ଉତ୍ତର ପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ, ପିଏମଏନଆରଏଫ ରୁ ସହାୟତା ଘୋଷଣା
October 04th, 10:52 am
ଉତ୍ତରପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି ।SP government had tarnished the name of Mirzapur: PM Modi in Mirzapur, UP
May 26th, 11:15 am
Prime Minister Narendra Modi addressed a spirited public meeting in Mirzapur, Uttar Pradesh. Emphasizing the significance of the ‘Jyestha’ month in Indian tradition, PM Modi highlighted the unique importance of every Tuesday, referred to as ‘Bada Mangal’ or ‘Budhwa Mangal’. “This time, this Budhwa Mangal is even more special, because, after 500 years this is the first Bada Mangal when Bajrang Bali’s Bhagwan Ram will be enshrined in his grand temple in Ayodhya,” PM Modi said.ଉତ୍ତରପ୍ରଦେଶର ମିର୍ଜାପୁର, ଘୋସି ଓ ବାଂଶଗାଓଁରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଚାର
May 26th, 11:04 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମିର୍ଜାପୁର, ଘୋସି ଓ ବାଂଶଗାଓଁରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ସମାଜବାଦୀ ପାର୍ଟି ଏବଂ କଂଗ୍ରେସର ଲୋକମାନେ ଭୋଟ୍ ବ୍ୟାଙ୍କ ପାଇଁ ଉତ୍ସର୍ଗୀକୃତ ହୋଇଥିବା ବେଳେ ମୋଦୀ ଦେଶର ଗରିବ, ଦଳିତ ଏବଂ ପଛୁଆ ଲୋକଙ୍କ ପାଇଁ ସମର୍ପିତ।ବାରାଣସୀରେ ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 02:16 pm
ମୋ କାଶୀର ଲୋକମାନଙ୍କ ଏହି ଉତ୍ସାହ ଥଣ୍ଡା ପରିବେଶରେ ମଧ୍ୟ ଉତାପ ଭରି ଦେଇଛି । ବାରଣାସୀରେ କ’ଣ କୁହାଯାଏ .. ଜିୟା ରଜା ବନାରସ !!! ହଁ, ପ୍ରଥମେ କାଶୀର ଲୋକମାନଙ୍କ ପାଖରେ ମୋର ଗୋଟିଏ ଅଭିଯୋଗ ରହିଛି । ଚଳିତ ଥର ଦେବ ଦୀପାବଳୀରେ ମୁଁ ଏଠାରେ ନଥିଲି ଏବଂ ଏଥର ଦେବ ଦୀପାବଳୀରେ କାଶୀର ଲୋକମାନେ ଏକ ସଙ୍ଗେ ମିଶି ରେକର୍ଡ ଭାଙ୍ଗି ଦେଲେ ।ଉତ୍ତର ପ୍ରଦେଶର ବାରଣାସୀରେ ପ୍ରଧାନମନ୍ତ୍ରୀ ୧୯,୧୫୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
December 18th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରଣାସୀ ଠାରେ ୧୯,୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ମିର୍ଜାପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି
March 04th, 12:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଥମ 6ଟି ପର୍ଯ୍ୟାୟ ନିର୍ବାଚନରେ ୟୁପିର ଲୋକମାନେ କିପରି ବିଜେପିର ସୁଶାସନକୁ ଭୋଟ୍ ଦେଇଛନ୍ତି ଏବଂ ମିର୍ଜାପୁରର ଲୋକଙ୍କୁ ୟୁପିରୁ 'ପରିବାରବାଦ' ଏବଂ 'ମାଫିଆବାଦ' ହଟାଇବା ପାଇଁ ଦାୟିତ୍ୱ ଦେଇଛନ୍ତି ତାହାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।Access to piped drinking water would improve the health of poor families: PM Modi
November 22nd, 11:31 am
PM Modi laid foundation stone of rural drinking water supply projects in Mirzapur and Sonbhadra districts of Vindhyachal region of Uttar Pradesh. He said under the Jal Jeevan Mission, the life of our mothers and sisters is getting easier due to easy water access at the comfort of their homes. He added a major benefit of this has also been reduction of many diseases.ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
November 22nd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳ ଅନ୍ତର୍ଗତ ସୋନଭଦ୍ର ଜିଲ୍ଲାର ମିର୍ଜାପୁରଠାରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଭିଡିଓ କନଫରେନ୍ସ ଜରିଆରେ ଶିଳାନ୍ୟାସ ସମାରୋହରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଜଳ ଓ ପରିମଳ କମିଟି/ପାଣି କମିଟିର ସଦସ୍ୟମାନଙ୍କ ସହ ମତ ବିନିମୟ ମଧ୍ୟ କରିଥିଲେ । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ ।ନଭେମ୍ବର 22 ରେ ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
November 20th, 02:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 22 ତାରିଖ ଦିନ ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳ ଅନ୍ତର୍ଗତ ସୋନଭଦ୍ର ଜିଲ୍ଲାର ମିର୍ଜାପୁରଠାରେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ଦିନ 11ଟା ବେଳେ ଭିଡିଓ କନଫରେନ୍ସ ଜରିଆରେ ଶିଳାନ୍ୟାସ ସମାରୋହ ପରେ ପରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ଜଳ ଓ ପରିମଳ କମିଟି, ପାଣି ସମିତି ସଦସ୍ୟଙ୍କ ସହ ମତ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ରହିବେ ।ମିର୍ଜାପୁରରେ ପ୍ରଧାନମନ୍ତ୍ରୀ, ଦେଶ ପାଇଁ ଉତ୍ସର୍ଗ କଲେ ବନସାଗର କେନାଲ ପ୍ରକଳ୍ପ
July 15th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିର୍ଜାପୁରଠାରେ ବନସାଗର କେନାଲ ପ୍ରକଳ୍ପକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଏହି ଅଂଚଳରେ ଜଳସେଚନକୁ ଅଧିକ ପ୍ରୋତ୍ସାହନ ପ୍ରଦାନ କରିବ ଏବଂ ଉତ୍ତର ପ୍ରଦେଶର ମିର୍ଜାପୁର ଓ ଆହ୍ଲାବାଦ ଜିଲ୍ଲାର କୃଷକମାନଙ୍କ ପାଇଁ ଅନେକାଂଶରେ ସହାୟକ ହେବ ।ବନସାଗର କେନାଲ ପ୍ରକଳ୍ପ ଉଦଘାଟନ ଓ ମିର୍ଜାପୁରରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 15th, 12:15 pm
ଆଜି, ମିର୍ଜାପୁରରେ, ଆମେ ବହୁତ ଗର୍ବିତ । ଜଗତ ଜନନୀ ମା’ ବିନ୍ଧ୍ୟଭାସିନୀଙ୍କ କୋଳରେ ସମସ୍ତଙ୍କୁ ଦେଖି ମୋତେ ବହୁତ ଖୁସି ଲାଗୁଛି । ବିଳମ୍ବରେ ପହଞ୍ଚିଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ଏଥିପାଇଁ ଆମେ ନତ ମସ୍ତକ ହେଲୁ । ଏତେ ସଂଖ୍ୟାରେ ଲୋକମାନଙ୍କୁ ଦେଖି ମୋର ବିଶ୍ୱାସ ହେଉଛି ଯେ ମା’ ବିନ୍ଧ୍ୟଭାସିନୀଙ୍କ କରୁଣା ଆମ ଉପରେ ରହିଛି ଏବଂ ଆପଣମାନଙ୍କ କୃପାରୁ ଆଗକୁ ଏହିଭଳି ଚାଲିଥାଉ ।ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରୋଁ ମିର୍ଜାପୁର ସୌର ପ୍ଲାଣ୍ଟ ଉଦ୍ଘାଟନ କଲେ
March 12th, 12:00 pm
ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରୋଁ ଆଜି ଉତ୍ତରପ୍ରଦେଶର ମିର୍ଜାପୁରରେ 100 ମେଗାୱାଟ ସୌର ପ୍ଲାଣ୍ଟର ଉଦ୍ଘାଟନ କଲେ ।ସୋସିଆଲ ମିଡିଆ କର୍ଣ୍ଣର 3 ମାର୍ଚ୍ଚ 2017
March 03rd, 09:06 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।UP elections are about giving opportunities to the state's youth, ensuring safety of people & all round progress of poor: PM
March 03rd, 02:26 pm
Prime Minister Narendra Modi addressed huge public meeting in Mirzapur, Uttar Pradesh. PM Modi emphasized that this election in Uttar Pradesh is a fight for the rights of the poor, fight to provide equal opportunities to the youth.PM Modi addresses public rally in Mirzapur, Uttar Pradesh
March 03rd, 02:25 pm
Prime Minister Narendra Modi addressed huge public meeting in Mirzapur, Uttar Pradesh today. Shri Modi thanked the people of Uttar Pradesh for their support during elections. PM Modi emphasized that this election in Uttar Pradesh is a fight for the rights of the poor. PM took a dig at the corruption level in the state and said, “From lodging FIRs to jobs, from pension schemes to ration card, termite of corruption has badly gripped Uttar Pradesh.” Prime Minister Modi mentioned that his government is committed towards the welfare of farmers.