ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି କ୍ଲାଉଡିଆ ସେଇନବମଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 06th, 03:10 pm

ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା କ୍ଲାଉଡିଆ ସେଇନବମଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି ।

ଜି-୨୦ ବିପର୍ଯ୍ୟୟ ବିପତ୍ତି ହ୍ରାସ କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

July 24th, 07:48 pm

ଶ୍ରୀ ମିଶ୍ର ଚଳିତ ବର୍ଷ ଗାନ୍ଧୀ ନଗର ଠାରେ ଆୟୋଜିତ କାର୍ଯ୍ୟଗୋଷ୍ଠୀର ପ୍ରଥମ ବୈଠକ ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ ସେବେଠାରୁ ବର୍ତ୍ତମାନ ସୁଦ୍ଧା ବ୍ୟାପକ ଜଳବାୟୁ ପରିବର୍ତ୍ତନ ସହ ଜଡ଼ିତ ବିପର୍ଯ୍ୟୟ ହୋଇସାରିଛି । ସେ ସମ୍ପୂର୍ଣ୍ଣ ଉତ୍ତର ଗୋଲାର୍ଦ୍ଧରେ ଭୀଷଣ ଗ୍ରୀଷ୍ମ ଲହରୀ, କାନାଡା ଜଙ୍ଗଲରେ ନିଆଁ ଏବଂ ଏହାପରେ ଉତ୍ତର ଆମେରିକାର ବିଭିନ୍ନ ଭାଗରେ ସହରଗୁଡ଼ିକୁ ପ୍ରଭାବିତ କରୁଥିବା କୁହୁଡ଼ି ଏବଂ ଭାରତର ପୂର୍ବ ଓ ପଶ୍ଚିମ ଉପରେ ବଡ଼ ବାତ୍ୟା ଆଦିର ଉଦାହରଣ ଦେଇଥିଲେ । ୪୫ ବର୍ଷ ମଧ୍ୟରେ ଦିଲ୍ଲୀରେ ସବୁଠୁ ବଡ଼ ବନ୍ୟା ହୋଇଥିବା ପ୍ରମୁଖ ସଚିବ କହିଥିଲେ ।

ପ୍ରଧାନମନ୍ତ୍ରୀ ମେକ୍ସିକୋ ରାଷ୍ଟ୍ରପତିଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

January 12th, 08:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମେକ୍ସିକୋର ରାଷ୍ଟ୍ରପତି ମାନ୍ୟବର ଆଣ୍ଡ୍ରେସ୍ ମାନୁଏଲ୍ ଲୋପେଜ୍ ଓବ୍ରାଡୋଙ୍କର କୋଭିଡ-୧୯ ରୁ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ମନର କଥା 2.0 (ସପ୍ତଦଶ ଅଧ୍ୟାୟ)

October 25th, 11:00 am

ବନ୍ଧୁଗଣ, ଆମେ ଯେତେବେଳେ ପର୍ବପର୍ବାଣୀ କଥା କହୁଁ, ସେଗୁଡ଼ିକ ପାଇଁ ପ୍ରସ୍ତୁତି କରୁଁ, ସେତେବେଳେ ପ୍ରଥମେ ମନରେ ପ୍ରଶ୍ନ ଆସେ ବଜାରକୁ କେବେ ଯିବା? କ’ଣ କ’ଣ ସବୁ କିଣିବା? ବିଶେଷକରି ପିଲାମାନଙ୍କ ମଧ୍ୟରେ ଏସବୁକୁ ନେଇ ବିଶେଷ ଉତ୍ସାହ ରହିଥାଏ । ଏଥର ପର୍ବପର୍ବାଣୀରେ ନୂଆ କ’ଣ ମିଳିବ? ପର୍ବପର୍ବାଣୀର ଏହି ଉତ୍ସାହ ଓ ବଜାରର ଆକର୍ଷଣ ପରସ୍ପର ସହିତ ଜଡ଼ିତ । କିନ୍ତୁ ଏଥର ବଜାରକୁ ଯିବାବେଳେ ଆପଣମାନେ ‘ଭୋକାଲ ଫର ଲୋକାଲ’ର ନିଜର ସଂକଳ୍ପ ନିଶ୍ଚୟ ମନେରଖିବେ । ବଜାରରୁ ଜିନିଷ କିଣିବା ସମୟରେ ଆମକୁ ସ୍ଥାନୀୟ ସାମଗ୍ରୀଗୁଡ଼ିକୁ ଅଗ୍ରାଧିକାର ଦେବାକୁ ହେବ ।

ପ୍ରଧାନମନ୍ତ୍ରୀ ମୋଦୀ ମେକ୍ସିକୋରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଆଣ୍ଡ୍ରିସ ମାନୁଏଲଙ୍କ ବିଜୟୀ ଲାଗି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

July 02nd, 06:30 pm

ପ୍ରଧାନମନ୍ତ୍ରୀ ମୋଦୀ ମେକ୍ସିକୋରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଆଣ୍ଡ୍ରିସ ମାନୁଏଲଙ୍କ ବିଜୟୀ ଲାଗି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି ,''କେକ୍ସିକୋରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଗି ଆଣ୍ଡ୍ରିସ ମାନୁଏଲଙ୍କୁ ମୋର ଶୁଭକାମନା । Muchas Felicidades! ଭାରତ-ମେକ୍ସିକୋର ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ ଦିଗରେ ଆଗକୁ ବଢ଼ିବା ପାଇଁ ମିଳିତ କାମ କରିବାକୁ ନେଇ ଉତ୍ସାହୀ ।''

India-Mexico Joint Statement during the visit of Prime Minister to Mexico

June 09th, 03:00 pm



Mexico supports India's bid to join NSG

June 09th, 07:47 am



PM Modi meets President of Mexico, Enrique Peña Nieto

June 09th, 07:44 am



PM Narendra Modi arrives at Mexico City, Mexico

June 09th, 05:15 am



PM’s upcoming visit to Afghanistan, Qatar, Switzerland, USA and Mexico

June 03rd, 08:42 pm



Foreign Minister of Mexico calls on the Prime Minister

March 11th, 08:00 pm