ପ୍ରଧାନମନ୍ତ୍ରୀ ଡିସେମ୍ବର ୩୦ ତାରିଖରେ ଉତ୍ତରାଖଣ୍ଡ ଗସ୍ତରେ ଯିବେ ଏବଂ ୧୭୫୦୦ କୋଟିରୁ ଅଧିକ ମୂଲ୍ୟର ୨୩ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍ଘାଟନ କରିବେ
December 28th, 10:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୦ ଡିସେମ୍ବର ୨୦୨୧ ରେ ଉତ୍ତରାଖଣ୍ଡର ହଲଦୱାନୀ ଗସ୍ତ କରିବେ । ସେ ୧୭୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୨୩ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍ଘାଟନ କରିବେ । ୨୩ ଟି ପ୍ରକଳ୍ପ ମଧ୍ୟରେ ୧୪୧୦୦ କୋଟିରୁ ଅଧିକ ମୂଲ୍ୟର ୧୭ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ରାଜ୍ୟରେ ଜଳସେଚନ, ସଡକ, ଗୃହ, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଶିଳ୍ପ, ପରିମଳ, ପାନୀୟ ଜଳ ଯୋଗାଣ ସମେତ ଅନ୍ୟାନ୍ୟ କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରେ । ଏହି କାର୍ଯ୍ୟକ୍ରମରେ ୬ଟି ପ୍ରକଳ୍ପର ଉଦ୍ଘାଟନ ହେବ ଯେଉଁଥିରେ ଏକାଧିକ ସଡକ ପ୍ରଶସ୍ତିକରଣ ପ୍ରକଳ୍ପ, ପିଥୋରାଗଡରେ ଏକ ଜଳ ବିଦ୍ୟୁତ୍ ପ୍ରକଳ୍ପ ଏବଂ ନୈନିତାଲରେ ସ୍ୱେରେଜ୍ ବ୍ୟବସ୍ଥାର ଉନ୍ନତି ଆଦି ରହିଛି । ଉଦଘାଟିତ ହେବାକୁ ଥିବା ପ୍ରକଳ୍ପଗୁଡ଼ିକର ସମୁଦାୟ ମୂଲ୍ୟ ୩୪୦୦ କୋଟିରୁ ଅଧିକ ଅଟେ ।Strengthening India's dairy sector is one of the top priorities of our government: PM Modi
December 23rd, 11:15 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.PM inaugurates and lays the foundation of multiple projects in Varanasi
December 23rd, 11:11 am
Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.ପ୍ରଧାନମନ୍ତ୍ରୀ ଡିସେମ୍ବର ୨୩ ତାରିଖରେ ବାରାଣାସୀରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ
December 21st, 07:41 pm
ପ୍ରଧାନମନ୍ତ୍ରୀ ତାଙ୍କ ର୍ନିବାଚନମଣ୍ଡଳୀ ବାରାଣାସୀର ବିକାଶ ତଥା ଅର୍ତନୈତିକ ପ୍ରଗତି ପାଇଁ ନିରନ୍ତର ଭାବେ କାର୍ଯ୍ୟ ଜାରି ରଖିଛନ୍ତି । ଏହି ଦିଗରେ ଆହୁରି ଆଗକୁ ବଢି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରାଣାସୀ ପରିଦର୍ଶନ କରିବେ ଏବଂ ୨୩ ଡିସେମ୍ବର ୨୦୨୧ ରେ ଅପରାହ୍ନ ପ୍ରାୟ ୧ ଟା ସମୟରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ ।ଉତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସ-ୱେର ଭିତି ପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 06:20 pm
ଶ୍ରୀ ବାବା ବିଶ୍ୱନାଥ ଉତର ଭଗବାନ ପରଶୁରାମଙ୍କ ଚରଣରେ ମୋର ପ୍ରଣାମ। ଜୟ ଗଙ୍ଗା ମାତା କୀ। ହର ହର ଗଙ୍ଗେ। ଉତର ପ୍ରଦେଶର ଦ୍ରୁତ ଗତିଶୀଳ ଏବଂ ଉର୍ଜ୍ଜାବାନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ବି.ଏଲ ବର୍ମା ମହାଶୟ, ସଂସଦରେ ମୋର ସହଯୋଗୀ ସନ୍ତୋଷ ଗଙ୍ଗୱାର ମହାଶୟ, ୟୁପି ସରକାରରେ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ମହାଶୟ, ସତୀଶ ମହାନା ମହାଶୟ, ଜିତିନ ପ୍ରସାଦ ମହାଶୟ, ମହେଶ ଚନ୍ଦ୍ର ଗୁପ୍ତା ମହାଶୟ, ଧର୍ମବୀର ପ୍ରଜାପତି ମହାଶୟ, ସଂସଦରେ ମୋର ଅନ୍ୟ ସହଯୋଗୀ ଗଣ, ୟୁପି ବିଧାନସଭା ଏବଂ ବିଧାନ ପରିଷଦର ଅନ୍ୟ ସାଥୀ, ପଂଚାୟତ ସଦସ୍ୟ ଏବଂ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!ଉତ୍ତରପ୍ରଦେଶ ଶାହାଜାହାନପୁରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ
December 18th, 01:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ଶାହାଜାହାନପୁର ଗଙ୍ଗା ଏକ୍ସପ୍ରେସ ୱେର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟ ନାଥ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଏଲ ବର୍ମା ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୧୮ ରେ ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
December 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୮ ଡିସେମ୍ବର ୨୦୨୧ ରେ ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।ପ୍ରଧାନମନ୍ତ୍ରୀ ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି
November 24th, 07:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି; ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ଠିକଣା ସମୟରେ କାର୍ଯ୍ୟକାରୀତା ପାଇଁ ଏକ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।Cabinet approves continuation of Pradhan Mantri Gram Sadak Yojana (PMGSY)-I,PMGSY-II and Road Connectivity Project for Left Wing Extremism Affected Areas (RCPLWEA)
November 17th, 08:33 pm
Cabinet Committee on Economic Affairs chaired by the Prime Minister Narendra Modi gave its approval to the proposals of Department of Rural Development, Ministry of Rural Development for continuation of PM Gram Sadak Yojana-I and II upto September, 2022 for completion of balance road and bridge works. The CCEA also approved continuation of Road Connectivity Project for Left Wing Extremism Affected Areas upto March 2023.ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୮ତମ ପ୍ରଗତି ବୈଠକ ଅନୁଷ୍ଠିତ
September 29th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଛି । ଏହା ଏକ ଆଇସିଟି ଆଧାରିତ ବିବିଧ ମଡ଼େଲ ପ୍ଲାଟଫର୍ମ ଯାହା ସକାରାତ୍ମକ ସୁଶାସନ ଏବଂ ଏହାର ସମୟାନୁବର୍ତ୍ତୀ ପ୍ରବର୍ତ୍ତନ ଉପରେ ଆଧାରିତ ଏବଂ ଏଥବରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ସାମିଲ କରାଯାଇଛି । ଏହି ବୈଠକରେ ଆଜି ଆଠଟି ପ୍ରକଳ୍ପର ସମୀକ୍ଷା କରାଯାଇଛି ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩୭ ତମ ପ୍ରଗତି ବୈଠକ
August 25th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତିର ୩୭ ତମ ସଂସ୍କରଣ ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯାହାକି ସକ୍ରିୟ ପ୍ରଶାସନ ଏବଂ ସଠିକ୍ ସମୟରେ କାର୍ଯ୍ୟକାରୀ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଜଡିତ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ।PM reviews status of oxygen availability to ensure adequate supply
April 16th, 02:59 pm
PM Narendra Modi took a comprehensive review to ensure adequate medical grade oxygen supply in the country. Inputs from ministries like Health, DPIIT, Steel, Road Transport, etc were also shared with the PM. PM stressed that it is important to ensure synergy across ministries & state governments.ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ 36ତମ ପ୍ରଗତି ବୈଠକ ଅନୁଷ୍ଠିତ
February 24th, 07:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି 36ତମ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ 10ଟି ପ୍ରସଙ୍ଗର ସମୀକ୍ଷା କରାଯାଇଥିଲା, ଯେଉଁଥିରେ 8ଟି ପ୍ରକଳ୍ପ ସହିତ ଗୋଟିଏ ଯୋଜନା ଓ ଗୋଟିଏ କାର୍ଯ୍ୟକ୍ରମ ସଂକ୍ରାନ୍ତ ଅଭିଯୋଗ ସାମିଲ ରହିଥିଲା। ଆଠଟି ପ୍ରକଳ୍ପ ମଧ୍ୟରୁ ତିନୋଟି ପ୍ରକଳ୍ପ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଅନ୍ତର୍ଭୂକ୍ତ ଥିବା ବେଳେ ଦୁଇଟି ରେଳ ମନ୍ତ୍ରଣାଳୟର ଥିଲା। ସେହିପରି ଶକ୍ତି, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଗୃହ ମନ୍ତ୍ରଣାଳୟ ସହ ଜଡ଼ିତ ଗୋଟିଏ ଲେଖାଏଁ ପ୍ରକଳ୍ପ ରହିଥିଲା।ଫେବୃଆରୀ 7 ତାରିଖରେ ଆସାମ ଓ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ର
February 05th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 7, 2021ରେ ଆସାମ ଏବଂ ପଶ୍ଚିମବଙ୍ଗ ରାଜ୍ୟ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ 11ଟା 45 ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ଆସାମର ସୋନିତପୁର ଜିଲ୍ଲାର ଢ଼େକିଆଜୁଲି ଠାରେ ଦୁଇଟି ଡାକ୍ତରଖାନା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ରାଜ୍ୟ ରାଜପଥ ଏବଂ ବୃହତ ଜିଲ୍ଲା ସଡ଼କ କାର୍ଯ୍ୟକ୍ରମ ପାଇଁ ‘ଆସୋମ ମାଲା’ କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହାପରେ, ଅପରାହ୍ଣ ପାଖାପାଖି 4.50 ମିନିଟ୍ ସମୟରେ ସେ ପଶ୍ଚିମବଙ୍ଗର ହଳଦିଆ ଠାରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହିତ କେତେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ନଭେମ୍ବର 9 ତାରିଖରେ ପ୍ରଧାନମନ୍ତ୍ରୀ ବାରାଣସୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ
November 07th, 07:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ 9 ତାରିଖରେ ଉତ୍ତର ପ୍ରଦେଶର ବାରାଣସୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ । ସେ ଦିନ ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ପୂର୍ବାହ୍ନ 10ଟା 30 ମିନିଟରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି କାର୍ଯ୍ୟ ସଂପନ୍ନ ହେବ । ଏହିସବୁ ପ୍ରକଳ୍ପର ମୋଟ ବ୍ୟୟ ଅଟକଳ 614 କୋଟି ଟଙ୍କା । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏସବୁ ପ୍ରକଳ୍ପର ହିତାଧିକାରୀଙ୍କ ସହ ମତବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।PM Modi Launches CHAMPIONS: Technology Platform to empower MSMEs
June 01st, 05:38 pm
Prime Minister Shri Narendra Modi today launched the technology platform CHAMPIONS which stands for Creation and Harmonious Application of Modern Processes for Increasing the Output and National Strength.ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଆଧାରଶିଳା ରଖିବେ ପ୍ରଧାନମନ୍ତ୍ରୀ
February 27th, 05:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 29 ଫେବୃଆରୀ, 2020ରେ ଚିତ୍ରକୁଟଠାରେ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ 32ତମ ପ୍ରଗତି ବୈଠକ
January 22nd, 05:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 2020ବର୍ଷର ପ୍ରଥମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏହା ପ୍ରଗତି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କର 32ତମ ବୈଠକ । ପ୍ରଗତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସକ୍ରିୟ ପ୍ରଶାସନ ଓ ସମୟବଦ୍ଧ କାର୍ଯ୍ୟାନ୍ଵୟନ ଲାଗି ଏକ ଆସିଟି ଆଧାରିତ ବହୁମୂଖୀ ମଞ୍ଚ ।ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ପ୍ରାକ ବଜେଟ ବୈଠକ
January 09th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତକୁ 5 ଲକ୍ଷ କୋଟି ଡଲାର ଅର୍ଥବ୍ୟବସ୍ଥାରେ ପରିଣତ କରିବାର ଲକ୍ଷ୍ୟ ହାସଲ ନିମନ୍ତେ ସମସ୍ତ ଅଂଶୀଦାରଙ୍କୁ ଲକ୍ଷ୍ୟବଦ୍ଧ ପ୍ରୟାସ କରିବା ଲାଗି ଆହ୍ୱାନ କରିଛନ୍ତି ।ପ୍ରଗତି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା
November 06th, 07:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକ୍ରିୟ ପ୍ରଶାସନ ଓ ସମୟୋପଯୋଗୀ କାର୍ଯ୍ୟାନ୍ୱୟନ ଲାଗି ଆଇସିଟି ଆଧାରିତ ବହୁମୁଖୀ ମଂଚ-ପ୍ରଗତି ମାଧ୍ୟମରେ ଆଜି 31ତମ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।