ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି

November 18th, 08:00 pm

ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।

ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି

November 18th, 07:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।

Next five years are crucial for Tamil Nadu's development and our battle against corruption: PM Modi in Salem

March 19th, 05:12 pm

Today, Salem, Tamil Nadu, gave a warm and affectionate welcome to PM Modi as he attended a public meeting in the state. The PM, taking pride in his recent visit, remarked in a heartfelt tone, Over the past week, I had the pleasure of visiting Tamil Nadu several times. The entire country watched the public support that BJP was getting in Tamil Nadu.

PM Modi addresses a massive public rally at Salem in Tamil Nadu

March 19th, 01:00 pm

Today, Salem, Tamil Nadu, gave a warm and affectionate welcome to PM Modi as he attended a public meeting in the state. The PM, taking pride in his recent visit, remarked in a heartfelt tone, Over the past week, I had the pleasure of visiting Tamil Nadu several times. The entire country watched the public support that BJP was getting in Tamil Nadu.

ମଧ୍ୟପ୍ରଦେଶର ସାଗର ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 12th, 04:42 pm

କାର୍ଯ୍ୟକ୍ରମରେ ଉପସ୍ଥିତ ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଚୌହାନ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଶ୍ରୀ ବିରେନ୍ଦ୍ର ଖଟୀକ ମହାଶୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ପ୍ରହ୍ଲାଦ ପଟେଲ ମହାଶୟ, ମଧ୍ୟପ୍ରଦେଶ ସରକାରଙ୍କର ମନ୍ତ୍ରୀଗଣ, ସମସ୍ତ ସାଂସଦ, ଭିନ୍ନ- ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପୂଜ୍ୟ ସନ୍ଥଗଣ ଆଉ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇମାନେ ଓ ଭଉଣୀମାନେ ।

ମଧ୍ୟପ୍ରଦେଶର ସାଗରରେ ରାଷ୍ଟ୍ର ବିକାଶ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 12th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ସାଗରରେ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଏହାକୁ ଦେଶ ପାଇଁ ଉତ୍ସର୍ଗୀକୃତ କରିଛନ୍ତି। 100 କୋଟିରୁ ଅଧିକ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ସନ୍ଥ ଶିରୋମଣି ଗୁରୁଦେବ ଶ୍ରୀ ରବିଦାସ ଜୀ ମେମୋରିଆଲର ମୂଳଦୁଆ ପକାଇବା, 1580 କୋଟିରୁ ଅଧିକ ବ୍ୟୟରେ ବିକଶିତ ହେବାକୁ ଥିବା ଦୁଇଟି ସଡକ ପ୍ରକଳ୍ପ ଏବଂ ଦେଶକୁ କୋଟା-ବିନା ରେଳ ମାର୍ଗର ଦୋହରୀକରଣ 2475 କୋଟିରୁ ଅଧିକ ମୂଲ୍ୟରେ ବିକଶିତ କରାଯାଇଛି ଓ ଦେଶ ପାଇଁ ଉତ୍ସର୍ଗ କରାଯାଇଛି।

Teachers pioneer culture of hygiene among students: PM Modi

May 13th, 06:10 pm

PM Modi addressed the gathering at the Akhil Bhartiya Shiksha Sangh Adhiveshan, which is the 29th Biennial Conference of the All India Primary Teacher’ Federation. In his address, he attributed the teachers as the pioneer of promoting a ‘sense of hygiene’ among students. PM Modi said that schools and teachers play an important role as agents of socialization and that through their efforts they can ingrain a sense of hygiene among students.

ଗୁଜରାଟର ଗାନ୍ଧୀନଗର ଠାରେ ଅଖିଳ ଭାରତୀୟ ଶିକ୍ଷା ସଂଘର ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 12th, 10:31 am

ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର ମନ୍ତ୍ରି ପରିଷଦର ମୋର ସାଥୀ ଏବଂ ଯେଉଁମାନେ ପୂରା ଜୀବନବ୍ୟାପୀ ନିଜକୁ ନିଜେ ଶିକ୍ଷକ ଭାବରେ ହିଁ ପରିଚିତ ହୋଇଥାନ୍ତି, ଏଭଳି ପୁରୁଷୋତ୍ତମ ରୁପାଲା ଜୀ, ଗତ ନିର୍ବାଚନରେ ଭାରତର ସଂସଦରେ, ଦେଶରେ, ସମଗ୍ର ଦେଶରେ ସବୁଠାରୁ ଅଧିକ ଭୋଟ ପାଇ ଜିତିଥିବା ଶ୍ରୀମାନ ସି.ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ମନ୍ତ୍ରୀଗଣ, ଅଖିଳ ଭାରତୀୟ ପ୍ରାଇମେରୀ ଶିକ୍ଷକ ସଂଘର ସମସ୍ତ ସଦସ୍ୟଗଣ, ଦେଶର କୋଣ-ଅନୁକୋଣରୁ ଆସିଥିବା ସମ୍ମାନିତ ଶିକ୍ଷକଗଣ, ମହିଳା ଏବଂ ଭଦ୍ର ଲୋକମାନେ!

ଗୁଜୁରାଟର ଗାନ୍ଧିନଗର ଠାରେ ଅଖିଳ ଭାରତୀୟ ଶିକ୍ଷା ସଂଘ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

May 12th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଖିଳ ଭାରତୀୟ ଶିକ୍ଷା ଅଧିବେଶନରେ ଅଂଶଗ୍ରହଣ କରିଥିଲେ, ଯାହା ସର୍ବ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘର ୨୯ ତମ ଦ୍ୱିବାର୍ଷିକ ସମ୍ମିଳନୀ ଅଟେ । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଶିକ୍ଷକ ହେଉଛନ୍ତି ପରିବର୍ତ୍ତିତ ଶିକ୍ଷାର ହୃଦୟ”।

ବିଭିନ୍ନ ସରକାରୀ ଯୋଜନାରେ ଭିଟାମିନ୍‌ଯୁକ୍ତ (ଫଟିଫାଏଡ) ଚାଉଳ ଯୋଗାଣ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ

April 08th, 03:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଗତ ଲକ୍ଷ୍ୟଭିତ୍ତିକ ସାଧାରଣ ବଂଟନ ବ୍ୟବସ୍ଥା (ଟିପିଡିଏସ୍‌), ସମନ୍ୱିତ ଶିଶୁ ବିକାଶ ସେବା ଆଇସିଡିଏସ, ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ -ପିଏମ୍ ପେ।।ଷଣ(ପୂର୍ବରୁ ମଧ୍ୟାହ୍ନଭୋଜନ ଯୋଜନା)ଏବଂ ଭାରତ ସରକାର ଅନ୍ୟାନ୍ୟ କଲ୍ୟାଣ ମୂଳକ କାର୍ଯ୍ୟକ୍ରମରେ ଫଟିଫାଏଡ ଚାଉଳ ଯୋଗାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳକୁ ଉପରୋକ୍ତ ଯୋଜନା ନିମନ୍ତେ ଏହି ଚାଉଳ ୨୦୨୪ ସୁଦ୍ଧା ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ।

‘ଇସିଜିଏସ୍‌’କୁ ଷ୍ଟକ୍ ଏକ୍ସଚେଞ୍ଚରେ ତାଲିକାଭୁକ୍ତ କରିବାକୁ କ୍ୟାବିଟେନର ନିଷ୍ପତ୍ତି

September 29th, 04:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଏମ୍ /ଏସ୍ ଏକ୍ସପୋର୍ଟ କ୍ରୋଡିଟ୍ ଗ୍ୟାରେଣ୍ଟି କର୍ପୋରସନ ଲିମିଟେଡ(ଇସିଜିସି) ଷ୍ଟକ୍ ଏକ୍ସଚେଂଚରେ ତାଲିକାଭୁକ୍ତ କରିବା (ଲିଷ୍ଟିଂ) ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ

August 15th, 03:02 pm

ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

August 15th, 07:38 am

ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।

ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି

August 15th, 07:37 am

ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।

Through the Swachh Bharat Abhiyan, we are ensuring cleaner and healthier environment for our children: PM Modi

February 11th, 12:45 pm

PM Modi took part in the 3 billionth meal of Akshaya Patra mid-day meal programme in Vrindavan today where he served food to children. Addressing a gathering at the event, PM Modi spoke at length about Centre's flagship initiatives like Mission Indradhanush and National Nutrition Mission. Stressing on cleanliness, the PM said, Swachhata is an important aspect of any child's health. Through the Swachh Bharat Abhiyan, we are ensuring cleaner and healthier environment fo rour children.

ବୃନ୍ଦାବନରେ 300ତମ ଖାଦ୍ୟଥାଳି ପରଷିଲେ ପ୍ରଧାନମନ୍ତ୍ରୀ

February 11th, 12:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବୃନ୍ଦାବନ ଗସ୍ତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ବୃନ୍ଦାବନର ଚନ୍ଦ୍ରୋଦୟ ମନ୍ଦିର ପରିସରରେ ଅକ୍ଷୟ ପାତ୍ର ଫାଉଣ୍ଡେସନର 300 କୋଟିତମ ଖାଦ୍ୟପାତ୍ରର ଏକ ଫଳକ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଦୁସ୍ଥ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଉଥିବା 300 କୋଟିତମ ଖାଦ୍ୟଥାଳି ପରିବେଷଣ କରିଛନ୍ତି । ଇସ୍କନ ଅନୁଷ୍ଠାନ ପରିସରରେ ଶ୍ରୀଲ ପ୍ରଭୁପାଦଙ୍କ ବିଗ୍ରହରେ ପ୍ରଧାନମନ୍ତ୍ରୀ ଏହି ଅବସରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।