Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.PM Modi inaugurates and lays foundation stone of multiple development projects in Delhi
January 03rd, 12:45 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.PM Modi's candid interaction with Rashtriya Bal Puraskar winners
December 26th, 09:55 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.PM Modi interacts with Rashtriya Bal Puraskar awardees
December 26th, 09:54 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.Our constitution embodies the Gurus’ message of Sarbat da Bhala—the welfare of all: PM Modi
December 26th, 12:05 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.PM Modi participates in Veer Baal Diwas programme in New Delhi
December 26th, 12:00 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 11:00 am
ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।Why India’s Public Sector Banks Are Thriving Like Never Before - Inside the Modi Era Banking Success Story
December 18th, 07:36 pm
A competitive advantage that sets the Modi era apart from its predecessors has not only been sustaining successful policies but also amplifying and expanding upon them for the national good at the right time.ଡିସେମ୍ବର ୧୪ ଓ ୧୫ ରେ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 13th, 12:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୪ ଓ ୧୫ ତାରିଖରେ ନୂଆଦିଲ୍ଲୀରେ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଲାଗି ଏହି ସମ୍ମିଳନୀ କାମ ଦେବ ବୋଲି କୁହାଯାଇଛି । ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ବିବେଚନା କରାଯାଏ ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.୯ ଡିସେମ୍ବରରେ ରାଜସ୍ଥାନ ଓ ହରିୟାଣା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
December 08th, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୯ରେ ରାଜସ୍ଥାନ ଏବଂ ହରିୟାଣା ଗସ୍ତରେ ଯିବେ । ସେ ଜୟପୁର ଯିବେ ଏବଂ ପ୍ରାୟ ସକାଳ ୧୦:୩୦ ସମୟରେ ସେ ଜୟପୁର ପ୍ରଦର୍ଶନୀ ଏବଂ ସମ୍ମିଳନୀ କେନ୍ଦ୍ର (ଜେଇସିସି)ରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ୍ ଇନ୍ଭେଷ୍ଟ୍ମେଣ୍ଟ ସମ୍ମିଳନୀ ୨୦୨୪ର ଉଦ୍ଘାଟନ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ପାନିପତ୍ ଯାତ୍ରା କରିବେ ଏବଂ ପ୍ରାୟ ୨ ଟା ସମୟରେ ସେ ଏଲ୍ଆଇସିର ବୀମା ସଖୀ ଯୋଜନାର ଶୁଭାରମ୍ଭ କରିବା ସହ ମହାରାଣା ପ୍ରତାପ ଉଦ୍ୟାନ କୃଷି ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସର ମୂଳଦୁଆ ପକାଇବେ ।ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 03:30 pm
ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ
November 25th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।ଭିଡିଓ କନଫରେନ୍ସିଂ ଜରିଆରେ ନ୍ୟୁଜ୍ ୯ ଗ୍ଲୋବାଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 22nd, 10:50 pm
ମନ୍ତ୍ରୀ ୱିନଫ୍ରିଡ, କ୍ୟାବିନେଟରେ ମୋର ସହଯୋଗୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଏହି ଶିଖର ସମ୍ମିଳନୀରେ ସାମିଲ ହେଉଥିବା ମହିଳା ଏବଂ ଭଦ୍ରବ୍ୟକ୍ତିମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆୟୋଜିତ ନ୍ୟୁଜ୍ ୯ ଗ୍ଲୋବାଲ୍ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।
November 22nd, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଷ୍ଟୁଟଗାର୍ଟଠାରେ ଆୟୋଜିତ ନ୍ୟୁଜ୯ ଗ୍ଲୋବାଲ ଶିଖର ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ଶିଖର ସମ୍ମିଳନୀ ଭାରତ-ଜର୍ମାନୀ ଭାଗିଦାରୀରେ ଏକ ନୂତନ ଅଧ୍ୟାୟ ଯୋଡ଼ିବ । ଆଜିର ସୂଚନା ଯୁଗରେ ଭାରତର ଏକ ଗଣମାଧ୍ୟମ ସଂସ୍ଥା ଜର୍ମାନୀ ଓ ଜର୍ମାନୀ ଲୋକଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଥିବାରୁ ମୁଁ ଖୁସି ବୋଲି ସେ କହିଛନ୍ତି। ଏହା ଜର୍ମାନୀ ଏବଂ ଜର୍ମାନୀବାସୀଙ୍କୁ ବୁଝିବା ପାଇଁ ଭାରତବାସୀଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବ ।ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ନାଇଜେରିଆରେ ଭାରତୀୟ ଗୋଷ୍ଠୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 17th, 07:20 pm
ଆଜି ଆପଣ ଅବୁଜାରେ ଚମତ୍କାର କରି ଦେଇଛନ୍ତି । ଅବୁଜାରେ ଆମେ ଏକ ଚମତ୍କାର ସମୟ ବାନ୍ଧିଛୁ। ଆଉ ଏସବୁ ଦେଖି ମୁଁ ଗତକାଲି ସନ୍ଧ୍ୟାରୁ ଦେଖୁଛି ଯେ ମୁଁ ଅବୁଜାରେ ନୁହେଁ ବରଂ ଭାରତର ଏକ ସହରରେ ଉପସ୍ଥିତ ଅଛି । ଆପଣମାନଙ୍କ ମଧ୍ୟରୁ ଅନେକ ଲୋକ ଲାଗୋସ୍, କାନୋ, କାଡୁନା ଏବଂ ପୋର୍ଟ ହାରର୍କୋର୍ଟରୁ, ଏମିତି ଭିନ୍ନ ଭିନ୍ନ ଅଞ୍ଚଳରୁ ଅବୁଜାରେ ପହଞ୍ଚିଛନ୍ତି ଏବଂ ଆପଣଙ୍କ ମୁହଁରେ ଏହି ଚମକ, ଆପଣଙ୍କର ଏହି ଉତ୍ସାହ ଯେତିକି ଆପଣ ଏଠାକୁ ଆସିବାକୁ ଆଗ୍ରହୀ ଥିଲେ, ମୁଁ ମଧ୍ୟ ଆପଣମାନଙ୍କୁ ଭେଟିବାକୁ ଅପେକ୍ଷା କରିଥିଲି । ଆପଣମାନଙ୍କର ଭଲ ପାଇବା, ଏହି ସ୍ନେହ ମୋ ପାଇଁ ଏକ ବଡ଼ ସମ୍ପତ୍ତି । ଆପଣଙ୍କ ମଧ୍ୟକୁ ଆସିବା, ଆପଣଙ୍କ ଭିତରେ ଆସୁଛି, ତୁମ ସହିତ ସମୟ ବିତାଇବା ଏବଂ ଏହି ମୁହୂର୍ତ୍ତଗୁଡ଼ିକ ମୋ ସହିତ ସାରା ଜୀବନ ରହିବ।