ସିଙ୍ଗାପୁରର ବ୍ୟବସାୟୀ ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
September 05th, 04:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଞ୍ଜି ନିବେଶ, ଭିତ୍ତିଭୂମି, ଉତ୍ପାଦନ, ଶକ୍ତି, ସ୍ଥାୟୀତା ଏବଂ ଲଜିଷ୍ଟିକ୍ସ ସମେତ ସିଙ୍ଗାପୁରର ବିଭିନ୍ନ କ୍ଷେତ୍ରର ଅଗ୍ରଣୀ ସିଇଓମାନଙ୍କର ଏକ ଦଳ ସହିତ ଆଲୋଚନା କରିଛନ୍ତି । ଉପପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଗାନ୍ କିମ୍ ୟୋଙ୍ଗ ଏବଂ ସିଙ୍ଗାପୁରର ଗୃହ ଓ ଆଇନ ମନ୍ତ୍ରୀ ମହାମହିମ ଶ୍ରୀ କେ ଶାନମୁଗମ୍ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ` ।ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ଗୋହ ଚୁକ୍ ତୁଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭେଟ
September 05th, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ଗୋହ ଚୁକ୍ ତୁଙ୍ଗଙ୍କୁ ଭେଟିଛନ୍ତି ।ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 05th, 03:00 pm
ଭାରତ-ସିଙ୍ଗାପୁର ସହଭାଗୀତା ପ୍ରତି ରାଷ୍ଟ୍ରପତି ଥାର୍ମନଙ୍କ ଉତ୍ସାହପୂର୍ଣ୍ଣ ସହଯୋଗକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଉଭୟ ନେତା ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ଦ୍ୱିପାକ୍ଷିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଦୁଇ ଦେଶ ମଧ୍ୟରେ ଦୀର୍ଘଦିନର ବନ୍ଧୁତା ଏବଂ ସହଯୋଗ, ଯାହା ବିଶ୍ୱାସ, ପାରସ୍ପରିକ ସମ୍ମାନ ଉପରେ ଆଧାରିତ ବୋଲି ସେମାନେ ଉଲ୍ଲେଖ କରିଥିଲେ । ଏହି ପରିପ୍ରେକ୍ଷୀରେ, ସେମାନେ ଉଲ୍ଲେଖ କରିଥିଲେ ଯେ ବ୍ୟାପକ ରଣନୈତିକ ଭାଗିଦାରୀ ଦ୍ବାରା ସମ୍ପର୍କ ଉନ୍ନତ ହେବା ସହିତ ମିଳିତ ସହଯୋଗ ପାଇଁ ଏକ ଦୃଢ଼ ମାର୍ଗ ପ୍ରସ୍ତୁତ କରିବ । ଉନ୍ନତ ଉତ୍ପାଦନ ଏବଂ ଉଦୀୟମାନ ପ୍ରଯୁକ୍ତି ବିଦ୍ୟା ଭଳି ନୂତନ କ୍ଷେତ୍ରରେ ଭାରତ ଏବଂ ସିଙ୍ଗାପୁର କିପରି ସେମାନଙ୍କର ସହଯୋଗକୁ ସୁଦୃଢ଼ କରିପାରିବେ ସେ ବିଷୟରେ ସେମାନେ ଚିନ୍ତା ବ୍ୟକ୍ତ କରିଥିଲେ । ଆସନ୍ତା ବର୍ଷ ରାଷ୍ଟ୍ରପତି ଥାର୍ମନଙ୍କୁ ଭାରତରେ ସ୍ୱାଗତ କରିବା ପାଇଁ ସେ ଆଗ୍ରହୀ ବୋଲି ପ୍ରଧାନମନ୍ତ୍ରୀ ଜଣାଇଥିଲେ ।ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ଲି ସିଏନ୍ ଲୁଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 05th, 02:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ବରିଷ୍ଠ ମନ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଲି ସିଏନ ଲୁଙ୍ଗଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ମାନରେ ବରିଷ୍ଠ ମନ୍ତ୍ରୀ ମଧ୍ୟାହ୍ନ ଭୋଜନର ଆୟୋଜନ କରିଥିଲେ।ସିଙ୍ଗାପୁର ଏଇଏମ୍ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
September 05th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଲରେନ୍ସ ଓଙ୍ଗଙ୍କ ସହ ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ସିଙ୍ଗାପୁରର ଅଗ୍ରଣୀ କମ୍ପାନୀ ଏଇଏମ ପରିଦର୍ଶନ କରିଥିଲେ । ଗ୍ଲୋବାଲ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାରେ ଏଇଏମର ଭୂମିକା, ଏହାର ପରିଚାଳନା ଏବଂ ଭାରତ ପାଇଁ ଯୋଜନା ବିଷୟରେ ସେମାନଙ୍କୁ ଅବଗତ କରାଯାଇଥିଲା। ସିଙ୍ଗାପୁର ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରି ଆସୋସିଏସନ ସିଙ୍ଗାପୁରରେ ସେମିକଣ୍ଡକ୍ଟର ଇକୋସିଷ୍ଟମର ବିକାଶ ଏବଂ ଭାରତ ସହ ସହଯୋଗର ସୁଯୋଗ ବିଷୟରେ ସୂଚନା ଦେଇଛି । ଏହି କ୍ଷେତ୍ରର ଅନ୍ୟ କେତେକ ସିଙ୍ଗାପୁର କମ୍ପାନୀର ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ। ସେପ୍ଟେମ୍ବର ୧୧-୧୩, ୨୦୨୪ରେ ଗ୍ରେଟର ନୋଏଡାରେ ଆୟୋଜିତ ହେବାକୁ ଥିବା ସେମିକନ୍ ଇଣ୍ଡିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରିବା ପାଇଁ ପ୍ରଧାନମନ୍ତ୍ରୀ ସିଙ୍ଗାପୁରର ସେମିକଣ୍ଡକ୍ଟର କମ୍ପାନୀଗୁଡିକୁ ଆମନ୍ତ୍ରଣ କରିଥିଲେ ।ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଙ୍କ ବୈଠକ
September 05th, 10:22 am
ଏହି ଆଲୋଚନାରେ ଉଭୟ ନେତା ଭାରତ-ସିଙ୍ଗାପୁର ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । ଦ୍ୱିପାକ୍ଷିକ ସମ୍ପର୍କର ବ୍ୟାପକତା ଏବଂ ଗଭୀରତା ଏବଂ ପ୍ରଚୁର ସମ୍ଭାବନାକୁ ଦୃଷ୍ଟିରେ ରଖି ସେମାନେ ଏହି ସମ୍ପର୍କକୁ ଏକ ବ୍ୟାପକ ରଣନୈତିକ ଭାଗିଦାରୀରେ ପରିଣତ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହା ଭାରତର ଆକ୍ଟ ଇଷ୍ଟ ନୀତିକୁ ମଧ୍ୟ ଏକ ବଡ଼ ପ୍ରୋତ୍ସାହନ ଦେବ । ଅର୍ଥନୈତିକ ସମ୍ପର୍କରେ ସୁଦୃଢ଼ ଅଗ୍ରଗତିର ସମୀକ୍ଷା କରି ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ ପ୍ରବାହକୁ ଆହୁରି ବିସ୍ତାର କରିବାକୁ ନେତାମାନେ ଆହ୍ୱାନ ଦେଇଛନ୍ତି। ଭାରତୀୟ ଅର୍ଥନୀତିରେ ପାଖାପାଖି ୧୬୦ ବିଲିୟନ ଡଲାର ନିବେଶ ସହ ସିଙ୍ଗାପୁର ଭାରତର ଏକ ଅଗ୍ରଣୀ ଅର୍ଥନୈତିକ ସହଯୋଗୀ ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ଭାରତରେ ଦ୍ରୁତ ଏବଂ ନିରନ୍ତର ଅଭିବୃଦ୍ଧି ସିଙ୍ଗାପୁରର ସଂସ୍ଥାଗୁଡିକ ପାଇଁ ବିପୁଳ ପୁଞ୍ଜିନିବେଶ ସୁଯୋଗ ଖୋଲିଛି । ପ୍ରତିରକ୍ଷା ଓ ନିରାପତ୍ତା, ସାମୁଦ୍ରିକ କ୍ଷେତ୍ର ସଚେତନତା, ଶିକ୍ଷା, ଏଆଇ, ଫିନଟେକ୍, ନୂତନ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ର, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ଏବଂ ଜ୍ଞାନ ଭାଗିଦାରୀ କ୍ଷେତ୍ରରେ ରହିଥିବା ସହଯୋଗର ସମୀକ୍ଷା କରିଥିଲେ । ଅର୍ଥନୈତିକ ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ବୃଦ୍ଧି ପାଇଁ ଦୁଇ ଦେଶ ମଧ୍ୟରେ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ଦୁଇ ନେତା ଆହ୍ୱାନ ଦେଇଥିଲେ । ଗ୍ରୀନ୍ କରିଡର ପ୍ରକଳ୍ପକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ସେମାନେ ଆହ୍ୱାନ ଦେଇଥିଲେ।ସିଙ୍ଗାପୁର ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
September 05th, 09:00 am
ଭବ୍ୟ ସ୍ୱାଗତ ପାଇଁ ମୁଁ ଆପଣଙ୍କୁ ବହୁତ ଧନ୍ୟବାଦ ଜଣାଉଛି । ଆପଣ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ହେଉଛି ଆମର ପ୍ରଥମ ସାକ୍ଷାତ । ଆପଣଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମୋର ବିଶ୍ୱାସ ଯେ ୪ଜି ନେତୃତ୍ୱରେ ସିଙ୍ଗାପୁର ଅଧିକ ଦ୍ରୁତ ଗତିରେ ଅଗ୍ରଗତି କରିବ ।PM Modi arrives in Singapore
September 04th, 02:00 pm
PM Modi arrived in Singapore. He will hold talks with President Tharman Shanmugaratnam, Prime Minister Lawrence Wong, Senior Minister Lee Hsien Loong and Emeritus Senior Minister Goh Chok Tong.PM Modi meets innovators who won prizes in the first ever Singapore-India Hackathon
November 15th, 11:30 am
PM Narendra Modi met the innovators who won prizes in the first ever Singapore-India Hackathon. They discussed about their extensive research and work with the Prime Minister.PM Modi meets NCC cadets in Singapore
November 15th, 11:22 am
PM Narendra Modi met the NCC cadets who got the opportunity to visit Singapore as a part of a cadet exchange programme. They shared their memorable learnings and experiences with the Prime Minister.PM’s meetings on the sidelines of East Asia Summit in Singapore
November 14th, 12:35 pm
PM Narendra Modi held talks with several world leaders on the margins of the East Asia Summit in Singapore.ସିଙ୍ଗାପୁର ଫିନଟେକ ଫେଷ୍ଟିଭାଲରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 14th, 10:03 am
ସିଙ୍ଗାପୁର ଫିନଟେକ ଫେଷ୍ଟିଭାଲରେ ପ୍ରଥମ ରାଷ୍ଟ୍ରମୁଖ୍ୟ ଭାବେ ଉଦବୋଧନ ଦେବା ମୋ ପାଇଁ ଏକ ସମ୍ମାନ ।PM Modi arrives in Singapore
November 14th, 07:26 am
PM Narendra Modi arrived in Singapore where he will attend various multilateral and bilateral meetings. The PM will also deliver the keynote address at the Singapore Fintech Festival.ଯୁବ ଉଦ୍ଭାବକ, ଷ୍ଟାର୍ଟ-ଅପ ଉଦ୍ୟୋଗୀଙ୍କ ସହ ଭିଡିଓ ବ୍ରିଜ ଜରିଆରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 06th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ଦେଶର ବିଭିନ୍ନ ସ୍ଥାନରେ ଥିବା ଯୁବ ଉଦ୍ଭାବକ ଏବଂ ଷ୍ଟାର୍ଟ ଅପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରିଛନ୍ତି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ମତ ବିନିମୟ କରିବା – ପ୍ରଧାନମନ୍ତ୍ରୀଙ୍କ ଏହା ଚତୁର୍ଥ କାର୍ଯ୍ୟକ୍ରମ ।Social Media Corner 3rd June 2018
June 03rd, 08:35 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!ସୋସିଆଲ ମିଡିଆ କର୍ଣ୍ଣର ଜୁନ 2, 2018
June 02nd, 07:30 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀ ସିଙ୍ଗାପୁରରେ ଚାଙ୍ଗୀ ନୌସେନା ବେସ ପରିଦର୍ଶନ କରିଛନ୍ତି
June 02nd, 01:46 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି ସିଙ୍ଗାପୁରରେ ଚାଙ୍ଗୀ ନୌସେନା ବେସ ପରିଦର୍ଶନ କରିଛନ୍ତି । ଉଭୟ ଦେଶ ସାମୁଦ୍ରିକ କ୍ଷେତ୍ରରେ ସହଯୋଗ କରୁଛନ୍ତି ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନୌସେନା ପରିଦର୍ଶନ କରିବାର ଲକ୍ଷ୍ୟ ଥିଲା ଭାରତ-ସିଙ୍ଗାପୁର ସାମୁଦ୍ରିକ ସମ୍ପର୍କକୁ ଆହୁରି ମଜବୁତ କରିବା ।ପ୍ରଧାନମନ୍ତ୍ରୀ ମୋଦୀ ସିଙ୍ଗାପୁରରେ ବିଭିନ୍ନ ଧାର୍ମିକ ସ୍ଥଳ ଗସ୍ତ କରିଛନ୍ତି
June 02nd, 12:12 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି ସିଙ୍ଗାପୁରରେ ବିଭିନ୍ନ ଧାର୍ମିକ ସ୍ଥଳ ଗସ୍ତ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ଭାରତୀୟ ଐତିହ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ,ରୂପେ କାର୍ଡର ଉପଯୋଗ କରି ମଧୁବନି ପେଣ୍ଟିଙ୍ଗ କ୍ରୟ କରିଛନ୍ତି
June 02nd, 12:01 pm
ପ୍ରଧାନମନ୍ତ୍ରୀ ମୋଦୀ ଆଜି ସିଙ୍ଗାପୁରରେ ଭାରତୀୟ ଐତିହ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ,ସେଠାରେ ରୂପେ କାର୍ଡର ଉପଯୋଗ କରି ମଧୁବନି ପେଣ୍ଟିଙ୍ଗ କ୍ରୟ କରିଛନ୍ତି ।PM Modi meets US Secretary of Defence in Singapore
June 02nd, 11:02 am
Prime Minister Modi held talks with US Secretary of Defence, Mr. James Mattis in Singapore.