୨୦୨୫-୨୬ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ
October 16th, 03:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ୨୦୨୫-୨୬ ବିପଣନ ଋତୁ ପାଇଁ ରବି ଫସଲ ଲାଗି ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି।୨୦୨୪-୨୫ ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି
June 19th, 09:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।Cabinet approves Minimum Support Price for Copra for 2024 season
December 27th, 03:38 pm
The Cabinet Committee on Economic Affairs chaired by the PM Modi, has given its approval for the Minimum Support Prices for copra for 2024 season. In order to provide remunerative prices to the cultivators, the government had announced in the Union Budget of 2018-19, that MSPs of all the mandated crops will be fixed at a level of at least 1.5 times of all India weighted cost of production.ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ନେସନାଲ ଷ୍ଟାଡିୟମରେ ‘ଆଦି ମହୋତ୍ସବ’ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 16th, 10:31 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଅର୍ଜୁନ ମୁଣ୍ଡା ମହାଶୟ, ଫଗନ ସିଂହ କୁଲସ୍ତେ ମହାଶୟ, ଶ୍ରୀମତୀ ରେଣୁକା ସିଂହ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟା, ବିଶ୍ୱେଶ୍ୱର ଟୁଡୁ ମହାଶୟ, ଅନ୍ୟ ମହାନୁଭବ, ଏବଂ ଦେଶର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା ମୋର ଆଦିବାସୀ ଭାଇ ଓ ଭଉଣୀମାନେ ! ଆପଣ ସମସ୍ତଙ୍କୁ ଆଦି ମହୋତ୍ସବର ବହୁତ-ବହୁତ ଶୁଭକାମନା ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଦି ମହୋତ୍ସବ ଉଦଘାଟିତ
February 16th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୬.୦୨.୨୦୨୩) ବୃହତ ଜାତୀୟ ଜନଜାତି ମହୋତ୍ସବ ‘ଆଦି ମହୋତ୍ସବ’କୁ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଉଦଘାଟନ କରିଛନ୍ତି । ଜାତୀୟ ମଞ୍ଚରେ ଆଦିବାସୀ ସଂସ୍କୃତିର ପ୍ରଦର୍ଶନ ସହ ଏହାର ସଂସ୍କୃତି, ଚାରୁକଳା, ପାକ ପ୍ରସ୍ତୁତି ବାଣିଜ୍ୟ ଓ ପାରମ୍ପରିକ କଳା ସମ୍ପର୍କରେ ପ୍ରଚାର ପ୍ରସାର ହେଉଛି ‘ଆଦି ମହୋତ୍ସବ’ର ଲକ୍ଷ୍ୟ । ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅନ୍ତର୍ଗତ ଆଦିବାସୀ ସମବାୟ ବିପ୍ପଣନ ବିକାଶ ମହାସଂଘ ଲିମିଟେଡ ପକ୍ଷରୁ ଏହ ପ୍ରତିବର୍ଷ ଆୟୋଜିତ ହେଉଛି ।Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
August 03rd, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ମତବିନିମୟ
August 03rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।2021-22 ପାଇଁ ଖରିଫ ଫସଲର ନ୍ୟୂନତମ ସହାୟକ ମୂଲ୍ୟ(ଏମଏସପି)କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ
June 09th, 07:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ଆର୍ଥିକ ବ୍ୟାପାର କମିଟି 2021-22 ବଜାର ଋତୁ ପାଇଁ ବନ୍ଧିତ ଖରିଫ ଫସଲର ନ୍ୟୂନତମ ସହାୟକ ମୂଲ୍ୟ (ଏମଏସପି)ର ଅନୁମୋଦନ କରିଛନ୍ତି । ଚାଷୀଙ୍କୁ ସେମାନଙ୍କ ଉତ୍ପାଦିତ ସାମଗ୍ରୀର ଲାଭଜନକ ମୂଲ୍ୟ ସୁନିଶ୍ଚିତ କରିବା ନିମନ୍ତେ ସରକାର 2021-22 ବଜାର ଋତୁ ପାଇଁ ଖରିଫ ଶସ୍ୟର ନ୍ୟୂନତମ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି ।Time has come for Brand India to establish itself in the agricultural markets of the world: PM Modi
December 25th, 12:58 pm
PM Narendra Modi released the next instalment of financial benefit under PM-KISAN Samman Nidhi through video conference. He added ever since this scheme started, more than 1 lakh 10 thousand crore rupees have reached the account of farmers.PM releases next instalment of financial benefit under PM Kisan Samman Nidhi
December 25th, 12:54 pm
PM Narendra Modi released the next instalment of financial benefit under PM-KISAN Samman Nidhi through video conference. He added ever since this scheme started, more than 1 lakh 10 thousand crore rupees have reached the account of farmers.Once farmers of India become strong & their incomes increase, the mission against malnutrition will also garner strength: PM Modi
October 16th, 11:01 am
PM Modi released a commemorative coin of Rs 75 denomination, as a testament to India’s long-standing relationship with FAO. The PM also dedicated to the nation 17 newly developed biofortified varieties of 8 crops. PM Modi spoke at length about India’s commitment to ensuring Food Security Act translated into practice during coronavirus, emphasised the importance of MSP and government purchase for ensuring food security.PM Modi releases commemorative coin to mark 75th anniversary of Food and Agriculture Organisation
October 16th, 11:00 am
PM Modi released a commemorative coin of Rs 75 denomination, as a testament to India’s long-standing relationship with FAO. The PM also dedicated to the nation 17 newly developed biofortified varieties of 8 crops. PM Modi spoke at length about India’s commitment to ensuring Food Security Act translated into practice during coronavirus, emphasised the importance of MSP and government purchase for ensuring food security.2021-22 ମାର୍କେଟିଂ ଋତୁ ପାଇଁ ରବି ଫସଲ ପାଇଁ ସର୍ବନିମ୍ନ ସମର୍ଥନ ମୂଲ୍ୟ (ଏମଏସପି) କୁ କ୍ୟାବିନେଟ ଅନୁମୋଦନ କରିଛନ୍ତି
September 21st, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ 2021-22 ମାର୍କେଟିଂ ଋତୁ ପାଇଁ ସମସ୍ତ ବାଧ୍ୟତାମୂଳକ ରବି ଫସଲ ପାଇଁ ସର୍ବନିମ୍ନ ସମର୍ଥନ ମୂଲ୍ୟ (ଏମଏସପି) ବୃଦ୍ଧିକୁ ମଞ୍ଜୁରି ମିଳିଛି । ଏମଏସପିରେ ଏହି ବୃଦ୍ଧି ସ୍ୱାମୀନାଥନ ଆୟୋଗର ସୁପାରିଶ ଅନୁଯାୟୀ ହୋଇଛି।Address by the President of India Shri Ram Nath Kovind to the joint sitting of Two Houses of Parliament
January 31st, 01:59 pm
In his remarks ahead of the Budget Session of Parliament, PM Modi said, Let this session focus upon maximum possible economic issues and the way by which India can take advantage of the global economic scenario.Congress has given a free pass to hooligans and anti-social elements: PM Modi
May 12th, 04:42 pm
At a rally in Indore, PM Modi alleged that the Congress has given a free pass to hooligans and anti-social elements. He said it is due to Congress’ mis-governance that crime is rapidly increasing in Madhya Pradesh.With our mantra of ‘Sabka Saath, Sabka Vikas’ we continuously worked towards enhancing the quality of life of our citizens: PM Modi
May 12th, 04:36 pm
Addressing a rally in Khnadwa, PM Modi said, “With our mantra of ‘Sabka Saath, Sabka Vikas’ we continuously worked towards enhancing the quality of life of our citizens. While we have served the people of this country tirelessly, the ‘Mahamilawati’ leaders have nothing but their falsehood campaigns to rely on.”PM Modi addresses rallies in Khandwa and Indore in Madhya Pradesh
May 12th, 04:35 pm
Prime Minister Narendra Modi addressed two massive public rallies in the parliamentary constituencies of Khandwa and Indore in Madhya Pradesh this evening. The rallies saw PM Modi talk about numerous problems faced by the people in M.P. under the Congress government as well as a host of other national issues.ସୂକ୍ଷ୍ମ, ଲଘୁ, ମଧ୍ୟମ ଉଦ୍ୟୋଗ ପାଇଁ ଐତିହାସିକ ସହାୟତା ଓ ସଂପର୍କ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
November 02nd, 05:51 pm
ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଅରୁଣ ଜେଟଲୀ ମହାଶୟ, ଗିରିରାଜ ସିଂହ ମହାଶୟ, ଶିବ ପ୍ରସାଦ ଶୁକ୍ଳ ମହାଶୟ, ପୋଣ ରାଧାକୃଷ୍ଣନ ମହାଶୟ, ଅନ୍ୟାନ୍ୟ ସହଯୋଗୀଗଣ, ବ୍ୟାଙ୍କିଙ୍ଗ କ୍ଷେତ୍ରରୁ, ଆର୍ଥିକ ସଂସ୍ଥାନମାନଙ୍କରୁ, ବ୍ୟବସାୟ ଏବଂ କାରବାର ଜଗତର ଆପଣମାନେ ସମସ୍ତ ମହାନୁଭବଗଣ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବଗଣ ଏବଂ ସମଗ୍ର ଦେଶରୁ ମୋ ସହିତ ଜଡ଼ିତ ଲଘୁ ଉଦ୍ୟମୀଗଣ, ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳାଗଣ!