ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
December 05th, 11:54 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 29 ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
November 05th, 01:28 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 24ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
October 05th, 04:49 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର, ଅକ୍ଟୋବର 27ରେ 'ମନ୍ କୀ ବାତ୍' ସେୟାର କରିବେ । ଯଦି ଆପଣଙ୍କର ଅଭିନବ ଚିନ୍ତାଧାରା ଏବଂ ପରାମର୍ଶ ଅଛି, ତେବେ ଏଠାରେ ଏହାକୁ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ସୁଯୋଗ ରହିଛି । କେତେକ ପରାମର୍ଶ ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣ ସମୟରେ ଉଲ୍ଲେଖ କରିବେ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
September 05th, 04:06 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 29ରେ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଆପଣଙ୍କ ପାଖରେ ସୁଯୋଗ ଅଛି ,ଏହି ଅଧ୍ୟାୟ ପାଇଁ ଆପଣ ନିଜର ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 11:17 pm
ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।ଗୁଜରାଟ ରୋଜଗାର ମେଳାକୁ ଭିଡିଓ ବାର୍ତ୍ତା ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 06th, 04:35 pm
ଚାରିଆଡେ ହୋଲି ପର୍ବର ଗୁଞ୍ଜରଣ ଶୁଣାଯାଉଛି । ଆପଣ ସମସ୍ତଙ୍କୁ ହୋଲି ପାଇଁ ବହୁତ- ବହୁତ ଶୁଭକାମନା ମଧ୍ୟ ଜଣାଉଛି । ଆଜିକାର ଏହି ଆୟୋଜନ ଦ୍ୱାରା ହଜାର- ହଜାର ପରିବାରଙ୍କର ହୋଲିର ଏହି ଗୁରୁତ୍ୱପୂର୍ଣ୍ଣ ପର୍ବ ପାଇଁ ଯେଉଁ ଖୁସି ରହିଛି ତାହା ବହୁ ଗୁଣ ବଢ଼ି ଯାଇଛି । କିଛି ସମୟ ମଧ୍ୟରେ ହିଁ ଗୁଜରାଟରେ ଦ୍ୱିତୀୟ ଥର ପାଇଁ ରୋଜଗାର ମେଳାର ଆୟୋଜନ ହେଉଛି । ମୁଁ ଆମର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୁପେନ୍ଦ୍ର ଭାଇ ଏବଂ ତାଙ୍କର ସମ୍ପୂର୍ଣ୍ଣ ଟିମକୁ ଏହି କାର୍ଯ୍ୟ ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ପ୍ରଧାନମନ୍ତ୍ରୀ ଗୁଜରାଟ ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି
March 06th, 04:15 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ହୋଲିର ପର୍ବ କୋଣ ଅନୁକୋଣରେ ଅନୁଭୂତ ହେଉଛି ଏବଂ ଗୁଜରାଟ ରୋଜଗାର ମେଳାର ଆୟୋଜନ ସେମାନଙ୍କ ନିଯୁକ୍ତି ପତ୍ର ଗ୍ରହଣ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ଉତ୍ସବକୁ ଦ୍ୱିଗୁଣିତ କରିବ । ଗୁଜରାଟରେ ଦ୍ୱିତୀୟ ଥର ପାଇଁ ରୋଜଗାର ମେଳା ଅନୁଷ୍ଠିତ ହେଉଥିବା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଯୁବକ ମାନଙ୍କ ପାଇଁ ନିରନ୍ତର ସୁଯୋଗ ପ୍ରଦାନ କରିବା ଏବଂ ଦେଶର ବିକାଶ କ୍ଷେତ୍ରରେ ସେମାନଙ୍କର ସାମର୍ଥ୍ୟକୁ ବ୍ୟବହାର କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ଯେ, କେନ୍ଦ୍ର ସରକାର ଏବଂ ଏନଡିଏ ଶାସିତ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସର୍ବାଧିକ ସଂଖ୍ୟକ ଚାକିରି ଯୋଗାଇବା ପାଇଁ ନିରନ୍ତର କାର୍ଯ୍ୟ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ , କେନ୍ଦ୍ର ସରକାରଙ୍କ ବ୍ୟତୀତ ୧୪ ଟି ଏନଡିଏ ଶାସିତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକରେ ନିରନ୍ତର ନିଯୁକ୍ତି ମେଳା ଆୟୋଜନ କରାଯାଉଛି । ସେ ଏହି ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ନୂତନ ଦାୟିତ୍ୱ ଗ୍ରହଣ କରୁଥିବା ଯୁବକମାନେ ଅମୃତ କାଳର ସଂକଳ୍ପ ପୂରଣ କରିବାରେ ସମ୍ପୂର୍ଣ୍ଣ ରୂପେ ନିଜର ଯୋଗଦାନ ଦେବେ ।‘ମିଶନ ମୋଡରେ ପର୍ଯ୍ୟଟନର ବିକାଶ’ଉପରେ ବଜେଟ ପରବର୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 03rd, 10:21 am
ଏହି ୱେବିନାରରେ ଉପସ୍ଥିତ ସମସ୍ତ ମହାନୁଭବଙ୍କୁ ସ୍ୱାଗତ। ଆଜିର ନୂତନ ଭାରତ, ନୂତନ କାର୍ଯ୍ୟ ସଂସ୍କୃତି ସହିତ ଆଗକୁ ବଢ଼ୁଛି। ଚଳିତ ଥରର ବଜେଟରେ ମଧ୍ୟ ବେଶ ପ୍ରଶଂସା ହୋଇଛି, ଦେଶର ଲୋକମାନେ ଏହାକୁ ବହୁତ ସକାରାତ୍ମକ ଭାବରେ ଗ୍ରହଣ କରିଛନ୍ତି। ଯଦି ପୁରୁଣା କାର୍ଯ୍ୟ ସଂସ୍କୃତି ହୋଇଥାନ୍ତା, ତେବେ ଏଭଳି ବଜେଟ ୱେବିନାର ଗୁଡିକ ବିଷୟରେ କେହି ଚିନ୍ତା ହିଁ କରି ନ ଥାନ୍ତେ। କିନ୍ତୁ ଆଜି ଆମ ସରକାର ବଜେଟ ପୂର୍ବରୁ ଏବଂ ବଜେଟ ପରେ ମଧ୍ୟ ପ୍ରତ୍ୟେକ ଅଂଶୀଦାରଙ୍କ ସହିତ ବିସ୍ତୃତ ଭାବେ ଚର୍ଚ୍ଚା କରୁଛନ୍ତି, ସେମାନଙ୍କୁ ସାଙ୍ଗରେ ନେଇ ଚାଲିବାର ପ୍ରୟାସ କରୁଛନ୍ତି। ବଜେଟର ସର୍ବାଧିକ ସଫଳତା ବା ପରିଣାମ କିପରି ଆସିବ, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କିଭଳି ହୋଇପାରିବ, ଯେଉଁ ଲକ୍ଷ୍ୟ ବଜେଟରେ ସ୍ଥିର କରାଯାଇଛି, ତାହା ହାସଲ କରିବାରେ ଏହି ୱେବିନାର ଏକ ଉତପ୍ରେରକ ଭଳି କାର୍ଯ୍ୟ କରିଥାଏ । ଆପଣମାନେ ମଧ୍ୟ ଜାଣିଛନ୍ତି ଯେ, ସାରକାରର ମୁଖ୍ୟ ଭାବେ କାର୍ଯ୍ୟ କରିବାରେ ମୋର 20 ବର୍ଷରୁ ଅଧିକ ସମୟର ଅନୁଭବ ରହିଛି । ଏହି ଅନୁଭବର ଏକ ସାରାଂଶ ମଧ୍ୟ ଏହା ହେଉଛି ଯେ, ଯେତେବେଳେ କିଛି ନୀତିଗତ ନିଷ୍ପତିରେ ସମସ୍ତ ସହଯୋଗୀମାନେ ସାମିଲ ହୋଇଥାନ୍ତି, ସେତେବେଳେ ଆଶାନୁରୂପ ପରିଣାମ ମିଳିଥାଏ, ସମୟସୀମା ମଧ୍ୟରେ ପରିଣାମ ଆସିଥାଏ । ଆମେ ଦେଖିଛୁ ଯେ ବିଗତ କିଛି ଦିନରେ ଯେଉଁ ୱେବିନାର ହୋଇଛି ସେଥିରେ ହଜାର ହଜାର ଲୋକ ଆମ ସହିତ ଯୋଡି ହୋଇଛନ୍ତି, ସାରା ଦିନ ସବୁଲୋକମାନେ ମିଳିମିଶି ବହୁତ ମନ୍ଥନ କରି ଚାଲିଥିଲେ ଏବଂ ବହୁତ ହିଁ ଗୁରୁତ୍ୱପୂର୍ଣ୍ଣ ମତାମତ ଆସିଲା ଏବଂ ଆଗକୁ ମଧ୍ୟ ଆସିବ । ଯେଉଁ ବଜେଟ ଅଛି ତାହା ଉପରେ ଧ୍ୟାନ କେନ୍ଦ୍ରୀତ କରାଗଲା ଏବଂ ତାହାକୁ ନେଇ କିପରି ଆଗକୁ ବଢି ହେବ ତାହା ଉପରେ ବହୁତ ଉତମ ପ୍ରସ୍ତାବ ଆସୁ । ଆଜି ଆମେ ଦେଶର ପର୍ଯ୍ୟଟନ କ୍ଷେତ୍ରର କାୟାକଳ୍ପ ପାଇଁ ଏହି ବଜେଟ ୱେବିନାର କରୁଛେ ।ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 03rd, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଶନ ମୋଡରେ ପର୍ଯ୍ୟଟନର ବିକାଶ” ଉପରେ ଏକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । କେନ୍ଦ୍ର ବଜେଟ୍ ୨୦୨୩ ରେ ଘୋଷିତ ପଦକ୍ଷେପଗୁଡ଼ିକୁ ଫଳପ୍ରଦ ଭାବରେ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ଦ୍ୱାରା ଆୟୋଜିତ ୧୨ ଟି ବଜେଟ୍ ପରବର୍ତ୍ତୀ ୱେବିନାରର ଏହା ହେଉଛି ସପ୍ତମ ।ଭାରତ ଗଣତନ୍ତ୍ରର ଜନନୀ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
January 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଏହା ୨୦୨୩ର ପ୍ରଥମ ‘ମନ୍ କି ବାତ୍’ ହୋଇଥିବା ସଙ୍ଗେ ସଙ୍ଗେ ଏହି କାର୍ଯ୍ୟକ୍ରମର ୯୭ତମ ଅଧ୍ୟାୟ । ଆପଣ ସମସ୍ତଙ୍କ ସହିତ ପୁଣିଥରେ କଥା ହୋଇ ମୋତେ ବହୁତ ଖୁସି ଲାଗୁଛି । ପ୍ରତିବର୍ଷ ଜାନୁଆରୀ ମାସଟି ବହୁତ ଘଟଣାବହୁଳ ହୋଇଥାଏ । ଏହି ମାସରେ ୧୪ ଜାନୁଆରୀ ପାଖାପାଖି ଉତ୍ତରରୁ ଦକ୍ଷିଣ ଯାଏଁ ଓ ପୂର୍ବରୁ ପଶ୍ଚିମ ଯାଏଁ ସାରା ଦେଶରେ ଉତ୍ସବର ଯାକଯମକ ଥାଏ। ଏହାପରେ ଦେଶ ନିଜର ଗଣତନ୍ତ୍ର ଉତ୍ସବ ମଧ୍ୟ ପାଳନ କରିଥାଏ। ଏଥର ମଧ୍ୟ ଗଣତନ୍ତ୍ର ଦିବସର ଅନେକ ଉଚ୍ଚପ୍ରଶଂସା ହେଉଛି। ଜୈସଲମେରରୁ ପୁଲକିତ ମୋତେ ଲେଖିଛନ୍ତି ଯେ, ଜାନୁଆରୀ ୨୬ର ପରେଡ୍ ସମୟରେ କର୍ତ୍ତବ୍ୟ ପଥର ନିର୍ମାଣ କରିଥିବା ଶ୍ରମିକମାନଙ୍କୁ ଦେଖି ବହୁତ ଭଲ ଲାଗିଲା । କାନପୁରରୁ ଜୟା ଲେଖିଛନ୍ତି ଯେ, ପରେଡରେ ସାମିଲ ହୋଇଥିବା ପ୍ରଜ୍ଞାପନ ମେଢ଼ଗୁଡ଼ିକରେ ଭାରତୀୟ ସଂସ୍କୃତିର ବିଭିନ୍ନ ରୂପକୁ ଦେଖି ଆନନ୍ଦ ଅନୁଭବ ହେଲା । ଏହି ପରେଡରେ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରିଥିବା ମହିଳା ଓଟ ସବାର୍ ଏବଂ କେନ୍ଦ୍ରୀୟ ରିଜର୍ଭ ପୁଲିସ ବାହିନୀର ମହିଳା ଦଳର ମଧ୍ୟ ଉଚ୍ଚ ପ୍ରଶଂସା ହେଉଛି ।With 5G, India is setting a global standard in telecom technology: PM Modi
October 01st, 07:06 pm
Ushering in a new technological era, PM Modi launched 5G services during 6th India Mobile Congress at Pragati Maidan in New Delhi. He said, New India will not remain a mere consumer of technology, but India will play an active role in the development and implementation of that technology.PM Modi inaugurates 6th India Mobile Congress at Pragati Maidan, New Delhi
October 01st, 12:05 pm
Ushering in a new technological era, PM Modi launched 5G services during 6th India Mobile Congress at Pragati Maidan in New Delhi. He said, New India will not remain a mere consumer of technology, but India will play an active role in the development and implementation of that technology.୨୪ ଏପ୍ରିଲ୍ ‘ମନ୍ କି ବାତ୍' ଉପରେ ଆଧାରିତ ଦୁଇଟି କୁଇଜ୍ ରେ NaMo App ଜରିଆରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ
April 25th, 06:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ NaMo App ରେ ୨୪ ଏପ୍ରିଲ ‘ମନ୍ କି ବାତ୍' କାର୍ଯ୍ୟକ୍ରମ ଉପରେ ଆଧାର କରି ଲୋକଙ୍କୁ ଦୁଇଟି କୁଇଜରେ ଭାଗ ନେବାକୁ ଅନୁରୋଧ କରିଛନ୍ତି । ଲୋକମାନେ କିଭଳି ଏଥିରେ ଅଂଶଗ୍ରହଣ କରିପାରିବେ ସେଥିପାଇଁ ଶ୍ରୀ ମୋଦୀ କୁଇଜ୍ ର ଲିଙ୍କ୍ ମଧ୍ୟ ସେୟାର କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
December 03rd, 03:28 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 26 ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।ଉତ୍ତର ପ୍ରଦେଶର ଝାନ୍ସି ଠାରେ ‘ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ’ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 05:39 pm
ଯେଉଁ ଭୂମିରେ ଆମର ରାଣୀ ଲକ୍ଷ୍ମୀବାଇ ସ୍ବାଧୀନତା ପାଇଁ ନିଜର ସବୁକିଛି ଉତ୍ସର୍ଗ କରିଛନ୍ତି, ସେହି ଭୂମିର ଲୋକମାନଙ୍କୁ ମୁଁ ହାତ ଯୋଡ଼ି ପ୍ରଣାମ କରୁଛି। ଝାନ୍ସୀ ସ୍ବାଧୀନତାର ଭାବନା ଜାଗ୍ରତ କରିଛି। ଏହାର ମାଟିର ପ୍ରତି କଣିକାରେ ବୀରତା ଓ ଦେଶ ପ୍ରେମ ଭରି ରହିଛି। ଝାନ୍ସିର ସାହସୀ ରାଣୀ ଲକ୍ଷ୍ମୀବାଇଙ୍କ ନିକଟରେ ମୋର କୋଟି କୋଟି ପ୍ରଣାମ।ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଝାନସିରେ " ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” ରେ ଯୋଗ ଦେଇଛନ୍ତି
November 19th, 05:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଝାନସିରେ ଚାଲିଥିବା ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” ରେ ଯୋଗ ଦେଇଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାନସି ଦୁର୍ଗ ପରିସରରେ ଆୟୋଜିତ ରାଷ୍ଟ୍ର ରକ୍ଷା ସମର୍ପଣ ପର୍ବ” କୁ ପାଳନ କରୁଥିବା ଏକ ବିଶାଳ ସମାରୋହରେ ପ୍ରତିରକ୍ଷା ମନ୍ତ୍ରଣାଳୟର ଅନେକ ନୂତନ ପଦକ୍ଷେପକୁ ରାଷ୍ଟ୍ରକୁ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକରେ ଏନସିସି ପୁରାତନ ଛାତ୍ର ସଂଘର ଶୁଭାରମ୍ଭ ଅର୍ନ୍ତଭୁକ୍ତ ଥିବାବେଳେ ପ୍ରଧାନମନ୍ତ୍ରୀ ସଂଘର ପ୍ରଥମ ସଦସ୍ୟ ଭାବରେ ପଞ୍ଜୀକୃତ ହୋଇଥିଲେ; ଏନସିସି କ୍ୟାଡେଟ୍ ପାଇଁ ମହାକାଶ ତାଲିମ ଜାତୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ; ଜାତୀୟ ଯୁଦ୍ଧ ସ୍ମାରକୀରେ ଥିବା ହିରୋମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ କିଓସ୍କ; ଜାତୀୟ ଯୁଦ୍ଧ ସ୍ମାରକୀର ମୋବାଇଲ୍ ଆପ୍; ଭାରତୀୟ ନୌଜାହାଜ ପାଇଁ ଡିଆରଡିଓ ଦ୍ୱାରା ବିକଶିତ ଉନ୍ନତ ଇଲେକ୍ଟ୍ରୋନିକ୍ ୱାରଫେୟାର ସୁଟ୍ ‘ଶକ୍ତି’; ହାଲୁକା ଯୁଦ୍ଧ ହେଲିକପ୍ଟର ଏବଂ ଡ୍ରୋନ୍ ଆଦି ରହିଛି । ସେ ଉତ୍ତରପ୍ରଦେଶ ଡିଫେନ୍ସ ଇଣ୍ଡଷ୍ଟ୍ରିଆଲ କରିଡରର ଝାନସି ନୋଡରେ ଭାରତ ଡାଇନାମିକ୍ସ ଲିମିଟେଡର ୪୦୦ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଦିଲ୍ଲୀ ବିଜେପିର #NaMoAppAbhiyaan କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
July 12th, 03:17 pm
ବିଜେପିର 'ମେରା ବୁଥ୍ , ସବସେ ମଜବୁତ୍' ପଦକ୍ଷେପକୁ ସୁଦୃଢ଼ କରିବା ପାଇଁ ବିଜେପି ଦିଲ୍ଲୀ ସାରା ଦିଲ୍ଲୀରେ #NaMoAppAbhiyaan ଆରମ୍ଭ କରିଛି। ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ କାର୍ଯ୍ୟକର୍ତ୍ତାଙ୍କୁ ନମୋ ଆପରେ ସକ୍ରିୟ କରିବା ।The digital potential of our nation is unparalleled, perhaps even in the history of mankind: PM
December 08th, 11:00 am
PM Modi addressed India Mobile Congress via video conferencing. PM Modi said it is important to think and plan how do we improve lives with the upcoming technology revolution. Better healthcare, Better education, Better information and opportunities for our farmers, Better market access for small businesses are some of the goals we can work towards, he added.ଇଣ୍ଡିଆ ମୋବାଇଲ କଂଗ୍ରେସ 2020ର ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 08th, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ସି) 2020ରେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିଛନ୍ତି । ଚଳିତବର୍ଷ ଆଇଏମ୍ସିର ବାର୍ତ୍ତା ହେଉଛି- ‘ଇନ୍କ୍ଳୁସିଭ ଇନୋଭେସନ- ସ୍ମାର୍ଟ, ସିକିଓର, ସସ୍ଟେନେବୁଲ’ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଗଠନ ଲକ୍ଷ୍ୟରେ ଯେଉଁ ଡିଜିଟାଲ ସମାବେଶୀତା, ନିରନ୍ତର ବିକାଶ, ଉଦ୍ୟମୀତା ଓ ନବସୃଜନର ଯେଉଁ ଲକ୍ଷ୍ୟ ରହିଛି ତାହାକୁ ପ୍ରୋତ୍ସାହିତ କରିବା ପାଇଁ ମୋବାଇଲ କଂଗ୍ରେସ ପକ୍ଷରୁ ଏହି ବାର୍ତ୍ତା ପ୍ରସ୍ତୁତ କରାଯାଇଛି । ଏହା ମଧ୍ୟ ଟେଲିକମ୍ କ୍ଷେତ୍ରରେ ବିଦେଶୀ ଓ ସ୍ଥାନୀୟ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ସହ ଏ କ୍ଷେତ୍ରରେ ଗବେଷଣା ଓ ଉନ୍ନୟନକୁ ପ୍ରୋତ୍ସାହିତ କରିବାକୁ ଅଭିପ୍ରେତ ।