Our government's intentions, policies and decisions are empowering rural India with new energy: PM

January 04th, 11:15 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

PM Modi inaugurates the Grameen Bharat Mahotsav 2025

January 04th, 10:59 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP

December 25th, 01:00 pm

PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.

ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 25th, 12:30 pm

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Modi is tirelessly working day and night to change your lives: PM Modi in Dharashiv

April 30th, 10:30 am

PM Modi addressed enthusiastic crowds in Dharashiv, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.

Under Modi's leadership, it is a guarantee to provide tap water to every sister’s household: PM Modi in Latur

April 30th, 10:15 am

PM Modi addressed enthusiastic crowds in Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.

A stable government takes care of the present while keeping in mind the needs of the future: PM Modi in Madha

April 30th, 10:13 am

PM Modi addressed an enthusiastic crowd in Madha, Maharashtra. Addressing the farmers' struggles, PM Modi empathized with their difficulties and assured them of his government's commitment to finding sustainable solutions for their welfare.

PM Modi electrifies the crowd at spirited rallies in Madha, Dharashiv & Latur, Maharashtra

April 30th, 10:12 am

PM Modi addressed enthusiastic crowds in Madha, Dharashiv & Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.

ଜିସିଏମଏମ୍‌ଏଫ୍‌, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 22nd, 11:30 am

ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!

ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ

February 22nd, 10:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।

କର୍ଣ୍ଣାଟକର ୟାଦଗିରି ଜିଲ୍ଲାର କୋଡେକାଲରେ ବିକାଶ ମୂଳକ ପ୍ରକଳ୍ପଗୁଡ଼ିକର ଲୋକର୍ପଣ ଓ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

January 19th, 12:11 pm

କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାୱରଚନ୍ଦ ଗହଲୋଟ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ବାସବରାଜ ବୋମାଇ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭଗୱନ୍ତ ଖୁବା ମହାଶୟ, କର୍ଣ୍ଣାଟକ ସରକାରଙ୍କର ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ଆଉ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!

କୋଡ଼େକାଲ, କର୍ଣ୍ଣାଟକ ଠାରେ ବିଭିନ୍ନ ବିକାଶମୂଳକ ଯୋଜନାର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

January 19th, 12:10 pm

କର୍ଣ୍ଣାଟକର ୟାଦଗୀର ଓ କୋଡ଼େକାଲରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜଳସେଚନ, ପାନୀୟ ଜଳ ଓ ଏକ ଜାତୀୟ ରାଜପଥ ପ୍ରକଳ୍ପ ସମେତ ଅନେକ ଯୋଜନାର (ଆଜି ୧୯-୧-୨୦୨୩) ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ୟାଦଗୀର ଠାରେ ଜଳ ଜୀବନ ମିଶନ ଅଧୀନରେ ବହୁମୁଖୀ ପାନୀୟ ଜଳ ଯୋଗାଣ ଯୋଜନାର ଶିଳାନ୍ୟାସ, ୬୫.୫ କିଲୋମିଟର ସୁରତ-ଚେନ୍ନାଇ ଏକ୍ସପ୍ରେସ ୱେ ଏନଏଚ-୧୫ଠସି ଅନ୍ତର୍ଗତ (ବଡ଼ାଡାଲରୁ ମାରାଡାଗି ଏସ ଆଂଦୋଲା) ସେକ୍ସନ ଶିଳାନ୍ୟାସ ଓ ନାରାୟଣପୁର ବାମପାଶ୍ୱର୍ କେନାଲର ସମ୍ପ୍ରସାରଣ, ପୁନର୍ବିନ୍ୟାସ ଓ ଆଧୁନିକୀକରଣ ପ୍ରକଳ୍ପ (ଏନଏଲବିସି-ଇଆରଏମ) ଉଦଘାଟନ ଅନ୍ତର୍ଭୁକ୍ତ ।

ଅଖିଳ ଭାରତୀୟ ବାର୍ଷିକ ରାଜ୍ୟ ଜଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳପାଠ

January 05th, 09:55 am

ଦେଶର ପ୍ରଥମ ଅଖିଳ ଭାରତୀୟ ସମ୍ମିଳନୀ ନିଜେ ଜଳ ମନ୍ତ୍ରୀମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଆଜି ଜଳ ସୁରକ୍ଷା ଉପରେ ଭାରତ ଅଦୃଶ୍ୟ ଭାବରେ କାର୍ଯ୍ୟ କରୁଛି ଏବଂ ଅଦ୍ଭୁତପୂର୍ବ ପୁଞ୍ଜି ବିନିଯୋଗ କରୁଛି । ଆମର ସାମ୍ବିଧାନିକ ବ୍ୟବସ୍ଥାରେ ଜଳର ବିଷୟ, ରାଜ୍ୟମାନଙ୍କ ନିୟନ୍ତ୍ରଣରେ ଆସିଥାଏ । ଜଳ ସଂରକ୍ଷଣ ପାଇଁ ରାଜ୍ୟଗୁଡ଼ିକର ପ୍ରୟାସ ଦେଶର ସାମୁହିକ ଲକ୍ଷ୍ୟ ହାସଲ କରିବାରେ ବହୁତ ସହାୟକ ହେବ । ତେଣୁ ‘ୱାଟର ଭିଜନ ୨୦୪୭’ ଆଗାମୀ ୨୫ ବର୍ଷର ଅମୃତ ଯାତ୍ରାକୁ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଦିଗ ଅଟେ ।

ପ୍ରଥମ ସର୍ବଭାରତୀୟ ଜଳ ମନ୍ତ୍ରୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଆଭାସୀ ଅଭିଭାଷଣ

January 05th, 09:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଜଳ ସଂକ୍ରାନ୍ତ ସର୍ବଭାରତୀୟ ରାଜ୍ୟମନ୍ତ୍ରୀସ୍ତରୀୟ ସମ୍ମିଳନୀକୁ ଭିଡିଓ ବାର୍ତ୍ତା ଜରିଆରେ ଆଜି (୦୫.୦୧.୨୦୨୩) ସମ୍ବୋଧନ କରିଛନ୍ତି । ସମ୍ମିଳନୀର ବିଷୟବସ୍ତୁ ହେଉଛି “ୱାଟର ଭିଜନ @2047’ଓ ଏହି ମଞ୍ଚର ଲକ୍ଷ୍ୟ ହେଉଛି ସ୍ଥାୟୀ ନିରନ୍ତର ଓ ମାନବ ବିକାଶ ନିମନ୍ତେ ଜଳ ସମ୍ପଦର ଉପଯୋଗ ତଥା ଏ ଦିଗରେ ନୀତି ନିର୍ଦ୍ଧାରକମାନଙ୍କ ଦ୍ୱାରା ଆଲୋଚନା ମାଧ୍ୟମରେ ନିଷ୍ପତ୍ତି ।

One nation, one fertilizer: PM Modi

October 17th, 11:11 am

Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi

October 17th, 11:10 am

The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.

Strategy of creating alternative income streams for farmers is bearing fruit: PM

July 28th, 05:26 pm

PM Modi inaugurated and laid the foundation stone of multiple projects at Sabar Dairy in Gujarat. These projects will empower local farmers and milk producers and increase their income. This will also give a boost to the rural economy in the region.

ସାବରକାଂଠାର ସାବର ଡାଏରୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ ହଜାର କୋଟିରୁ ଅଧିକ ଟଙ୍କାର ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ

July 28th, 12:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାବରକାଂଠା ଅନ୍ତର୍ଗତ ଗାଧୋଡ଼ା ଚୌକି ସ୍ଥିତ ସାବର ଡାଏରୀ ଠାରେ ଏକ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ସ୍ଥାନୀୟ ଚାଷୀ ଓ ଦୁଗ୍ଧ ଉତ୍ପାଦନକାରୀଙ୍କ ଆୟ ବୃଦ୍ଧିରେ ମଧ୍ୟ ସହାୟକ ହେବା ସହ ସେ ଅଞ୍ଚଳର ଗ୍ରାମୀଣ ଅର୍ଥନୀତିରେ ଅଭିବୃଦ୍ଧି ଘଟିବ । ପ୍ରଧାନମନ୍ତ୍ରୀ ମଧ୍ୟ ସୁକନ୍ୟା ସମୃଦ୍ଧି ଯୋଜନାର ହିତାଧିକାରୀ ଓ ମହିଳାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ଦୁଗ୍ଧ ଉତ୍ପାଦନକାରୀଙ୍କୁ ସମ୍ମାନିତ କରିଥିଲେ । ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ସେଠାରେ ଉପସ୍ଥିତ ଥିଲେ ।

India's role in climate change is negligible: PM Modi at 'Save Soil Movement' programme

June 05th, 02:47 pm

PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.

PM Addresses 'Save Soil' Programme Organised by Isha Foundation

June 05th, 11:00 am

PM Modi addressed 'Save Soil' programme organised by Isha Foundation. He said that to save the soil, we have focused on five main aspects. First- How to make the soil chemical free. Second- How to save the organisms that live in the soil. Third- How to maintain soil moisture. Fourth- How to remove the damage that is happening to the soil due to less groundwater. Fifth, how to stop the continuous erosion of soil due to the reduction of forests.