ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨ଠ୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟର ମୂଳପାଠ
August 13th, 11:31 am
ଚାଲନ୍ତୁ, ଏମିତି ଭାବେ ସମସ୍ତଙ୍କ ସହିତ କଥାବାର୍ତ୍ତା କରିବା ମୋ ପାଇଁ ବହୁତ ପ୍ରେରଣାଦାୟକ ଅଟେ, କିନ୍ତୁ ସମସ୍ତଙ୍କ ସହିତ ବୋଧହୁଏ କଥାବାର୍ତ୍ତା କରିବା ସମ୍ଭବ ହୋଇନଥାଏ, କିନ୍ତୁ ଭିନ୍ନ ଭିନ୍ନ ସମୟରେ ଆପଣଙ୍କ ମଧ୍ୟରେ କେତେକଙ୍କ ସହିତ କୌଣସି ନା କୌଣସି ଭାବରେ ମୋତେ ସମ୍ପର୍କରେ ରହିବାର ସୁଯୋଗ ମିଳିଥାଏ, କଥାବାର୍ତ୍ତା ହେବାର ଅବସର ମିଳିଛି, କିନ୍ତୁ ମୋ ପାଇଁ ଖୁସି ଯେ ଆପଣ ସମୟ ବାହାର କରି ମୋର ଘରକୁ ଆସିଲେ ଏବଂ ପରିବାରର ଜଣେ ସଦସ୍ୟ ଭାବରେ ଆସିଛନ୍ତି । ତେବେ ଆପଣଙ୍କ ସିଦ୍ଧିର ଯଶ ଆପଣଙ୍କ ସହିତ ଯୋଡ଼ି ହୋଇ ଯେମିତି ପ୍ରତ୍ୟେକ ଭାରତୀୟ ଗର୍ବ କରୁଛନ୍ତି, ମୁଁ ମଧ୍ୟ ଗର୍ବ କରୁଛି । ଆପଣ ସମସ୍ତଙ୍କୁ ମୋର ଏହି ସ୍ଥାନକୁ ବହୁତ ବହୁତ ସ୍ୱାଗତ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ର ଭାରତୀୟ ଖେଳାଳୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
August 13th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତମାନଙ୍କୁ ନୂଆଦିଲ୍ଲୀଠାର ସମ୍ବର୍ଦ୍ଧିତ କରିଛନ୍ତି । ଏଥିରେ ଉଭୟ ଖେଳାଳୀ ଓ ସେମାନଙ୍କ ପ୍ରଶିକ୍ଷକ ମାନେ ଯୋଗ ଦେଇଥିଲେ । କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡା ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଓ କ୍ରୀଡା, ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଶୀଥ ପ୍ରାମାଣିକ ମଧ୍ୟ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ ।ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ସ୍ୱର୍ଣ୍ଣ ପଦକ ବିଜେତା ଭାରୋତ୍ତୋଳକ ମୀରାବାଈ ଚାନୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 30th, 11:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ସ୍ୱର୍ଣ୍ଣପଦକ ବିଜେତା ଭାରୋତ୍ତଳକ ମୀରାବାଈ ଚାନୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ମଣିପୁରର ସର୍ବାଙ୍ଗୀନ ବିକାଶ ହେଉଛି ବିଜେପିର ପ୍ରାଥମିକତା: ପ୍ରଧାନମନ୍ତ୍ରୀ ମୋଦୀ
March 01st, 11:36 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରରେ ଏକ ଭର୍ଚୁଆଲ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମଣିପୁରର ରୂପରେଖ ଓ ଗୌରବ ବୃଦ୍ଧି କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ ଲୋକଙ୍କୁ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମଣିପୁର କିପରି ବିକାଶ ପାଇଁ ଭୋଟ୍ ଦେଉଛି ତାହା ସାରା ଦେଶ ଦେଖୁଛି।ପ୍ରଧାନମନ୍ତ୍ରୀ ମୋଦୀ ମଣିପୁରରେ ଏକ ଭର୍ଚୁଆଲ୍ ଜନସଭାକୁ ସମ୍ବୋଧିତ କରିଛନ୍ତି
March 01st, 11:31 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରରେ ଏକ ଭର୍ଚୁଆଲ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମଣିପୁରର ରୂପରେଖ ଓ ଗୌରବ ବୃଦ୍ଧି କରିଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ମାନିତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଆହୁରି ମଧ୍ୟ ଲୋକଙ୍କୁ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମଣିପୁର କିପରି ବିକାଶ ପାଇଁ ଭୋଟ୍ ଦେଉଛି ତାହା ସାରା ଦେଶ ଦେଖୁଛି।Manipur is becoming the gateway to trade with the rest of East Asia: PM Modi in Imphal
February 22nd, 10:45 am
Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”PM Modi addresses a public meeting in Imphal, Manipur
February 22nd, 10:41 am
Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।ବିଶ୍ଵ ଭାରୋତ୍ତଳନ ଚାମ୍ପିଅନସିପ ସ୍ଵର୍ଣ୍ଣ ବିଜେତା ମୀରାବାଈ ଚାନୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 30th, 03:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ଵ ଭାରୋତ୍ତଳନ ଚାମ୍ପିଅନସିପ ସ୍ଵର୍ଣ୍ଣ ବିଜେତା ସୁଶ୍ରୀ ମୀରାବାଈ ଚାନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।