ପୁରୁଷ ହାଇ ଜମ୍ପ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ହାଇ ଜମ୍ପ୍ ଟି ୬୩ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ୍ ପାରାଲିମ୍ପିକ୍ କ୍ରୀଡ଼ା ପାଇଁ ଭାରତୀୟ ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
August 19th, 06:30 pm
ପ୍ୟାରିସ୍ ପାରାଲିମ୍ ଗେମ୍ସ ପାଇଁ ଭାରତୀୟ ଦଳ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଜାଦାର ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ଶୀତଲ ଦେବୀ, ଅବନୀ ଲେଖାରା, ସୁନୀଲ ଆଣ୍ଟିଲ, ମରିୟାପ୍ପାନ ଥାଙ୍ଗାଭେଲୁ ଏବଂ ଅରୁଣା ତନୱରଙ୍କ ଭଳି ଆଥଲେଟଙ୍କ ସହ କଥା ହୋଇଥିଲେ। ସେ ଖେଳ ପାଇଁ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ମାରିୟାପ୍ପାନ ଥାଙ୍ଗାଭେଲୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 23rd, 01:15 pm
ଚୀନର ହାଙ୍ଗଝୌରେ ଚାଲିଥିବା ଏସୀୟ ପାରା ଗେମ୍ସ ୨୦୨୨ରେ ପୁରୁଷ ଉଚ୍ଚଡିଆଁ ଟି୬୩ ପ୍ରତିଯୋଗିତାରେ ରୌପ୍ୟ ପଦକ ଜିତିଥିବା ମାରିୟାପ୍ପାନ ଥାଙ୍ଗାଭେଲୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଭାରତୀୟ ପାରାଲିମ୍ପିକ୍ ଦଳକୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 09th, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନରେ ଟୋକିଓ ୨୦୨୦ ପାରାଲିମ୍ପିକ୍ କ୍ରୀଡାର ଭାରତୀୟ ଦଳ ପାଇଁ ଅଭ୍ୟର୍ଥନା ସମାରୋହର ଆୟୋଜନ କରିଛନ୍ତି । ଏହି ଦଳରେ ପାରା-ଆଥଲେଟ୍ସ ଏବଂ ସେମାନଙ୍କ କୋଚ୍ ମଧ୍ୟ ସାମିଲ ହୋଇଥିଲେ ।ସ୍ୱତନ୍ତ୍ର ଫଟୋଚିତ୍ର : ପାରାଲିମ୍ପିକ୍ ଚାମ୍ପିଆନମାନଙ୍କ ସହିତ ଏକ ସ୍ମରଣୀୟ କଥାବାର୍ତ୍ତା
September 09th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପାରାଲିମ୍ପିକ୍ ଚାମ୍ପିଆନ୍ସଙ୍କୁ ଭେଟିଛନ୍ତି ଯେଉଁମାନେ 2020 ଟୋକିଓ ପାରାଲିମ୍ପିକ୍ସରେ ଅଂଶଗ୍ରହଣ କରିଥିଲେ ଏବଂ ବିଶ୍ୱ ମଞ୍ଚରେ ଦେଶକୁ ଗର୍ବିତ କରିଥିଲେ।ପାରାଲିମ୍ପିକ୍ସ କ୍ରୀଡାରେ ହାଇ ଜମ୍ପରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ମାରିଆପାନ୍ ଥାଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି
August 31st, 06:18 pm
ଟୋକିଓ ପାରାଲିମ୍ପିକ୍ସ କ୍ରୀଡାରେ ହାଇ ଜମ୍ପରେ ରୌପ୍ୟ ପଦକ ଜିତିଥିବାରୁ ମାରିଆପାନ୍ ଥାଙ୍ଗାଭେଲୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Attackers of Uri incident would not go unpunished: PM During Mann Ki Baat
September 25th, 11:00 am
We have full faith in our soldiers. They will always give befitting reply to those spreading terrorPM Shri Narendra Modi today addressed the nation through radio program Mann Ki Baat. PM paid tributes to the 18 martyrs of Uri attack and said that we have full faith in our army. Shri Modi applauded the achievements of our Paralympic athletes in Rio 2016 Paralympics. PM also talked about the successful 2 years of Swacch Bharat Mission and encouraged citizens to participate in it in every way they can.Social Media Corner 10th September
September 10th, 11:58 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!PM Modi congratulates Mariyappan Thangavelu and Varun Singh Bhati for their achievements in Rio 2016 Paralympics
September 10th, 03:22 pm
PM Narendra Modi congratulated Mariyappan Thangavelu and Varun Singh Bhati for winning gold and bronze medals respectively in Rio 2016 Paralympics.