Prime Minister Narendra Modi meets with Prime Minister of Lao PDR

October 11th, 12:32 pm

Prime Minister Narendra Modi held bilateral talks with Prime Minister of Lao PDR H.E. Mr. Sonexay Siphandone in Vientiane. They discussed various areas of bilateral cooperation such as development partnership, capacity building, disaster management, renewable energy, heritage restoration, economic ties, defence collaboration, and people-to-people ties.

କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମ”କୁ କ୍ୟାବିନେଟ୍ ମଞ୍ଜୁରି

February 15th, 03:51 pm

ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମକୁ” (ଭିଭିପି)କୁ ମଞ୍ଜୁରି ମିଳିଛି । ଏହି ଯୋଜନା ପାଇଁ ୪୮୦୦ କୋଟି ଟଙ୍କା ଆବଣ୍ଟନ କରାଯାଇଛି ଏବଂ ଏହାକୁ ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୫-୨୬ ଆର୍ଥିକ ବର୍ଷ ମଧ୍ୟରେ କାର୍ଯ୍ୟକାରୀ କରାଯିବ।

ସାର୍ବଜନୀନ ପ୍ରସାରଣ ସେବା ନିମନ୍ତେ ବ୍ୟାପକ ପ୍ରୋତ୍ସାହନ

January 04th, 04:22 pm

ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ଏକ କେନ୍ଦ୍ରୀୟ କ୍ଷେତ୍ରର ଯୋଜନା ଭାବେ ‘ପ୍ରସାରଣ ଭିତ୍ତିଭୂମି ଓ ନେଟୱର୍କ ବିକାଶ (ବ୍ରଡକାଷ୍ଟିଂ ଇନଫ୍ରାଷ୍ଟ୍ରକ୍ଚର ଏଣ୍ଡ ଟେନୱର୍କ ଡେଭଲପମେଣ୍ଟ-ବିଆଇଏନଡି)’କୁ ଅନୁମୋଦନ କରିଛି। ଏ ସଂକ୍ରାନ୍ତରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରସାର ଭାରତୀ- ଅର୍ଥାତ୍‌ ଅଲ ଇଣ୍ଡିଆ ରେଡିଓ (ଏଆଇଆର) ଏବଂ ଦୂରଦର୍ଶନ (ଡିଡି) ପାଇଁ ଭିତ୍ତିଭୂମି ବିକାଶ କରାଯିବ। ଯୋଜନାରେ ମୋଟ୍‌ ୨୫୩୯.୬୧ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରସାର ଭାରତୀର ପ୍ରସାରଣ ଭିତ୍ତିଭୂମି ସମ୍ପ୍ରସାରଣ ଓ ଉନ୍ନତିକରଣ, ବିଷୟବସ୍ତୁ ବିକାଶ ଓ ସଂଗଠନର ସିଭିଲ କାର୍ଯ୍ୟ ଆଦି ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବା ଲାଗି ମନ୍ତ୍ରଣାଳୟ ଦ୍ବାରା ବ୍ରଡକାଷ୍ଟିଂ ଇନଫ୍ରାଷ୍ଟ୍ରକ୍ଚର ଏଣ୍ଡ ଟେନୱର୍କ ଡେଭଲପମେଣ୍ଟ (ବିଆଇଏନଡି) ଯୋଜନାର ପରିକଳ୍ପନା କରାଯାଇଛି।

ସରକାରୀ ଓ ଘରୋଇ ଭାଗିଦାରୀତା ମଡେଲରେ ୧୬ଟି ରାଜ୍ୟରେ ଭାରତ ନେଟ୍ ତ୍ୱରାନ୍ୱିତ କରିବାକୁ କ୍ୟାବିନେଟର ମଞ୍ଜୁରି

June 30th, 07:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୬ଟି ରାଜ୍ୟ ନିମନ୍ତେ ସଂଶୋଧିତ ଭାରତ ନେଟ୍ କାର୍ଯ୍ୟକାରୀ କରିବାକୁ ରଣନୀତି ଅନୁମୋଦିତ ହୋଇଛି । ଏହା ସରକାରୀ ଓ ଘରୋଇ ଭାଗିଦାରୀତାରେ କାର୍ଯ୍ୟକାରୀ କରାଯିବ । ଏହି ସବୁ ରାଜ୍ୟର ଗ୍ରାମପଞ୍ଚାୟତ ବାହାରେ ମଧ୍ୟ ଅନ୍ୟାନ୍ୟ ଜନବସତିପୂର୍ଣ୍ଣ ଗ୍ରାମକୁ ଭାରତ ନେଟ୍ ସମ୍ପ୍ରସାରିତ ହେବ । ଏହି ସଂଶୋଧିତ ରଣନୀତିରେ ଉନ୍ନୀତକରଣ, ନିର୍ମାଣ, କାର୍ଯ୍ୟକାରିତା, ରକ୍ଷଣାବେକ୍ଷଣର କାର୍ଯ୍ୟ ପ୍ରତିଯୋଗିତାମୂଳକ ଆର୍ନ୍ତଜାତିକ ନିଲାମଦ୍ୱାରା ବଛାଯାଉଥିବା ଏହାର ଭାରପ୍ରାପ୍ତ ସଂସ୍ଥାର ମଧ୍ୟ ବ୍ୟବସ୍ଥା ରଖାଯାଇଛି । ଏଥିପାଇଁ ଆକଳିକ ସର୍ବାଧିକ ପିପିପି ମଡେଲ ପାଣ୍ଠି ୧୯, ୦୪୧ କୋଟି ଟଙ୍କା ରଖାଯାଇଛି ।

ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 2, 2018

July 02nd, 07:34 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 30, 2018

June 30th, 07:10 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 29, 2018

June 29th, 07:24 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 22, 2018

June 22nd, 07:23 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଦେଶର 600 ଜିଲ୍ଲାର ଚାଷୀଙ୍କ ସହ ବାର୍ତ୍ତାଳାପ କଲେ ପ୍ରଧାନମନ୍ତ୍ରୀ

June 20th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ଦେଶର ବିଭିନ୍ନ ସ୍ଥାନରେ ଥିବା ଚାଷୀମାନଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏଥିଲାଗି 2 ଲକ୍ଷ ଜନସେବା କେନ୍ଦ୍ର ଏବଂ 600 କୃଷି ବିଜ୍ଞାନ କେନ୍ଦ୍ରକୁ ଉପଗ୍ରହ ଭିଡିଓ ଲିଙ୍କ ଜରିଆରେ ସଂଯୁକ୍ତ କରାଯାଇଥିଲା । ଶହ ଶହ ସଂଖ୍ୟାରେ ଚାଷୀମାନେ ଏହିସବୁ କେନ୍ଦ୍ରରେ ବସି ପ୍ରଧାନମନ୍ତ୍ରୀଙ୍କ ସହ ନିଜର ଅନୁଭୂତି ବାଣ୍ଟିବା ସହ କୃଷି ସମ୍ବନ୍ଧିତ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅନେକ ପ୍ରସ୍ତାବ ଦେଇଥିଲେ । ଦେଶର ଜନସାଧାରଣ ତଥା ବିଭିନ୍ନ କେନ୍ଦ୍ରୀୟ ଯୋଜନାର ହିତାଧିକାରୀମାନଙ୍କ ସହ ଏହା ପ୍ରଧାନମନ୍ତ୍ରୀଙ୍କ ସପ୍ତମ ପ୍ରତ୍ୟକ୍ଷ ବାର୍ତ୍ତାଳାପ ।

ଦେଶବ୍ୟାପୀ କୃଷକଙ୍କ ସହ ମତବିନିମୟ କାଳରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ(20.06.2018)

June 20th, 11:00 am

ମୋ ପାଇଁ ଖୁସିର କଥା ହେଉଛି କି ଆଜି ମୋତେ ସାରା ଦେଶର 600 ଜିଲ୍ଲାର କୃଷି ବିଜ୍ଞାନ କେନ୍ଦ୍ର, କେ.ବି.କେ ଏବଂ ଦେଶର ବିଭିନ୍ନ ଭାଗରେ ଥିବା 2 ଲକ୍ଷ ସାଧାରଣ ଜନସେବା କେନ୍ଦ୍ରରେ ଆମର ଯେଉଁ କୃଷକ ଭାଇ-ଭଉଣୀମାନେ ଉପସ୍ଥିତ ଅଛନ୍ତି, ଯେଉଁମାନେ ଆଜି ଆମ ସହିତ ଯୋଡି ହୋଇଛନ୍ତି, ସେମାନଙ୍କଠାରୁ ସେମାନଙ୍କ ଅନୁଭବ ଜାଣିବାର, ସେମାନଙ୍କର କଥା ସିଧାସଳଖ ଶୁଣିବାର ଏକ ଦୁର୍ଲଭ ସୁଯୋଗ ଆଜି ମୋତେ ପ୍ରାପ୍ତ ହୋଇଛି ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 17, 2018

June 17th, 07:50 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 16, 2018

June 16th, 07:45 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଦେଶବ୍ୟାପୀ ବିଭିନ୍ନ ଡିଜିଟାଲ ଇଣ୍ଡିଆ ଯୋଜନାର ହିତାଧିକାରୀଙ୍କ ସହିତ ଭିଡ଼ିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

June 15th, 10:56 am

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ ଜରିଆରେ ସାରା ଦେଶରେ ଥିବା ବିଭିନ୍ନ ଡିଜିଟାଲ ଇଣ୍ଡିଆ ଅଭିଯାନ ଯୋଜନାଗୁଡ଼ିକର ହିତାଧିକାରୀମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି । ଭିଡିଓ ବ୍ରିଜ ଜରିଆରେ ଜନସେବା କେନ୍ଦ୍ର, ଏନଆଇସି କେନ୍ଦ୍ର, ଜାତୀୟ ନଲେଜ ନେଟୱାର୍କ, ବିପିଓ, ମୋବାଇଲ ଉତ୍ପାଦକ ୟୁନିଟ ଏବଂ ମାଇଗଭ ସ୍ୱେଚ୍ଛାସେବୀ ଆଦିର 50 ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହିତ ଭିଡିଓ ବ୍ରିଜ ଜରିଆରେ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ଷଷ୍ଠ ବାର୍ତ୍ତାଳାପ ।

ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ମତବିନିମୟ ବେଳେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 15th, 10:56 am

ବିଗତ କିଛି ଦିନ ହେବ ମୋତେ ସରକାରଙ୍କର ବିଭିନ୍ନ ଯୋଜନା ଅଧୀନରେ ସମଗ୍ର ଦେଶରେ ଯେଉଁ ହିତାଧିକାରୀ ଅଛନ୍ତି ସେମାନଙ୍କ ସହିତ ସାକ୍ଷାତ କରିବା, କଥାବାର୍ତ୍ତା ହେବା, ସେମାନଙ୍କୁ ଶୁଣିବାର ସୁଯୋଗ ମିଳିଲା, ଆଉ ମୁଁ କହିପାରୁଛି କି ଏହା ମୋ ପାଇଁ ହେଉଛି ଏକ ଅଦ୍ଭୁତ ଅନୁଭବ । ଆଉ ମୁଁ ସବୁବେଳେ ଏହିଭଳି ସାହସ ପାଇଁ ଆଗ୍ରହୀ । କାରଣ ଫାଇଲର ବାହାରେ ମଧ୍ୟ ଜୀବନ ରହିଛି । ଆଉ ଜୀବନରେ ଯେଉଁ ପରିବର୍ତ୍ତନ ଆସିଛି । ଯେତେବେଳେ ତାହାକୁ ସିଧାସଳଖ ଲୋକମାନଙ୍କଠାରୁ ଶୁଣିଲି । ସେମାନଙ୍କର ଅନୁଭବକୁ ଜାଣିଲି ତ ମନକୁ ଏକ ବହୁତ ଆତ୍ମସନ୍ତୋଷ ମିଳୁଛି । ଆଉ କାମ କରିବାର ଏକ ନୂତନ ଉର୍ଜ୍ଜା ମଧ୍ୟ ମୋତେ ଆପଣମାନଙ୍କଠାରୁ ମିଳିଛି । ଆଜି ଡିଜିଟାଲ ଇଣ୍ଡିଆର କିଛି ଯୋଜନାର ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା କରିବାର ସୁଯୋଗ ମୋତେ ମିଳିଛି ।

ସୋସିଆଲ ମିଡିଆ କର୍ଣ୍ଣର ଜୁନ 4, 2018

June 04th, 07:36 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

Social Media Corner 3rd June 2018

June 03rd, 08:35 pm

Your daily dose of governance updates from Social Media. Your tweets on governance get featured here daily. Keep reading and sharing!

ସୋସିଆଲ ମିଡିଆ କର୍ଣ୍ଣର ଜୁନ 2, 2018

June 02nd, 07:30 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ମେ 4, 2018

May 04th, 07:40 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 10, 2018

February 10th, 08:18 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 5, 2017

December 05th, 07:14 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।