ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।ତାଙ୍କର ମୋଧେରା ଗସ୍ତ ସଂକ୍ରାନ୍ତରେ ନାଗରିକଙ୍କ ମନ୍ତବ୍ୟର ଉତ୍ତର ରଖିଛନ୍ତି ପ୍ରଧାନମନ୍ତ୍ରୀ
October 10th, 11:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୋଧେରା ଗସ୍ତ ସଂକ୍ରାନ୍ତରେ ନାଗରିକଙ୍କ ମନ୍ତବ୍ୟର ଉତ୍ତର ଦେଇଛନ୍ତି ।Modhera will always figure in discussions about solar power anywhere in the world: PM Modi
October 09th, 04:47 pm
The Prime Minister, Shri Narendra Modi laid the foundation stone and dedicated various projects worth over Rs 3900 crore to the nation in Modhera, Mehsana, today. The Prime Minister also declared the village of Modhera as India’s first 24x7 solar-powered village.PM lays foundation stone and dedicates to the nation various projects worth over Rs 3900 crore in Modhera, Mehsana, Gujarat
October 09th, 04:46 pm
PM Modi laid the foundation stone and dedicated various projects worth over Rs 3900 crore to the nation in Modhera. The Prime Minister said earlier Modhera was known for Surya Mandir but now Surya Mandir has inspired Saur Gram and that has made a place on the environment and energy map of the world.9 ରୁ 11 ଅକ୍ଟୋବର ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 08th, 12:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 9 ରୁ 11 ଅକ୍ଟୋବର ପର୍ଯ୍ୟନ୍ତ ଗୁଜରାଟର ପରିଦର୍ଶନ କରିବେ ଏବଂ ଏହାପରେ 11 ଅକ୍ଟୋବରରୁ ମଧ୍ୟ ପ୍ରଦେଶର ପରିଦର୍ଶନରେ ଯିବେ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।ପ୍ରଧାନମନ୍ତ୍ରୀ ଜୁଲାଇ ୧୬ରେ ଗୁଜରାଟରେ ଅନେକ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
July 14th, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ଜୁଲାଇ ୧୬ ତାରିଖରେ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଗୁଜରାଟରେ ରେଳପଥର ଅନେକ ପ୍ରମୁଖ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ରକୁ ଉତ୍ସର୍ଗ କରିବେ । ଏହି କାର୍ଯ୍ୟକ୍ରମରେ ସେ ଗୁଜରାଟ ସାଇନ୍ସ ସିଟିରେ ଆକ୍ୱାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରି ଏବଂ ନେଚର ପାର୍କକୁ ମଧ୍ୟ ଉଦଘାଟନ କରିବେ ।