ଜିସିଏମଏମ୍ଏଫ୍, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 22nd, 11:30 am
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 22nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 13th, 11:19 pm
ଆଜି ଆବୁ ଧାବିରେ ଆପଣମାନେ ଏକ ନୂତନ ଇତିହାସ ସୃଷ୍ଟି କରି ଦେଇଛନ୍ତି । ଆପଣମାନେ ସମସ୍ତେ ୟୁଏଇର କୋଣ ଅନୁକୋଣରୁ ଆସିଛନ୍ତି ଏବଂ ଭାରତର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଛନ୍ତି, କିନ୍ତୁ ଆପଣ ସମସ୍ତଙ୍କ ହୃଦୟ ଯୋଡି ହୋଇଛି । ଏହି ଐତିହାସିକ ଷ୍ଟାଡିୟମ୍ରେ ପ୍ରତିଟି ସ୍ପନ୍ଦନ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ! ପ୍ରତିଟି ନିଶ୍ୱାସ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ । ପ୍ରତିଟି ଧ୍ୱନୀ କହୁଛି ଭାରତ-ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ ! ହଁ... ଏହି କ୍ଷଣକୁ ବଂଚିଯିବାର ଅଛି... ମନ ଭରି ଅନୁଭବ କରିନେବାର ଅଛି । ଆଜି ସେହି ସ୍ମୃତିଗୁଡିକୁ ସାଉଁଟି ନେବାର ଅଛି, ଯାହା ସାରା ଜୀବନ ଆପଣଙ୍କ ସହ ରହିବାକୁ ଯାଉଛି । ଯେଉଁ ସ୍ମୃତି ସାରା ଜୀବନ ମୋ ସହିତ ମଧ୍ୟ ରହିବ ।ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -"ଅହଲାନ ମୋଦୀ"ରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 13th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ଥିବା ଭାରତୀୟ ସମ୍ପ୍ରଦାୟ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 'ଅହଲନ ମୋଦୀ'ରେ ୟୁଏଇରେ ଥିବା ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭ଟି ଏମିରେଟ୍ସରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ ଏବଂ ଏଥିରେ ସମସ୍ତ ସମ୍ପ୍ରଦାୟର ଭାରତୀୟମାନେ ସାମିଲ ହୋଇଥିଲେ। ଦର୍ଶକଙ୍କ ମଧ୍ୟରେ ଏମିରାଟିସ୍ ମଧ୍ୟ ସାମିଲ ଥିଲେ।ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
February 15th, 03:49 pm
ଦେଶର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଏବଂ ମାନନୀୟ କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ସମବାୟ ମନ୍ତ୍ରଣାଳୟ ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା, ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା, ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା ଏବଂ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତିକୁ ସୁଦୃଢ଼ କରିବାକୁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛି । ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ବିଭିନ୍ନ ଯୋଜନାରେ ସମନ୍ବୟ ଅଣାଯାଇ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୨ ଲକ୍ଷ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି ନାବାର୍ଡ, ଜାତୀୟ ଦୁଗ୍ଧ ଉତ୍ପାଦନ ବିକାଶ ବୋର୍ଡ (ଏନଡିଡିବି) ଏବଂ ଜାତୀୟ ମାଛ ଚାଷ ବିକାଶ ବୋର୍ଡ (ଏନଏଫଡିବି) କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବେ ।ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ସମ୍ମିଳନୀ ୨୦୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 12th, 11:01 am
ଉତ୍ତର ପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ପୁରୁଷୋତ୍ତମ ରୂପାଲା ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘର ଅଧ୍ୟକ୍ଷ ପି.ବ୍ରଜାଲେ ମହାଶୟ, ଆଇଡିଏଫର ମହାନିର୍ଦ୍ଦେଶିକା କ୍ୟାରୋଲନି ଏମଣ୍ଡ ମହାଶୟା, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!PM inaugurates International Dairy Federation World Dairy Summit 2022 in Greater Noida
September 12th, 11:00 am
PM Modi inaugurated International Dairy Federation World Dairy Summit. “The potential of the dairy sector not only gives impetus to the rural economy, but is also a major source of livelihood for crores of people across the world”, he said.Aatmanirbhar Bharat Abhiyan making women a contributor in nation’s development: PM
January 31st, 04:31 pm
Prime Minister Narendra Modi addressed 30th Foundation Day programme of National Commission for Women. Today the role of women in changing India is continuously expanding. Therefore, the expansion of the role of the National Commission for Women is also the need of the hour, said the PM.ଜାତୀୟ ମହିଳା ଆୟୋଗର ୩୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 31st, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାତୀୟ ମହିଳା ଆୟୋଗର ୩୦ତମ ପ୍ରତିଷ୍ଠା ଦିବସ ସମାରୋହରେ ଉଦବୋଧନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘ମହିଳା ପରିବର୍ତ୍ତନର ବାହକ’’ ରଖାଯାଇଥିଲା। ଭିନ୍ନ ଭିନ୍ନ କ୍ଷେତ୍ରରେ ମହିଳାମାନଙ୍କର ଉପଲବ୍ଧିକୁ ପାଳନ କରିବା ଏ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ବିଭିନ୍ନ ରାଜ୍ୟର ମହିଳା ଆୟୋଗ, ରାଜ୍ୟ ସରକାରମାନଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନ, ମହିଳା ଉଦ୍ୟୋଗୀ ଏବଂ ବ୍ୟବସାୟ ସଂଘର ପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଜୁବିନ ଇରାନୀ; ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଡକ୍ଟର ମୁଞ୍ଜପାରା ମହେନ୍ଦ୍ରଭାଇ କାଲୁଭାଇ, ଏବଂ ଶ୍ରୀମତୀ ଦର୍ଶନା ଜାର୍ଦ୍ଦୋଶ; ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ସୁଶ୍ରୀ ରେଖା ଶର୍ମା ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।Strengthening India's dairy sector is one of the top priorities of our government: PM Modi
December 23rd, 11:15 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.PM inaugurates and lays the foundation of multiple projects in Varanasi
December 23rd, 11:11 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂକ୍ରାନ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର
February 08th, 08:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ରାଜ୍ୟସଭାରେ ଉତ୍ତର
February 08th, 11:27 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।One has to keep up with the changing times and embrace global best practices: PM
December 15th, 02:40 pm
PM Modi unveiled various developmental projects in Gujarat. Speaking about the farm laws, PM Modi said, Farmers are being misled about the agriculture reforms. He pointed out that the agriculture reforms that have taken place is exactly what farmer bodies and even opposition parties have been asking over the years.PM unveils key projects in Gujarat
December 15th, 02:30 pm
Prime Minister Shri Narendra Modi today unveiled various developmental projects in Gujarat.These projects include a desalination plant, a hybrid renewable energy park, and a fully mated milk processing and packing plant. The Chief Minister of Gujarat was present on the occasion.ଡିସେମ୍ବର 15 ରେ କଚ୍ଛ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
December 13th, 06:47 pm
ଆସନ୍ତା ଡିସେମ୍ବର 15, 2020ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟ କଚ୍ଛ ଜିଲ୍ଲାର ଧୋର୍ଡୋ ଅଞ୍ଚଳ ଗସ୍ତ କରି ସେଠାରେ ରାଜ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରକଳ୍ପଗୁଡିକ ମଧ୍ୟରେ ଏକ ଡିସାଲିନେସନ କାରଖାନା, ଏକ ଉନ୍ନତ ଅକ୍ଷୟ ଶକ୍ତି ପାର୍କ ଏବଂ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ଦୁଗ୍ଧ ପ୍ରକ୍ରିୟାକରଣ ଏବଂ ପ୍ୟାକିଂ କାରଖାନା ଅନ୍ତର୍ଭୁକ୍ତ । ଏହି କାର୍ଯ୍ୟକ୍ରମରେ ଗୁଜରାଟ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ରଣ ଗସ୍ତ କରି ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବେ ।ବିହାରରେ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 21st, 12:13 pm
ବିହାରର ରାଜ୍ୟପାଳ ଶ୍ରୀ ଫାଗୁ ଚୌହାନ ମହୋଦୟ, ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନୀତିଶ କୁମାର ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବି ଶଙ୍କର ପ୍ରସାଦ ମହାଶୟ, ଶ୍ରୀ ବି.କେ ସିଂହ ମହାଶୟ, ଶ୍ରୀ ଆର.କେ ସିଂହ ମହାଶୟ, ବିହାରର ଉପ-ମୁଖ୍ୟମନ୍ତ୍ରୀ ଭାଇ ସୁଶୀଲ ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ବିହାରରେ 14 ହଜାର କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
September 21st, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 14 ହଜାର କୋଟି ଟଙ୍କା ବ୍ୟୟରେ ବିହାରର 9ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ଏହାଛଡା ରାଜ୍ୟର ସମସ୍ତ ଗ୍ରାମକୁ ଇଣ୍ଟରନେଟ ସେବା ଯୋଗାଇଦେବା ପାଇଁ ଅପ୍ଟିକାଲ ଫାଇବର ପଦ୍ଧତିର ମଧ୍ୟ ଉଦ୍ଘାଟନ କରିଛନ୍ତି ।ମଥୁରାରେ ଜାତୀୟ ପ୍ରାଣୀ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 11th, 01:01 pm
ଭଗବାନ ଶ୍ରୀକୃଷ୍ଣ ଓ ତାଙ୍କ ଆହ୍ଲାଦିନୀ ଶକ୍ତି ଶ୍ରୀରାଧାଙ୍କ ଜନ୍ମର ସାକ୍ଷୀ ପବିତ୍ର ବ୍ରଜଭୂମିର ପବିତ୍ର ମାଟିକୁ ପ୍ରଣାମ କରୁଛି । ଏଠାକୁ ଆସିଥିବା ସମସ୍ତ ବ୍ରଜବାସୀଙ୍କୁ ମୋର ରାଧେ ରାଧେ ।ଜାତୀୟ ପଶୁ ରୋଗ ନିୟନ୍ତ୍ରଣ ଓ କୃତ୍ରିମ ଗର୍ଭଧାରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
September 11th, 01:00 pm
ଦେଶରେ ପଶୁସମ୍ପଦଙ୍କ ମଧ୍ୟରେ ପାଦ ଓ ମୁଖ ରୋଗ (ଏଫଏମଡି) ଓ ବ୍ରୁସେଲୋସିସ ଦୂରୀକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଥୁରାଠାରେ ଜାତୀୟ ପଶୁ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ (ଏନଏସିଡିପି)ର ଶୁଭାରମ୍ଭ କରିଛନ୍ତି ।