ହୋଇଥାଏ । ମୁଁ କାମନା କରୁଛି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସନ୍ତୋଷର ଧାରା ନିରନ୍ତର ପ୍ରବାହିତ ହେଉ । ଗତକାଲି ଦେଶରେ ଲୋହରୀ ପର୍ବ ଧୁମଧାମରେ ପାଳିତ ହୋଇଥିଲା । ଆଜି କିଛି ଲୋକ ମକର ସଂକ୍ରାନ୍ତି-ଉତ୍ତରାୟଣ ପାଳନ କରୁଛନ୍ତି, କିଛି ଲୋକ ଆସନ୍ତାକାଲି ପାଳନ କରିବେ। ମାଘ ବିହୁ ପାଖେଇ ଆସୁଛି । ଏହି ପର୍ବ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

January 14th, 11:30 am

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପୋଙ୍ଗଲ ଅବସରରେ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ତାମିଲନାଡୁର ପ୍ରତ୍ୟେକ ଘରୁ ଉତ୍ସବର ଉତ୍ସାହ ଦେଖିବାକୁ ମିଳୁଛି। ସମସ୍ତ ନାଗରିକଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସନ୍ତୋଷର ଧାରାର ନିରନ୍ତର ପ୍ରବାହ ପାଇଁ ଶ୍ରୀ ମୋଦୀ କାମନା କରିଛନ୍ତି। ସେହିପରି ଗତକାଲି ହେଉଥିବା ଲୋହରୀ ଉତ୍ସବ, ଆଜି ମକର ଉତ୍ତରାୟଣର ପର୍ବ, ଆସନ୍ତାକାଲି ମକର ସଂକ୍ରାନ୍ତି ଏବଂ ଖୁବ୍ ଶୀଘ୍ର ମାଘ ବିହୁ ର ଶୁଭାରମ୍ଭ ହେବ ବୋଲି ସେ ଉଲ୍ଲେଖ କରିଥିଲେ। ଦେଶରେ ଚାଲିଥିବା ପର୍ବପର୍ବାଣୀ ପାଇଁ ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଅଯୋଧ୍ୟାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ସମର୍ପଣ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 30th, 02:15 pm

ଅଯୋଧ୍ୟାରେ ସମସ୍ତ ଲୋକମାନଙ୍କୁ ମୋର ପ୍ରଣାମ ! ଜାନୁଆରୀ ୨୨ତାରିଖରେ ହେବାକୁ ଥିବା ଏହି ଐତିହାସିକ ମୁହୂର୍ତ୍ତକୁ ଆଜି ସମଗ୍ର ବିଶ୍ୱ ଉତ୍ସୁକତାର ସହ ଅପେକ୍ଷା କରିଛି। ତେଣୁ ଅଯୋଧ୍ୟା ବାସୀଙ୍କ ମଧ୍ୟରେ ଉତ୍ସାହ ଓ ବହୁତ ଆନନ୍ଦ ହେବା ସ୍ୱାଭାବିକ। ମୁଁ ଭାରତ ମାଟିର କୋଣ ଅନୁକୋଣ ଏବଂ ଭାରତର ପ୍ରତ୍ୟେକ ବ୍ୟକ୍ତିଙ୍କର ମୁଁ ଉପାସକ ଅଟେ, ଏବଂ ମୁଁ ମଧ୍ୟ ଆପଣଙ୍କ ପରି ସେତିକି ଉତ୍ସାହିତ ଅଛି| ଆମ ସମସ୍ତଙ୍କ ଏହି ଉତ୍ସାହ, ଏହି ଆନନ୍ଦ କିଛି ସମୟ ପୂର୍ବରୁ ଅଯୋଧ୍ୟାର ରାସ୍ତାରେ ଦେଖିବାକୁ ମିଳିଥିଲା। ଏମିତି ଲାଗୁଥିଲା ଯେମିତି ପୂରା ଅଯୋଧ୍ୟା ସହର ରାସ୍ତାକୁ ଓହ୍ଲାଇଆସିଛି। ଏହି ଭଲପାଇବା ଏବଂ ଆଶୀର୍ବାଦ ପାଇଁ ମୁଁ ଆପଣସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ମୋ ସହିତ ଯୋଗ ଦିଅନ୍ତୁ -

୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

December 30th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଯୋଧ୍ୟା ଧାମରେ ୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ଅଯୋଧ୍ୟା ଏବଂ ଏହାର ଆଖପାଖ ଅଞ୍ଚଳର ବିକାଶ ପାଇଁ ପ୍ରାୟ ୧୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଏବଂ ଉତ୍ତରପ୍ରଦେଶର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଜଡିତ ପ୍ରାୟ ୪୬୦୦ କୋଟି ଟଙ୍କାର ପ୍ରକଳ୍ପ ଅନ୍ତର୍ଭୁକ୍ତ ।

ଜୟପୁର ଠାରେ ଖେଳ ମହାକୁମ୍ଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

February 05th, 05:13 pm

ସର୍ବପ୍ରଥମେ ଜୟପୁର ମହାଖେଳରେ ମେଡାଲ ଜିତିଥିବା, ଏହି ପ୍ରତିଯୋଗୀତାରେ ସାମିଲ ହୋଇଥିବା ପ୍ରତ୍ୟକ ଖେଳାଳି, ପ୍ରଶିକ୍ଷକ ଏବଂ ତାଙ୍କର ପରିଜନମାନଙ୍କୁ ବହୁତ ବହୁତ ଶୁଭେଚ୍ଛା, ଆପଣ ସମସ୍ତେ ଜୟପୁରର ଖେଳ ପଡ଼ିଆରେ କେବଳ ଖେଳିବାକୁ ଓହ୍ଲାଇନାହାନ୍ତି, ଆପଣ ଜିତିବାକୁ ମଧ୍ୟ ଓହ୍ଲାଇଛନ୍ତି । ଏବଂ ଯେଉଁଠାରେ ଶିଖିବାକୁ ମିଳିଥାଏ, ସେଠାରେ ଜିତିବା ନିଜେ ନିଜେ ସୁନିଶ୍ଚିତ ହୋଇ ଯାଇଥାଏ । ଖେଳ ପଡ଼ିଆରେ କୌଣସି ମଧ୍ୟ ଖେଳାଳି, କାଲି ହାତରେ ଫେରି ନ ଥାଏ ।

ଜୟପୁର ମହାଖେଳରେ ପ୍ରଧାନମନ୍ତ୍ରୀଙ୍କ ଆଭାସୀ ଉଦ୍‌ବୋଧନ “ଶିକ୍ଷା ଲାଭ କରିଥିଲେ ବିଜୟ ସୁନିଶ୍ଚିତ କରି ହେବ”

February 05th, 12:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି(୦୫.୦୨. ୨୦୨୩) ଆଭାସୀ ମାଧ୍ୟମରେ ଜୟପୁର ମହାଖେଳକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ଏକ କବାଡି ପ୍ରତିଯୋଗିତା ମଧ୍ୟ ଦେଖିଥିଲେ । ଜୟପୁର ଗ୍ରାମୀଣ ଲୋକସଭା ସଦସ୍ୟ ଶ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର ଏହି ମହାଖେଳ ୨୦୧୭ ମସିହାରୁ ଆୟୋଜନ କରି ଆସୁଛନ୍ତି ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ସିକନ୍ଦରାବାଦ-ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

January 15th, 10:30 am

ତେଲେଙ୍ଗାନାର ରାଜ୍ୟପାଳ ଡକ୍ଟର ତମିଲିସେ ସୌନ୍ଦର୍ଯ୍ୟରାଜନ ଜୀ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଜୀ. କିଶନ ରେଡ୍ଡି ଜୀ, ତେଲେଙ୍ଗାନାର ମନ୍ତ୍ରୀ ମହମ୍ମଦ ମହମୁଦ ଅଲୀ ଗାରୁ, କେ. ଲକ୍ଷ୍ମଣ ଗାରୁ, ଅନ୍ୟ ସମସ୍ତ ମହାନୁଭବ, ମହିଳାମାନେ ଏବଂ ଭଦ୍ରଲୋକମାନେ ।

ଭିଡିଓ କନଫରେନ୍ସିଂ ଜରିଆରେ ସିକନ୍ଦରାବାଦକୁ ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

January 15th, 10:11 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସିକନ୍ଦରାବାଦକୁ ବିଶାଖାପାଟଣା ସହିତ ସଂଯୋଗ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଚାଲୁ କରିଛନ୍ତି । ଏହି ରେଳ ଭାରତୀୟ ରେଳ ଦ୍ୱାରା ଆରମ୍ଭ କରାଯାଇଥିବା ଅଷ୍ଟମ ବନ୍ଦେ ଭାରତ ଏକ୍ସପ୍ରେସ ଅଟେ ଏବଂ ଏହା ପ୍ରାୟ ୭୦୦ କିଲୋମିଟର ଦୂରତାକୁ ଅତିକ୍ରମ କରି ଦୁଇ ତେଲୁଗୁ ଭାଷାଭାଷୀ ରାଜ୍ୟ ତେଲଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶକୁ ସଂଯୋଗ କରୁଥିବା ପ୍ରଥମ ଟ୍ରେନ ହେବ । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା, ରାଜମହେନ୍ଦ୍ରି ଏବଂ ବିଜୟୱାଡା ରେଳ ଷ୍ଟେସନରେ ଏବଂ ତେଲଙ୍ଗାନାର ଖମମ୍‌, ୱାରଙ୍ଗଲ୍ ଏବଂ ସିକନ୍ଦରାବାଦ ରେଳ ଷ୍ଟେସନରେ ଏହା ଅଟକିବ ।

ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 15th, 09:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମକର ସଂକ୍ରାନ୍ତି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ସବୁଜ ପତାକା ଦେଖାଇ ଏବଂ ବାରଣାସୀରେ ଟେଣ୍ଟ ସିଟିର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

January 13th, 10:35 am

କାର୍ଯ୍ୟକ୍ରମରେ ଆମ ସହିତ ଯୋଡ଼ି ହୋଇଥିବା ବିଭିନ୍ନ ରାଜ୍ୟର ଆଦରଣୀୟ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀଗଣ, ପର୍ଯ୍ୟଟନ ଶିଳ୍ପର ବନ୍ଧୁ, ଦେଶ ବିଦେଶରୁ ବାରଣାସୀରେ ପହଞ୍ଚିଥିବା ପର୍ଯ୍ୟଟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ,

ବିଶ୍ୱର ଦୀର୍ଘତମ ନଦୀ ପର୍ଯ୍ୟଟନ ଯାତ୍ରା-ଏମ୍‌ଭି ଗଙ୍ଗା ବିଳାସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 13th, 10:18 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩-୧୦-୨୦୨୩) ବାରାଣସୀ ଠାରେ ବିଶ୍ୱର ଦୀର୍ଘତମ ନଦୀ ପର୍ଯ୍ୟଟନ - (ଏମଭି ଗଙ୍ଗାବିଳାସ)ର ଆଭାସୀ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ ସହ ତମ୍ବୁ ନଗରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ମଧ୍ୟ ହଜାର କୋଟି ଟଙ୍କାରୁ ଅଧିକ ଦେଶର କେତେକ ଆଭ୍ୟନ୍ତରୀଣ ଜଳପଥ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ।

Vision of self-reliant India embodies the spirit of global good: PM Modi in Indonesia

November 15th, 04:01 pm

PM Modi interacted with members of Indian diaspora and Friends of India in Bali, Indonesia. He highlighted the close cultural and civilizational linkages between India and Indonesia. He referred to the age old tradition of Bali Jatra” to highlight the enduring cultural and trade connect between the two countries.