ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜୁଙ୍କ ଭାରତ ଗସ୍ତ (ଅକ୍ଟୋବର ୦୬-ଅକ୍ଟୋବର ୧୦, ୨୦୨୪)ର ପରିଣାମଗୁଡ଼ିକର ସୂଚୀ
October 07th, 03:40 pm
ଭାରତ-ମାଳଦ୍ୱୀପ: ବ୍ୟାପକ ଆର୍ଥିକ ଏବଂ ସାମୁଦ୍ରିକ ନିରାପତ୍ତା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ ଉପରେ ସହମତିଭାରତ ଏବଂ ମାଳଦ୍ୱୀପ: ବ୍ୟାପକ ଅର୍ଥନୈତିକ ଏବଂ ସାମୁଦ୍ରିକ ସୁରକ୍ଷା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ
October 07th, 02:39 pm
07.10.2024 : ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଡ. ମହମ୍ମଦ ମୁଇଜୁ ୭ ଅକ୍ଟୋବର ୨୦୨୪ରେ ସାକ୍ଷାତ କରି ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗର ସମୀକ୍ଷା କରିଥିଲେ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମଗ୍ର ଦିଗକୁ ବ୍ୟାପକ ଭାବେ ସମୀକ୍ଷା କରିଥିଲେ ଏବଂ ଉଭୟ ଦେଶର ଐତିହାସିକ ଘନିଷ୍ଠ ଏବଂ ସ୍ୱତନ୍ତ୍ର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ହୋଇଥିବା ଅଗ୍ରଗତିକୁ ଉଲ୍ଲେଖ କରିଥିଲେ ଯାହା ଦୁଇ ଦେଶର ଜନସାଧାରଣଙ୍କ ଉନ୍ନତିରେ ଅତ୍ୟନ୍ତ ସହାୟକ ହୋଇଛି ।ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ମହମ୍ମଦ ମୁଇଜୁଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତ
October 07th, 12:25 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ମୁଇଜ୍ଜୁ ଏବଂ ତାଙ୍କ ସହିତ ଆସିଥିବା ପ୍ରତିନିଧି ମଣ୍ଡଳକୁ ହାର୍ଦ୍ଦିକ ସ୍ୱାଗତ କରୁଛି।ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ କପ୍ ୨୮ ସମ୍ମିଳନୀରେ ଯୋଗ ଦେବା ଅବସରରେ ୨୦୨୩ ଡିସେମ୍ବର ୧ରେ ମାଳଦ୍ୱୀପ ରାଷ୍ଟ୍ରପତି ଡ. ମହମ୍ମଦ ମୁଇଜୁଙ୍କୁ ଭେଟିଛନ୍ତି ।୭୭ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 04:21 pm
ଭାରତର ୭୭ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।ଆଇଟିୟୁ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ନବାଚାର କେନ୍ଦ୍ରର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 22nd, 03:34 pm
ଆଜିକାର ଦିନ ହେଉଛି ବହୁତ ବିଶେଷ, ହେଉଛି ବହୁତ ପବିତ୍ର। ଆଜିଠାରୁ ‘ହିନ୍ଦୁ କ୍ୟାଲେଣ୍ଡର’ର ନୂତନ ବର୍ଷ ଆରମ୍ଭ ହୋଇଛି । ମୁଁ ଆପଣ ସମସ୍ତଙ୍କୁ ଆଉ ସମସ୍ତ ଦେଶବାସୀଙ୍କୁ ବିକ୍ରମ ସମ୍ବତ 2080ର ବହୁତ- ବହୁତ ଶୁଭକାମନା ଜଣାଉଛି । ଆମର ଏତେ ବିଶାଳ ଦେଶରେ, ବିବିଧତାରେ ଭରି ରହିଥିବା ଦେଶରେ ଶତାବ୍ଦୀ ଶତାବ୍ଦୀ ଧରି ଭିନ୍ନ- ଭିନ୍ନ କ୍ୟାଲେଣ୍ଡର ପ୍ରଚଳିତ ରହି ଆସିଛି। କୋଲ୍ଲମ କାଳର ହେଉଛି ମଲୟାଲମ କ୍ୟାଲେଣ୍ଡର, ହେଉଛି ତାମିଲ କ୍ୟାଲେଣ୍ଡର, ଯାହା ହଜାର- ହଜାର ବର୍ଷରୁ ଭାରତକୁ ତିଥି ସମ୍ବନ୍ଧିୟ ଜ୍ଞାନ ପ୍ରଦାନ କରି ଆସିଛି । ବିକ୍ରମ ସମ୍ବତ ମଧ୍ୟ 2080 ବର୍ଷ ପୂର୍ବରୁ ଚାଲି ଆସୁଛି । ଗ୍ରୀଗୋରିୟନ କ୍ୟାଲେଣ୍ଡରରେ ମଧ୍ୟ ଏବେ ବର୍ଷ 2023 ଚାଲୁ ରହିଛି, କିନ୍ତୁ ବିକ୍ରମ ସମ୍ବତ ହେଉଛି ତା’ଠାରୁ ମଧ୍ୟ 57 ବର୍ଷ ପୂର୍ବର। ମୁଁ ଖୁସି ଯେ ନବବର୍ଷର ପ୍ରଥମ ଦିନ ଟେଲିକମ୍, ଆଇସିଟି ଏବଂ ଏହା ସହିତ ଜଡ଼ିତ ନବସୃଜନକୁ ନେଇ ଏକ ବହୁତ ବଡ଼ ଶୁଭାରମ୍ଭ ଭାରତରେ ହେଉଅଛି । ଆଜି ଏଠାରେ ଅନ୍ତରାଷ୍ଟ୍ରୀୟ ଟେଲି- କମ୍ୟୁନିକେସନ୍ ୟୁନିୟନ (ଆଇଟିୟୁ)ର ଆଞ୍ଚଳିକ କାର୍ଯ୍ୟାଳୟ ଆଉ କେବଳ ଆଞ୍ଚଳିକ କାର୍ଯ୍ୟାଳୟ ନୁହେଁ, ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ନବାଚାର କେନ୍ଦ୍ରର ସ୍ଥାପନା ହୋଇଛି। ଏହା ସହିତ ହିଁ ଆଜି 6-G ପରୀକ୍ଷାର ଜ୍ଞାନକୌଶଳର ମଧ୍ୟ ଶୁଭାରମ୍ଭ କରାଯାଇଛି । ଏହି ଟେକ୍ନୋଲୋଜି ସହିତ ଆମର ଭିଜନ ଡକ୍ୟୁମେଣ୍ଟକୁ ଉନ୍ମୋଚନ କରାଯାଇଛି । ଏହା ଡିଜିଟାଲ ଭାରତକୁ ନୂତନ ଉର୍ଜ୍ଜା ଦେବା ସହିତ ହିଁ ଦକ୍ଷିଣ ଏସିଆ ପାଇଁ, ଗ୍ଲୋବାଲ ସାଉଥ ପାଇଁ, ନୂତନ ସମାଧାନ, ନୂତନ ନବସୃଜନ ନେଇକରି ଆସିବ । ବିଶେଷ କରି ଆମର ଶୈକ୍ଷିକ, ଆମର ନବାଚାର- ଷ୍ଟାର୍ଟ ଅପ୍ସ, ଆମର ଶିଳ୍ପ ପାଇଁ ଏହାଦ୍ୱାରା ଅନେକ ନୂତନ ସୁଯୋଗ ସୃଷ୍ଟି ହେବ।ଆଇଟିୟୁ କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
March 22nd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜ୍ଞାନ ଭବନରେ ଏକ କାର୍ଯ୍ୟକ୍ରମରେ ନୂତନ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘ (ଆଇଟିୟୁ) କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତ ୬ଜି ଭିଜନ୍ ଡକ୍ୟୁମେଣ୍ଟ ଉନ୍ମୋଚନ ଏବଂ ୬ଜି ଆରଆଣ୍ଡବି ପରୀକ୍ଷାଗାରର ଶୁଭାରମ୍ଭ କରିଛନ୍ତି । ସେ କଲ୍ ବିଫୋର ୟୁ ଡିଗ୍”’ ଆପ୍ର ମଧ୍ୟ ଶୁଭାରମ୍ଭ କରିଥିଲେ । ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ଆଇସିଟି) ପାଇଁ ଆଇଟିୟୁ ହେଉଛି ମିଳିତ ଜାତିସଂଘର ସ୍ୱତନ୍ତ୍ର ସଂସ୍ଥା । ମାର୍ଚ୍ଚ ୨୦୨୨ ରେ ଭାରତ କ୍ଷେତ୍ର କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ଆଇଟିୟୁ ସହିତ ଏକ ଆୟୋଜକ ଦେଶ ଚୁକ୍ତିନାମା ସ୍ୱାକ୍ଷର କରିଥିଲା । ଏହା ଭାରତ, ନେପାଳ, ଭୁଟାନ, ବାଂଲାଦେଶ, ଶ୍ରୀଲଙ୍କା, ମାଲଦ୍ୱୀପ, ଆଫଗାନିସ୍ତାନ ଏବଂ ଇରାନକୁ ସେବା ଯୋଗାଇବ, ଦେଶ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳରେ ପାରସ୍ପରିକ ଲାଭଦାୟକ ଅର୍ଥନୈତିକ ସହଯୋଗ ବୃଦ୍ଧି କରିବ ।ମାର୍ଚ୍ଚ ୨୨ ତାରିଖରେ ଆଇଟିୟୁ କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
March 21st, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମାର୍ଚ୍ଚ ୨୨ ତାରିଖ ଅପରାହ୍ନ ୧୨:୩୦ ରେ ବିଜ୍ଞାନ ଭବନରେ ଏକ କାର୍ଯ୍ୟକ୍ରମରେ ଭାରତରେ ନୂତନ ଆନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘ (ଆଇଟିୟୁ)ର ସ୍ଥାନୀୟ କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭାରତ ୬ଜି ଭିଜନ୍ ଡକ୍ୟୁମେଣ୍ଟ ଏବଂ ୬ଜି ଆରଆଣ୍ଡଡି ପରୀକ୍ଷାଗାର ଶୁଭାରମ୍ଭ କରିବେ । ସେ କଲ ବିଫୋର ୟୁ ଡିଗ୍” ଆପ୍ର ମଧ୍ୟ ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ ।ତୁର୍କୀ ଏବଂ ସିରିଆରେ ‘ଅପରେସନ୍ ଦୋସ୍ତ’ରେ ସାମିଲ ହୋଇଥିବା ଏନଡିଆରଏଫ କର୍ମଚାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 20th, 06:20 pm
ଆପଣମାନେ ମାନବତା ମାଇଁ ଏକ ବହୁତ ବଡ଼ କାର୍ଯ୍ୟ କରି ଫେରି ଆସିଛନ୍ତି । ଅପରେସନ୍ ଦୋସ୍ତ ସହିତ ଜଡ଼ିତ ସମଗ୍ର ଟିମ୍, ଏନଡିଆରଏଫ ହୁଅନ୍ତୁ, ସେନା ହୁଅନ୍ତୁ, ବାୟୁସେନା ହୁଅନ୍ତୁ କିମ୍ବା ଆମର ଅନ୍ୟାନ୍ୟ ସେବାଗୁଡ଼ିକରେ ରହିଥିବା ସାଥୀ ହୁଅନ୍ତୁ, ସମସ୍ତେ ବହୁତ ହିଁ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଆଉ ଏପରିକି ଆମର କଥା କହି ପାରୁ ନଥିବା ମୁକ ବନ୍ଧୁ ମାନଙ୍କୁ, ଡଗ୍ ସ୍କ୍ୱାଡ଼ର ସଦସ୍ୟମାନେ ମଧ୍ୟ ଅଦ୍ଭୁତ କ୍ଷମତାର ପ୍ରଦର୍ଶନ କରିଛନ୍ତି । ଆପଣ ସମସ୍ତଙ୍କୁ ନେଇ ଦେଶକୁ ବହୁତ ଗର୍ବ ଅନୁଭବ କରୁଛି ।ତୁର୍କୀ ଏବଂ ସିରିଆରେ "ଅପରେସନ ଦୋସ୍ତ” ସହିତ ଜଡିତ ଏନ୍ଡିଆରଏଫ୍ କର୍ମଚାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 20th, 06:00 pm
ପ୍ରଧାନମନ୍ତ୍ରୀ ଭୂକମ୍ପ ପ୍ରଭାବିତ ତୁର୍କୀ ଏବଂ ସିରିଆରେ ଅପରେସନ ଦୋସ୍ତ” ସହିତ ଜଡିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀର କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ।ଭାରତର ୭୪ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଥିବା ବିଶ୍ୱ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ
January 26th, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୭୪ତମ ଗଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଥିବା ବିଶ୍ୱ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଛନ୍ତି ।୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜ୍ଞାପନ ନିମନ୍ତେ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 10:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବିଶ୍ୱ ନେତାମାନଙ୍କୁ ସେମାନଙ୍କ ଅଭିନନ୍ଦନ ଓ ଶୁଭେଚ୍ଛା ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି ।ମାଳଦୀପ ରାଷ୍ଟ୍ରପତିଙ୍କ ଔପଚାରିକ ଭାରତ ଗସ୍ତର ପରିଣାମ ସୂଚୀ
August 02nd, 10:20 pm
ଭାରତ ଦ୍ୱାରା ଅନୁଦାନପ୍ରାପ୍ତ ୫୦୦ ମିଲିୟନ ଆମେରିକୀୟ ଡଲାରର ଗ୍ରେଟଲ ମାଲେ ସଂଯୋଗୀକରଣ ପ୍ରକଳ୍ପର କଂକ୍ରିଟ କାମ- ସ୍ଥାୟୀ କାମ ଆରମ୍ଭର ପ୍ରତୀକମାଳଦ୍ୱୀପ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ- ମାଳଦ୍ୱୀପ ମଧ୍ୟରେ ଜାରି ମିଳିତ ବିବୃତି
August 02nd, 10:18 pm
ମାଳଦ୍ୱୀପ ପ୍ରଜାତନ୍ତ୍ରର ରାଷ୍ଟ୍ରମତି ମହାମହିମ ଶ୍ରୀ ଇବ୍ରାହିମ୍ ମହମ୍ମଦ ସୋଲିହ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆମନ୍ତ୍ରଣ କ୍ରମେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ ।ମାଳଦୀପ ରାଷ୍ଟ୍ରପତିଙ୍କ ଭାରତକୁ ସରକାରୀ ଗସ୍ତ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବାର୍ତ୍ତା
August 02nd, 12:30 pm
ପ୍ରଥମେ ମୁଁ ମୋ ବନ୍ଧୁ ରାଷ୍ଟ୍ରପତି ସୋଲିହ ଓ ତାଙ୍କ ପ୍ରତିନିଧି ମାନଙ୍କୁ ଭାରତକୁ ସ୍ୱାଗତ ଜଣାଉଛି । ଗତ କିଛିବର୍ଷ ମଧ୍ୟରେ ଭାରତ ମାଳଦୀପ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଛି । ବୈଶ୍ୱିକ ମହାମାରୀ ସତ୍ତ୍ୱେ ଆମର ସହଯୋଗ ଏକ ବିସ୍ତୃତ ଭାଗିଦାରିତାର ସୁଯୋଗ ଦୁଇଦେଶକୁ ଦେଇଛି ।ପ୍ରଧାନମନ୍ତ୍ରୀ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଇବ୍ରାହିମ ମହମ୍ମଦ ସୋଲିହଙ୍କୁ ସଫଳ ଅସ୍ତ୍ରୋପଚାର ପାଇଁ ଶୁଭେଚ୍ଛା ଜଣାଇଛନ୍ତି
February 25th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଳଦ୍ୱୀପର ରାଷ୍ଟ୍ରପତି ମହାମହିମ ଇବ୍ରାହିମ ମହମ୍ମଦ ସୋଲିହଙ୍କୁ ସଫଳ ଅସ୍ତ୍ରୋପଚାର ଏବଂ ଶୀଘ୍ର ଆରୋଗ୍ୟ ଲାଭ କରିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:02 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀରେ ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 31st, 11:01 am
ଆପଣମାନଙ୍କ ସହିତ କଥା ହୋଇ ମୋତେ ବହୁତ ଭଲ ଲାଗିଲା । ପ୍ରତ୍ୟେକ ବର୍ଷ ମୋର ଏହି ପ୍ରୟାସ ରହିଥାଏ ଯେ ଆପଣମାନଙ୍କ ଭଳି ଯୁବ ସାଥୀମାନଙ୍କ ସହିତ କଥା ହୁଏ, ଆପଣମାନଙ୍କ ଚିନ୍ତାଧାରା ସଂପର୍କରେ କ୍ରମାଗତ ଭାବେ ଜାଣୁଥାଏ। ଆପଣମାନଙ୍କର କଥା, ଆପଣମାନଙ୍କର ପ୍ରଶ୍ନ, ଆପଣମାନଙ୍କର ଉତ୍ସୁକତା, ମୋତେ ମଧ୍ୟ ଭବିଷ୍ୟତର ଆହ୍ୱାନ ମୁକାବିଲା କରିବାରେ ସହାୟତା କରିଥାଏ।ସର୍ଦ୍ଦାର ବଲ୍ଲଭଭାଇ ରାଷ୍ଟ୍ରୀୟ ପୁଲିସ୍ ଏକାଡେମୀର ଆଇପିଏସ ପ୍ରଶିକ୍ଷାର୍ଥୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
July 31st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ରାଷ୍ଟ୍ରୀୟ ପୁଲିସ ଏକାଡେମୀର ଆପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଇପିଏସ ପ୍ରଶିକ୍ଷାର୍ଥୀ ଅଧିକାରୀମାନଙ୍କ ସହିତ ଭାବ ବିନିମୟ ମଧ୍ୟ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା ଏବଂ ସ୍ୱରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ଉପସ୍ଥିତ ଥିଲେ ।23 ଜୁଲାଇ, 2021ରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ମିଳିତ ଜାତିସଂଘ ସାଧାରଣ ପରିଷଦର ନିର୍ବାଚିତ ଅଧ୍ୟକ୍ଷ ଏବଂ ମାଳଦ୍ବୀପର ବୈଦେଶିକ ମନ୍ତ୍ରୀ ଅବଦୁଲ୍ଲା ଶାହିଦ
July 23rd, 06:37 pm
ମିଳିତ ଜାତିସଂଘ ସାଧାରଣ ପରିଷଦ (ୟୁନଜିଏ)ର 76ତମ ଅଧିବେଶନ ଲାଗି ନିର୍ବାଚିତ ଅଧ୍ୟକ୍ଷ ଏବଂ ମାଳଦ୍ବୀପର ବୈଦେଶିକ ମନ୍ତ୍ରୀ ମାନନୀୟ ଅବଦୁଲ୍ଲା ଶାହିଦ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।