I am taking action against corruption, and that's why some people have lost their patience: PM Modi in Meerut

March 31st, 04:00 pm

Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”

PM Modi addresses a public meeting in Meerut, Uttar Pradesh

March 31st, 03:30 pm

Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 15th, 02:30 pm

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 15th, 07:01 am

ସ୍ୱାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା । ଅନେକ ଅନେକ ଶୁଭେଚ୍ଛା । କେବଳ ଭାରତର ପ୍ରତ୍ୟେକ କୋଣରେ ନୁହେଁ, ବରଂ ବିଶ୍ୱର ପ୍ରତ୍ୟେକ କୋଣ ଅନୁକୋଣରେ ଆଜି କୌଣସି ନା କୌଣସି ପ୍ରକାରରେ ଭାରତୀୟମାନଙ୍କ ଦ୍ୱାରା କିମ୍ବା ଭାରତକୁ ଅପାର ସ୍ନେହ କରୁଥିବା ଲୋକମାନଙ୍କ ଦ୍ୱାରା ସମ୍ମାନର ସହିତ ଆମ ତ୍ରିରଙ୍ଗା ଉତ୍ତୋଳନ କରାଯାଇଛି । ମୁଁ ସାରା ବିଶ୍ୱରେ ଥିବା ଭାରତପ୍ରେମୀମାନଙ୍କୁ, ଭାରତୀୟମାନଙ୍କର ସ୍ୱାଧୀନତାର ଏହି ଅମୃତ ମହୋତ୍ସବରେ ଅନେକ ଅନେକ ଶୁଭକାମନା ଜଣାଉଛି ।

ଭାରତ 76ତମ ସ୍ୱାଧୀନତା ଦିବସ ପାଳନ କରିଛି

August 15th, 07:00 am

ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଭାରତର ଶକ୍ତି ଏହାର ବିବିଧତା ମଧ୍ୟରେ ରହିଛି। ସେ ଦେଶକୁ ଗଣତନ୍ତ୍ରର ଜନନୀ ବୋଲି ଅଭିହିତ କରିଥିଲେ ଏବଂ ଅମୃତ କାଳର ପଞ୍ଚ ପ୍ରାଣର ଗଣନା କରିଥିଲେ - ଏକ ବିକଶିତ ଭାରତର ଲକ୍ଷ୍ୟ, ଉପନିବେଶିକ ମାନସିକତାର କୌଣସି ଚିହ୍ନକୁ ହଟାଇବା, ଆମର ମୂଳ, ଏକତା ଏବଂ କର୍ତ୍ତବ୍ୟବୋଧ ଉପରେ ଗର୍ବ କରିବା ।

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ

August 13th, 11:31 am

ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

August 13th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।

ସ୍ୱାଧୀନତା ସଂଗ୍ରାମୀ ମଙ୍ଗଲ ପାଣ୍ଡେଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ

July 19th, 11:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ମଙ୍ଗଲ ପାଣ୍ଡେଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।