India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh
April 11th, 10:49 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.ଗୁଜରାଟର ନବସାରୀରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।
March 08th, 11:50 am
ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ନବସାରୀସାଂସଦ ତଥା କେନ୍ଦ୍ର ସରକାରଙ୍କ ମୋର ସହକର୍ମୀ, କେନ୍ଦ୍ରମନ୍ତ୍ରୀ ଭାଇ ସିଆର ପାଟିଲ, ମଞ୍ଚରେ ଉପସ୍ଥିତ ଥିବା ପଞ୍ଚାୟତର ସଦସ୍ୟ ଏବଂ ଲକ୍ଷପତି ଦିଦିମାନେ , ଅନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟକ ଉପସ୍ଥିତ ଥିବା ଲୋକଙ୍କୁ, ବିଶେଷକରି ମୋ ମାଆ, ଭଉଣୀ ଏବଂ ଝିଅମାନଙ୍କୁ ଅଭିନନ୍ଦନ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ନବସାରୀରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି
March 08th, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ନବସାରୀ ଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ ବହୁ ସଂଖ୍ୟାରେ ଯୋଗ ଦେଇଥିବା ମା', ଭଉଣୀ ଓ ଝିଅଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ କୃତଜ୍ଞତା ଜ୍ଞାପନ କରିବା ସହ ଏହି ସ୍ୱତନ୍ତ୍ର ଦିବସରେ ଦେଶର ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ମହାକୁମ୍ଭରେ ତାଙ୍କୁ ମା' ଗଙ୍ଗା ଆଶୀର୍ବାଦ ଦେଇଥିବା ବେଳେ ଆଜି ମାତୃଶକ୍ତିର ମହାକୁମ୍ଭରେ ତାଙ୍କୁ ଆଶୀର୍ବାଦ ମିଳିଛି। ପ୍ରଧାନମନ୍ତ୍ରୀ ଆଜି ଗୁଜରାଟରେ ଦୁଇଟି ଯୋଜନା, ଜି - ସଫଲ (ଗୁଜରାଟ ସ୍କିମ୍ ଫର୍ ଅନ୍ତୋଦୟ ଫାମିଲିଜ୍ ଫର୍ ଅଗମେଣ୍ଟିଂ ଲାଇଭଲିହୁଡ୍) ଏବଂ ଜି - ମୈତ୍ରୀ (ଗୁଜରାଟ ମେଣ୍ଟରସିପ୍ ଆଣ୍ଡ୍ ଆକ୍ସିଲରେସନ୍ ଅଫ୍ ଇଣ୍ଡିଭିଜୁଆଲ୍ ଫର ଟ୍ରାନ୍ସଫର୍ମିଂ ରୁରାଲ ଇନକମ୍) ଶୁଭାରମ୍ଭ ଉପରେ ଆଲୋକପାତ କରିଥିଲେ । ବିଭିନ୍ନ ଯୋଜନାର ଅର୍ଥ ସିଧାସଳଖ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି ବୋଲି ଉଲ୍ଲେଖ କରିବା ସହ ଏହି ସଫଳତା ପାଇଁ ସେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।ଜିସିଏମଏମ୍ଏଫ୍, ଅମୁଲ ଫେଡେରେସନର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 22nd, 11:30 am
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ପୁରୁଷୋତ୍ତମ ରୁପାଲା ଜୀ, ସଂସଦରେ ମୋର ସହକର୍ମୀ ସି ଆର ପାଟିଲ, ଅମୁଲର ଅଧ୍ୟକ୍ଷ ଶ୍ରୀ ଶ୍ୟାମଲ ଭାଇ ଏବଂ ଏତେ ସଂଖ୍ୟାରେ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ!ଗୁଜରାଟର ଅହମ୍ମଦାବାଦଠାରେ ଗୁଜୁରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 22nd, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦର ମୋତେରାସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ସମବାୟ ଦୁଗ୍ଧ ବିପଣନ ମହାସଂଘ (ଜିସିଏମ୍ଏମ୍ଏଫ୍)ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଦେଖିବା ସହ ସୁବର୍ଣ୍ଣ ଜୟନ୍ତୀ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଛନ୍ତି। ଜିସିଏମଏମଏଫ ସମବାୟ ସମିତିର ସ୍ଥିରତା, ସେମାନଙ୍କର ଉଦ୍ୟୋଗୀ ମନୋଭାବ ଏବଂ କୃଷକମାନଙ୍କର ଦୃଢ଼ ସଂକଳ୍ପର ଏକ ପ୍ରମାଣ, ଯାହା ଅମୁଲକୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦୁଗ୍ଧ ବ୍ରାଣ୍ଡରେ ପରିଣତ କରିଛି ।ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 13th, 11:19 pm
ଆଜି ଆବୁ ଧାବିରେ ଆପଣମାନେ ଏକ ନୂତନ ଇତିହାସ ସୃଷ୍ଟି କରି ଦେଇଛନ୍ତି । ଆପଣମାନେ ସମସ୍ତେ ୟୁଏଇର କୋଣ ଅନୁକୋଣରୁ ଆସିଛନ୍ତି ଏବଂ ଭାରତର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଛନ୍ତି, କିନ୍ତୁ ଆପଣ ସମସ୍ତଙ୍କ ହୃଦୟ ଯୋଡି ହୋଇଛି । ଏହି ଐତିହାସିକ ଷ୍ଟାଡିୟମ୍ରେ ପ୍ରତିଟି ସ୍ପନ୍ଦନ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ! ପ୍ରତିଟି ନିଶ୍ୱାସ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ । ପ୍ରତିଟି ଧ୍ୱନୀ କହୁଛି ଭାରତ-ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ ! ହଁ... ଏହି କ୍ଷଣକୁ ବଂଚିଯିବାର ଅଛି... ମନ ଭରି ଅନୁଭବ କରିନେବାର ଅଛି । ଆଜି ସେହି ସ୍ମୃତିଗୁଡିକୁ ସାଉଁଟି ନେବାର ଅଛି, ଯାହା ସାରା ଜୀବନ ଆପଣଙ୍କ ସହ ରହିବାକୁ ଯାଉଛି । ଯେଉଁ ସ୍ମୃତି ସାରା ଜୀବନ ମୋ ସହିତ ମଧ୍ୟ ରହିବ ।ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -"ଅହଲାନ ମୋଦୀ"ରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 13th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ଥିବା ଭାରତୀୟ ସମ୍ପ୍ରଦାୟ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 'ଅହଲନ ମୋଦୀ'ରେ ୟୁଏଇରେ ଥିବା ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭ଟି ଏମିରେଟ୍ସରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ ଏବଂ ଏଥିରେ ସମସ୍ତ ସମ୍ପ୍ରଦାୟର ଭାରତୀୟମାନେ ସାମିଲ ହୋଇଥିଲେ। ଦର୍ଶକଙ୍କ ମଧ୍ୟରେ ଏମିରାଟିସ୍ ମଧ୍ୟ ସାମିଲ ଥିଲେ।ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
February 15th, 03:49 pm
ଦେଶର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଏବଂ ମାନନୀୟ କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ସମବାୟ ମନ୍ତ୍ରଣାଳୟ ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା, ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା, ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା ଏବଂ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତିକୁ ସୁଦୃଢ଼ କରିବାକୁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛି । ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ବିଭିନ୍ନ ଯୋଜନାରେ ସମନ୍ବୟ ଅଣାଯାଇ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୨ ଲକ୍ଷ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି ନାବାର୍ଡ, ଜାତୀୟ ଦୁଗ୍ଧ ଉତ୍ପାଦନ ବିକାଶ ବୋର୍ଡ (ଏନଡିଡିବି) ଏବଂ ଜାତୀୟ ମାଛ ଚାଷ ବିକାଶ ବୋର୍ଡ (ଏନଏଫଡିବି) କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବେ ।ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘ ବିଶ୍ୱ ଡାଏରୀ ଶିଖର ସମ୍ମିଳନୀ ୨୦୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 12th, 11:01 am
ଉତ୍ତର ପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ପୁରୁଷୋତ୍ତମ ରୂପାଲା ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ଅନ୍ତରାଷ୍ଟ୍ରୀୟ ଦୁଗ୍ଧ ମହାସଂଘର ଅଧ୍ୟକ୍ଷ ପି.ବ୍ରଜାଲେ ମହାଶୟ, ଆଇଡିଏଫର ମହାନିର୍ଦ୍ଦେଶିକା କ୍ୟାରୋଲନି ଏମଣ୍ଡ ମହାଶୟା, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!PM inaugurates International Dairy Federation World Dairy Summit 2022 in Greater Noida
September 12th, 11:00 am
PM Modi inaugurated International Dairy Federation World Dairy Summit. “The potential of the dairy sector not only gives impetus to the rural economy, but is also a major source of livelihood for crores of people across the world”, he said.Aatmanirbhar Bharat Abhiyan making women a contributor in nation’s development: PM
January 31st, 04:31 pm
Prime Minister Narendra Modi addressed 30th Foundation Day programme of National Commission for Women. Today the role of women in changing India is continuously expanding. Therefore, the expansion of the role of the National Commission for Women is also the need of the hour, said the PM.ଜାତୀୟ ମହିଳା ଆୟୋଗର ୩୦ତମ ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 31st, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାତୀୟ ମହିଳା ଆୟୋଗର ୩୦ତମ ପ୍ରତିଷ୍ଠା ଦିବସ ସମାରୋହରେ ଉଦବୋଧନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘ମହିଳା ପରିବର୍ତ୍ତନର ବାହକ’’ ରଖାଯାଇଥିଲା। ଭିନ୍ନ ଭିନ୍ନ କ୍ଷେତ୍ରରେ ମହିଳାମାନଙ୍କର ଉପଲବ୍ଧିକୁ ପାଳନ କରିବା ଏ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ବିଭିନ୍ନ ରାଜ୍ୟର ମହିଳା ଆୟୋଗ, ରାଜ୍ୟ ସରକାରମାନଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ସଂଗଠନ, ମହିଳା ଉଦ୍ୟୋଗୀ ଏବଂ ବ୍ୟବସାୟ ସଂଘର ପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଶ୍ରୀମତୀ ସ୍ମୃତି ଜୁବିନ ଇରାନୀ; ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଡକ୍ଟର ମୁଞ୍ଜପାରା ମହେନ୍ଦ୍ରଭାଇ କାଲୁଭାଇ, ଏବଂ ଶ୍ରୀମତୀ ଦର୍ଶନା ଜାର୍ଦ୍ଦୋଶ; ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ସୁଶ୍ରୀ ରେଖା ଶର୍ମା ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।Strengthening India's dairy sector is one of the top priorities of our government: PM Modi
December 23rd, 11:15 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.PM inaugurates and lays the foundation of multiple projects in Varanasi
December 23rd, 11:11 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂକ୍ରାନ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର
February 08th, 08:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।