ନେପାଳରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ଏବଂ ଲୁମ୍ବିନୀ ଦିବସ ୨୦୨୨ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପ୍ରଦତ୍ତ ଅଭିଭାଷଣ
May 16th, 09:45 pm
କିଛି ସମୟ ପୂର୍ବରୁ ମାୟାଦେବୀ ମନ୍ଦିରରେ ଦର୍ଶନ କରିବାର ଯେଉଁ ସୁଯୋଗ ମୋତେ ପ୍ରାପ୍ତ ହୋଇଛି, ତାହା ମଧ୍ୟ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ସେହି ସ୍ଥାନ ଯେଉଁଠାରେ ସ୍ୱୟଂ ଭଗବାନ ବୁଦ୍ଧ ଜନ୍ମଗ୍ରହଣ କରିଥିଲେ, ସେଠାକାର ଶକ୍ତି, ସେଠାକାର ଚେତନା, ତାହା ଏକ ସଂପୂର୍ଣ୍ଣ ଭିନ୍ନ ଧରଣର ଅନୁଭବ । ଏକଥା ଦେଖି ମଧ୍ୟ ମୁଁ ଖୁବ୍ ଆନନ୍ଦିତ ଯେ ଏହି ସ୍ଥାନ ନିମନ୍ତେ ୨୦୧୪ ମସିହାରେ ମୁଁ ମହାବୋଧି ବୃକ୍ଷର ଯେଉଁ ଚାରା ପ୍ରଦାନ କରିଥିଲି, ତାହା ଏବେ ବିକଶିତ ହୋଇ ଏକ ବୃକ୍ଷରେ ପରିଣତ ହୋଇଛି ।ମଇ ୧୬, ୨୦୨୨ରେ ନେପାଳର ଲୁମ୍ବିନି ଗସ୍ତରେ ପ୍ରଧାନମନ୍ତ୍ରୀ
May 16th, 06:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ପ୍ରଧାନମନ୍ତ୍ରୀ ମାନ୍ୟବର ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣ କ୍ରମେ ବୁଦ୍ଧ ପୂର୍ଣ୍ଣିମାର ଶୁଭ ଅବସରରେ ମଇ ୧୬, ୨୦୨୨ ରେ ସରକାରୀ ଗସ୍ତରେ ନେପାଳର ଲୁମ୍ବିନି ଯାଇଛନ୍ତି । ପ୍ରଧାନମନ୍ତ୍ରୀ ଭାବରେ ଏହା ଶ୍ରୀ ନରେନ୍ଦ୍ର ମୋଦୀଙ୍କର ପଞ୍ଚମ ନେପାଳ ଗସ୍ତ ଏବଂ ପ୍ରଥମ ଲୁମ୍ବିନି ଗସ୍ତ ଥିଲା ।ନେପାଳର ଲୁମ୍ବିନୀରେ ବୁଦ୍ଧଜୟନ୍ତୀ ସମାରୋହ
May 16th, 03:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ଲୁମ୍ବିନୀସ୍ଥିତ ଆନ୍ତର୍ଜାତିକ ଅଧିବେଶନ କେନ୍ଦ୍ର ଓ ଧ୍ୟାନ ଭବନରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି । ତାଙ୍କ ସହିତ ନେପାଳ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଶେର ବାହାଦୁର ଦେଉବା ଓ ତାଙ୍କ ପତ୍ନୀ ଡକ୍ଟର ଆରଜୁ ରାନା ଦେଉବା ମଧ୍ୟ ଯୋଗଦେଇଥିଲେ ।ପ୍ରଧାନମନ୍ତ୍ରୀଙ୍କର ନେପାଳର ଲୁମ୍ବିନୀ ଗସ୍ତ ଅବସରରେ ସ୍ୱାକ୍ଷରିତ ହୋଇଥିବା ତଥା ଆଦାନପ୍ରଦାନ କରାଯାଇଥିବା ବୁଝାମଣା / ଚୁକ୍ତିନାମା ଗୁଡିକର ତାଲିକା
May 16th, 02:43 pm
ପ୍ରଧାନମନ୍ତ୍ରୀଙ୍କର ନେପାଳର ଲୁମ୍ବିନୀ ଗସ୍ତ ଅବସରରେ ସ୍ୱାକ୍ଷରିତ ହୋଇଥିବା ତଥା ଆଦାନପ୍ରଦାନ କରାଯାଇଥିବା ବୁଝାମଣା / ଚୁକ୍ତିନାମା ଗୁଡିକର ତାଲିକାଲୁମ୍ବିନୀ,ନେପାଳରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଫର ବୁଦ୍ଧିଷ୍ଟ କଲ୍ଚର ଆଣ୍ଡ ହେରିଟେଜର ଶିଳାନ୍ୟାସ
May 16th, 12:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଲୁମ୍ବିନୀ ମଠ କ୍ଷେତ୍ର, ଲୁମ୍ବିନୀ, ନେପାଳ ଠାରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଫର ବୁଦ୍ଧିଷ୍ଟ କଲ୍ଚର ଆଣ୍ଡ ହେରିଟେଜ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ।ସରକାରୀ ଗସ୍ତରେ ଲୁମ୍ବିନୀ, ନେପାଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
May 16th, 11:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ବୁଦ୍ଧ ଜୟନ୍ତୀ ଅବସରରେ ସରକାରୀ ଗସ୍ତରେ ନେପାଳର ଲୁମ୍ବିନୀ ଠାରେ ପହଁଚିଛନ୍ତି ।Nepal-India Maitri Pashupati Dharmshala will further enhance ties between our countries: PM Modi
August 31st, 05:45 pm
PM Narendra Modi and PM KP Oli jointly inaugurated Nepal-Bharat Maitri Pashupati Dharmashala in Kathmandu. Addressing a gathering at the event, PM Narendra Modi highlighted the strong cultural and civilizational ties existing between both the countries.ପ୍ରଧାନମନ୍ତ୍ରୀ କାଠମାଣ୍ଡୁରେ ଉଦଘାଟନ କଲେ ପଶୁପତିନାଥ ଧର୍ମଶାଳା
August 31st, 05:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଠମାଣ୍ଡୁଠାରେ ନେପାଳର ପ୍ରଧାନମନ୍ତ୍ରୀ ଶ୍ରୀ କେପି ଶର୍ମା ଓଲିଙ୍କ ସହିତ ମିଳିତ ଭାବେ ପଶୁପତିନାଥ ଧର୍ମଶାଳା ଉଦଘାଟନ କରିଛନ୍ତି ।PM Modi meets PM KP Oli of Nepal
August 31st, 04:00 pm
On the margins of the BIMSTEC Summit in Kathmandu, PM Narendra Modi held bilateral level talks with PM KP Oli of Nepal. The leaders discussed ways to further enhance economic, trade, connectivity and cultural ties between both the countries.ଚତୁର୍ଥ ବିମସ୍ଟେକ ଶିଖର ସମ୍ମିଳନୀ ଘୋଷଣାନାମା, କାଠମାଣ୍ଡୁ, ନେପାଳ (30-31 ଅଗଷ୍ଟ, 2018)
August 31st, 12:40 pm
ଆମେ, ବାଂଲାଦେଶ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ, ଭୂଟାନ ରାଷ୍ଟ୍ରର ପ୍ରଧାନ ପରାମର୍ଶଦାତା, ଭାରତୀୟ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ, ମିଆଁମାର ସାଧାରଣତନ୍ତ୍ର ସଂଘର ରାଷ୍ଟ୍ରପତି, ନେପାଳ ପ୍ରଧାନମନ୍ତ୍ରୀ, ଶ୍ରୀଲଙ୍କା ଗଣତାନ୍ତ୍ରିକ ସମାଜବାଦୀ ସାଧାରଣତନ୍ତ୍ରର ରାଷ୍ଟ୍ରପତି ଏବଂ ଥାଇଲାଣ୍ଡ ରାଷ୍ଟ୍ରର ପ୍ରଧାନମନ୍ତ୍ରୀ ଚତୁର୍ଥ ବିମସ୍ଟେକ ଶିଖର ସମ୍ମିଳନୀ ପାଇଁ 30-31 ଅଗଷ୍ଟରେ କାଠମାଣ୍ଡୁ ଠାରେ ପରସ୍ପର ସହ ସାକ୍ଷାତ କଲୁ ।ନେପାଳର କାଠମାଣ୍ଡୁଠାରେ ବିମଷ୍ଟେକ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 30th, 05:28 pm
ବିମଷ୍ଟେକ ସଦସ୍ୟ ଦେଶମାନଙ୍କରୁ ଆସିଥିବା ମୋର ସାଥୀ ନେତୃମଣ୍ଡଳୀ, ସର୍ବପ୍ରଥମେ ତ’ ମୁଁ ଏହି ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀର ସଫଳ ଆୟୋଜନ ଲାଗି ନେପାଳ ସରକାରଙ୍କୁ ଏବଂ ପ୍ରଧାନମନ୍ତ୍ରୀ ଓଲିଙ୍କୁ ହୃଦୟର କୃତଜ୍ଞତା ପ୍ରକଟ କରିବାକୁ ଚାହୁଁଛି । ଯଦିଓ ମୋ ପାଇଁ ଏହା ପ୍ରଥମ ବିମଷ୍ଟେକ ଶିଖର ସମ୍ମିଳନୀ ଅଟେ, କିନ୍ତୁ 2016ରେ ମୋତେ ଗୋଆରେ ବ୍ରିକ୍ସ ଶିଖର ସମ୍ମିଳନୀ ସହିତ ବିମଷ୍ଟେକ ରିଟ୍ରିଟ ଆୟୋଜନ କରିବାର ସୁଯୋଗ ମିଳିଥିଲା । ଗୋଆରେ ଆମେ ପଦକ୍ଷେପ ପାଇଁ ଏଜେଣ୍ଡା ନିର୍ଦ୍ଧାରଣ କରିଥିଲୁ, ଏହାର ଅନୁରୂପ ହିଁ ଆମର ଦଳ ପ୍ରଶଂସନୀୟ ପରବର୍ତ୍ତୀ ପଦକ୍ଷେପ ନେଇଛି ।ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ଲାଗି ନେପାଳର କାଠମାଣ୍ଡୁରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
August 30th, 09:30 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ଲାଗି ନେପାଳର କାଠମାଣ୍ଡୁରେ ପହଂଚିଛନ୍ତି । ଶିଖର ସମ୍ମିଳନୀର ବିଷୟବସ୍ତୁ “ଏକ ଶାନ୍ତିପୂର୍ଣ୍ଣ, ସମୃଦ୍ଧ ଏବଂ ନିରନ୍ତର ବଙ୍ଗୋପସାଗର କ୍ଷେତ୍ର ଦିଗରେ” ପାରସ୍ପରିକ ଆକାଂକ୍ଷା ଏବଂ ଆହ୍ୱାନର ସମ୍ମୁଖୀନ ହେବା ଲାଗି ମିଳିତ ପ୍ରୟାସ କରିବା ଲାଗି ବଳ ଯୋଗାଇବ । ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ ବିଶ୍ୱ ନେତାମାନଙ୍କ ସହିତ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହିତ ସାକ୍ଷାତ କରିବେ ଏବଂ ଭାରତ-ନେପାଳ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବେ । ପ୍ରଧାନମନ୍ତ୍ରୀ ମୋଦୀ ପଶୁପତିନାଥ ମନ୍ଦିର ପରିସରରେ ନେପାଳ ଭାରତ ମୈତ୍ରୀ ଧର୍ମଶାଳା ଉଦଘାଟନ କରିବେ ।ନେପାଳ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
August 29th, 07:08 pm
“ଚତୁର୍ଥ ବିମଷ୍ଟେକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ଲାଗି ଦୁଇ ଦିନିଆ ଗସ୍ତରେ ଯାଇ 30-31 ଅଗଷ୍ଟରେ ମୁଁ କାଠମାଣ୍ଡୁରେ ଉପସ୍ଥିତ ରହିବି ।Social Media Corner for 13 May 2018
May 13th, 09:06 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!ସୋସିଆଲ ମିଡିଆ କର୍ଣ୍ଣର ମେ 12, 2018
May 12th, 07:26 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ନେପାଳର କାଠମାଣ୍ଡୁ ରାଷ୍ଟ୍ରୀୟ ସଭାଗୃହରେ ନାଗରିକ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 12th, 04:39 pm
କାଠମାଣ୍ଡୁର ମହାନଗର ପାଳିକା ମୋ ପାଇଁ ଏହି ସ୍ୱାଗତ ସମାରୋହର ଆୟୋଜନ କରିଛନ୍ତି । ମୁଁ ଏଥିପାଇଁ ଆପଣ ସମସ୍ତଙ୍କ ନିକଟରେ ହୃଦୟର ସହିତ ବହୁତ ବହୁତ କୃତଜ୍ଞ । ଏହା କେବଳ ମୋର ନୁହେଁ ଏ ହେଉଛି ସମ୍ପୂର୍ଣ୍ଣ ଭାରତର ସମ୍ମାନ । କେବଳ ମୁଁ ହିଁ ନୁହେଁ, ଶହେ ପଚିଶ କୋଟି ଭାରତୀୟ ମଧ୍ୟ କୃତଜ୍ଞ । କାଠମାଣ୍ଡୁ ସହିତ ଏବଂ ନେପାଳ ସହିତ, ପ୍ରତ୍ୟେକ ଭାରତୀୟଙ୍କର ଏକ ନିଜସ୍ୱ ଭାବଗତ ସଂପର୍କ ରହିଛି ଆଉ ଏହି ସୌଭାଗ୍ୟ ମୋତେ ମଧ୍ୟ ମିଳିଛି ।ପ୍ରଧାନମନ୍ତ୍ରୀ ମୋଦୀ ନେପାଳର ବିଭିନ୍ନ ନେତାମାନଙ୍କ ସହ ଆଲୋଚନା କରିଛନ୍ତି
May 12th, 04:12 pm
ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ଜନତା ଦଳ-ନେପାଳର ଏକ ପ୍ରତିନିଧିମଣ୍ଡଳଙ୍କୁ ସାକ୍ଷାତ କରିଛନ୍ତି ,ଯାହାର ନେତୃତ୍ୱ ଶ୍ରୀ ମହାନ୍ତ ଠାକୁର ନେଇଛନ୍ତି । ଶ୍ରୀ ମୋଦୀ ପୂର୍ବତନ ବୈଦେଶିକ ମନ୍ତ୍ରୀ ଶ୍ରୀ ଉପେନ୍ଦ୍ର ଯାଦବଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ 'ପ୍ରଚଣ୍ଡ' ଙ୍କୁ ସାକ୍ଷାତ କରିଛନ୍ତି
May 12th, 01:27 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ 'ପ୍ରଚଣ୍ଡ' ଙ୍କ ସହ ବ୍ୟାପକ ଆଲୋଚନା କରିଛନ୍ତି । ଦୁଇ ନେତା କାଠମାଣ୍ଡୁରେ ସାକ୍ଷାତ କରିଛନ୍ତି ଏବଂ ଭାରତ-ନେପାଳ ସମ୍ପର୍କୀ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କୁ ସାକ୍ଷତ କରିଛନ୍ତି
May 12th, 01:00 pm
ଭାରତ-ନେପାଳର ବନ୍ଧୁତାକୁ ଆଗକୁ ବଢ଼ାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳୀ କଂଗ୍ରେସ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବା ଏବଂ କାଠମାଣ୍ଡୁରେ ନେପାଳୀ କଂଗ୍ରେସର ଅନ୍ୟ ସଦସ୍ୟମାନଙ୍କ ସହ ମତ ବିନିମୟ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ନେପାଳରେ ଐତିହାସିକ ପଶୁପତିନାଥ ମନ୍ଦିରରେ ପୂଜାର୍ଚନା କରିଛନ୍ତି
May 12th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳରେ ଐତିହାସିକ ପଶୁପତିନାଥ ମନ୍ଦିରରେ ପୂଜାର୍ଚନା କରିଛନ୍ତି ।