ମଣିପୁରର ସର୍ବାଙ୍ଗୀନ ବିକାଶ ହେଉଛି ବିଜେପିର ପ୍ରାଥମିକତା: ପ୍ରଧାନମନ୍ତ୍ରୀ ମୋଦୀ
March 01st, 11:36 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରରେ ଏକ ଭର୍ଚୁଆଲ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମଣିପୁରର ରୂପରେଖ ଓ ଗୌରବ ବୃଦ୍ଧି କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ ଲୋକଙ୍କୁ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମଣିପୁର କିପରି ବିକାଶ ପାଇଁ ଭୋଟ୍ ଦେଉଛି ତାହା ସାରା ଦେଶ ଦେଖୁଛି।ପ୍ରଧାନମନ୍ତ୍ରୀ ମୋଦୀ ମଣିପୁରରେ ଏକ ଭର୍ଚୁଆଲ୍ ଜନସଭାକୁ ସମ୍ବୋଧିତ କରିଛନ୍ତି
March 01st, 11:31 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରରେ ଏକ ଭର୍ଚୁଆଲ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମଣିପୁରର ରୂପରେଖ ଓ ଗୌରବ ବୃଦ୍ଧି କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ ଲୋକଙ୍କୁ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମଣିପୁର କିପରି ବିକାଶ ପାଇଁ ଭୋଟ୍ ଦେଉଛି ତାହା ସାରା ଦେଶ ଦେଖୁଛି।Manipur is becoming the gateway to trade with the rest of East Asia: PM Modi in Imphal
February 22nd, 10:45 am
Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”PM Modi addresses a public meeting in Imphal, Manipur
February 22nd, 10:41 am
Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ କ୍ରୀଡାବିତମାନଙ୍କ ସହ ଭର୍ଚୁଆଲ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 13th, 05:02 pm
ଆପଣମାନଙ୍କ ସହ କଥା ହୋଇ ମତେ ବହୁତ ଭଲ ଲାଗିଲା । ସମସ୍ତଙ୍କ ସହିତ ତ କଥା ହୋଇପାରିଲି ନାହିଁ । କିନ୍ତୁ ଆପଣମାନଙ୍କ ଉଦ୍ଦୀପନା, ଆପଣମାନଙ୍କ ଉତ୍ସାହ, ସମଗ୍ର ଦେଶର ପ୍ରତ୍ୟେକ ଲୋକ ଆଜି ଅନୁଭବ କରୁଛନ୍ତି । କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଦେଶର କ୍ରୀଡା ମନ୍ତ୍ରୀ ଶ୍ରୀମାନ ଅନୁରାଗ ଠାକୁର ମହୋଦୟ, ଏଇ କିଛି ଦିନ ପୂର୍ବରୁ କ୍ରୀଡାମନ୍ତ୍ରୀ ଭାବେ ଆପଣ ସମସ୍ତଙ୍କ ସହିତ ମିଶି ଅନେକ କାର୍ଯ୍ୟ କରିଛନ୍ତି । ସେହିଭଳି ଆମର ବର୍ତମାନର ଆଇନ୍ ମନ୍ତ୍ରୀ ଶ୍ରୀମାନ କିରନ୍ ରିଜିଜୁ ମହୋଦୟ, କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଆମର ମନ୍ତ୍ରୀ ପରିଷଦର ସର୍ବକନିଷ୍ଠ ମନ୍ତ୍ରୀ ଶ୍ରୀମାନ ନିଶିଥ ପ୍ରାମାଣିକ ମହୋଦୟ, କ୍ରୀଡା ସହିତ ସମ୍ପୃକ୍ତ ସଂସ୍ଥାଗୁଡିକର ସମସ୍ତ ମୁଖ୍ୟ, ସେମାନଙ୍କର ସମସ୍ତ ସଦସ୍ୟ ଏବଂ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଯାଉଥିବା ମୋର ସମସ୍ତ ବନ୍ଧୁଗଣ, ସମସ୍ତ କ୍ରୀଡାବିତଙ୍କ ପରିବାର, ଆଜି ଆମର ବୈଠକ ଭର୍ଚୁଆଲ ମାଧ୍ୟମରେ ହୋଇଛି, କିନ୍ତୁ ମତେ ଆହୁରି ଖୁସି ଲାଗିଥାଆନ୍ତା ଯଦି ମୁଁ ଆପଣ ସମସ୍ତ ଖେଳାଳିମାନଙ୍କୁ ଏଠି ଦିଲ୍ଲୀରେ ନିଜ ବାସଭବନରେ ଆତିଥ୍ୟ ପ୍ରଦାନ କରିଥାଆନ୍ତି, ତାହେଲେ ଆପଣମାନଙ୍କ ସହିତ ପ୍ରତ୍ୟକ୍ଷ ଭାବେ ଦେଖା ହୋଇପାରିଥାଆନ୍ତା । ଏହା ପୂର୍ବରୁ ମୁଁ ସବୁବେଳେ ସିଧାସଳଖ ସାକ୍ଷାତ କରିଥାଏ । ଏବଂ ମୋ ପାଇଁ ଏହା ଅତ୍ୟନ୍ତ ଆନନ୍ଦର ମୁହୁର୍ତ ହୋଇଥାଏ । ଏବଂ ଏଥର ଆମର ଅଧାରୁ ଅଧିକ ଖେଳାଳି ବିଦେଶରେ ପ୍ରଶିକ୍ଷଣ ନେଉଛନ୍ତି । କିନ୍ତୁ ଆପଣମାନଙ୍କୁ କଥା ଦେଉଛି ଯେ ଫେରିବା ପରେ ଆପଣ ସମସ୍ତଙ୍କ ସହିତ ସୁବିଧା ଦେଖି ଅବସର ବାହାର କରି ମୁଁ ନିଶ୍ଚୟ ଭେଟିବି । କିନ୍ତୁ କରୋନା ଅନେକ କିଛି ବଦଳାଇ ଦେଇଛି । ଅଲିମ୍ପିକ୍ସର ବର୍ଷ ମଧ୍ୟ ବଦଳିଗଲା । ଆପଣମାନଙ୍କ ପ୍ରସ୍ତୁତିର ସ୍ୱରୂପ ମଧ୍ୟ ବଦଳିଗଲା । ଏମିତି ଅନେକ କିଛି ବଦଳିଯାଇଛି । ଏବେ ତ ଅଲିମ୍ପିକ୍ସ ଆରମ୍ଭ ହେବା ପାଇଁ ମାତ୍ର ୧୦ଦିନ ସମୟ ରହିଛି । ଟୋକିଓରେ ମଧ୍ୟ ଆପଣମାନଙ୍କୁ ଏକ ଭିନ୍ନ ପରିବେଶ ମିଳିବାର ଅଛି ।ଟୋକିଓ ଅଲିମ୍ପିକ୍ସରେ ଅଂଶ ଗ୍ରହଣ କରୁଥିବା ଭାରତୀୟ କ୍ରୀଡାବିତ୍ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
July 13th, 05:01 pm
ପ୍ରଧାନମନ୍ତ୍ରୀ : ଦୀପିକାଜୀ, ଗତ ମନ କୀ ବାତରେ ମୁଁ ଆପଣଙ୍କର ଆଉ କେତେଜଣ ସାଥୀଙ୍କ ବିଷୟରେ ଚର୍ଚ୍ଚା କରିଥିଲି। ଏବେ ପ୍ୟାରିସରେ ସ୍ୱର୍ଣ୍ଣ ପଦକ ଜିତି ଆପଣ ଚମତ୍କାରୀତା ଦେଖାଇଛନ୍ତି। ଏହାପରେ ସାରା ଦେଶରେ ଆପଣଙ୍କ ବିଷୟରେ ଚର୍ଚ୍ଚା ହେଉଛି। ଏବେ ଆପଣ ମାନ୍ୟତାରେ ବିଶ୍ୱରେ ନମ୍ବର-1 ହୋଇଯାଇଛନ୍ତି। ମୁଁ ଜାଣିବାକୁ ପାଇଛି ଯେ, ପିଲାଦିନେ ତୁମେ ଆମ୍ବ ତୋଳିବା ପାଇଁ ଲକ୍ଷ୍ୟ କରି ଟେକା ପକାଉଥିଲ। ଆମ୍ବଠାରୁ ଆରମ୍ଭ ହୋଇଥିବା ତୁମର ଏହି ଯାତ୍ରା ହେଉଛି ବହୁତ ସ୍ୱତନ୍ତ୍ର। ଆପଣଙ୍କର ଏହି ଯାତ୍ରା ବିଷୟରେ ଦେଶ ବହୁତ କିଛି ଜାଣିବାକୁ ଚାହୁଁଛି। ଯଦି ଆପଣ କିଛି କହିବେ ତେବେ ବହୁତ ଭଲ ହେବ।ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଥିବା ଭାରତୀୟ କ୍ରୀଡ଼ାବିତ୍ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 13th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ କ୍ରୀଡ଼ାବିତ୍ମାନଙ୍କ ଦଳ ସହିତ ଆଲୋଚନା କରିଛନ୍ତି। ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରିବା ପୂର୍ବରୁ କ୍ରୀଡ଼ାବିତ୍ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଏହି ଆଲୋଚନା ପ୍ରୟାସ କରାଯାଇଥିଲା। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ନୀତିଶ ପ୍ରାମାଣିକ ଏବଂ ଆଇନ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ।ମହିଳା ବିଶ୍ଵ ବକ୍ସିଙ୍ଗ ପ୍ରତିଯୋଗୀତାରେ ସ୍ଵର୍ଣ୍ଣ ବିଜୟିନୀ ମେରୀ କମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 24th, 06:12 pm
ମହିଳା ବିଶ୍ଵ ବକ୍ସିଙ୍ଗ ପ୍ରତିଯୋଗୀତାରେ ସ୍ଵର୍ଣ୍ଣ ବିଜୟିନୀ ମେରୀ କମଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ମଣିପୁରରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 16th, 01:00 pm
ମୁଖ୍ୟମନ୍ତ୍ରୀ ଶ୍ରୀ ଏନ.ବିରେନ ସିଂହ ମହାଶୟଙ୍କ ନେତୃତ୍ୱରେ ରାଜ୍ୟ ସରକାର ଗତକାଲି ଗୋଟିଏ ବର୍ଷ ପୂରଣ କରିଛନ୍ତି । ବିକାଶର ଯୋଜନା ଗୁଡିକ ଉପରେ କିପରି କାର୍ଯ୍ୟ କରାଯାଏ, ସ୍ଥାୟୀତ୍ୱର ଅର୍ଥ କ’ଣ , କେନ୍ଦ୍ର ଏବଂ ରାଜ୍ୟ ସରକାର ମିଶି କାର୍ଯ୍ୟ କରିଥାନ୍ତି, ତ ତାହାର କ’ଣ ପ୍ରଭାବ ପଡିଥାଏ, ଏହି ସମସ୍ତ ପ୍ରଶ୍ନର ଉତ୍ତର ଆଜି ମଣିପୁରର ଏହି ଭବ୍ୟ ଚିତ୍ର ପ୍ରଦାନ କରୁଛି ।ମଣିପୁରରେ ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ କରିବା ସହିତ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 16th, 12:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରରେ 750 କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିସବୁ କାର୍ଯ୍ୟକ୍ରମ ମଧ୍ୟରେ ଜାତୀୟ କ୍ରୀଡା ବିଶ୍ଵବିଦ୍ୟାଳୟ, 1000 ଅଙ୍ଗନୱାଡି କେନ୍ଦ୍ର ଏବଂ ଅନ୍ୟ କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଲୁୱାଙ୍ଗପୋକ୍ପା ବହୁମୂଖୀ କ୍ରୀଡା ପରିସର, ରାଣୀ ଗାଇଡିନଲିଉ ପାର୍କ ଏବଂ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ଲୁୱାଙ୍ଗପୋକ୍ପା ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି ।ଏସୀୟ ମହାସଂଘ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ବିଜୟୀ ମେରୀକମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 08th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହିଳା ବକ୍ସର ମେରୀକମଙ୍କୁ ଏସୀୟ କନଫେଡେରେସନ ମହିଳା ବକ୍ସିଂ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ହାସଲ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।