ସ୍ୱିଡେନ ଏବଂ ଯୁକ୍ତରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

April 15th, 08:51 pm

ସ୍ୱିଡେନ ଏବଂ ଯୁକ୍ତରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ଦିଆଗଲା ।

ଡାଭୋସ ବିଶ୍ୱ ଅର୍ଥନୈତିକ ଫୋରମରେ “ବିଖଣ୍ଡିତ ବିଶ୍ଵରେ ସମ୍ମିଳିତ ଭବିଷ୍ୟତର ସଂରଚନା” ବିଷୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ (23, ଜାନୁଆରୀ, 2018)

January 23rd, 05:02 pm

ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ଏହି 48ତମ ବାର୍ଷିକ ବୈଠକରେ ସାମିଲ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି । ସର୍ବପ୍ରଥମେ ମୁଁ ଶ୍ରୀ କ୍ଲଜ ସ୍କ୍ଵାବଙ୍କୁ ତାଙ୍କର ଏହି ପ୍ରୟାସ ପାଇଁ ଏବଂ ବିଶ୍ୱ ଅର୍ଥନୈତିକ ଫୋରମକୁ ଏକ ସଶକ୍ତ ଏବଂ ବ୍ୟାପକ ମଂଚରେ ପରିଣତ କରିବା ଲାଗି ଅନେକ-ଅନେକ ସାଧୁବାଦ ଜଣାଉଛି । ତାଙ୍କର ଦୂରଦୃଷ୍ଟିରେ ଏକ ମହତ୍ୱାକାଂକ୍ଷୀ ଏଜେଣ୍ଡା ରହିଛି ଯାହାର ଉଦ୍ଦେଶ୍ୟ ବିଶ୍ୱର ସ୍ଥିତି ସୁଧାରିବ । ସେ ଏହି ଏଜେଣ୍ଡାକୁ ଆର୍ଥିକ ଏବଂ ରାଜନୈତିକ ବିଚାରରେ ଅତ୍ୟନ୍ତ ଦୃଢ଼ତାର ସହିତ ଯୋଡ଼ିଦେଇଛନ୍ତି । ଏଥିସହିତ ଆମକୁ ସାଦର ସ୍ୱାଗତ-ସତ୍କାର କରିବା ଲାଗି ସ୍ୱିଜରଲାଣ୍ଡ ସରକାର ଏବଂ ଏହାର ନାଗରିକମାନଙ୍କ ପ୍ରତି ନିଜର କୃତଜ୍ଞତା ବ୍ୟକ୍ତ କରିବାକୁ ଚାହୁଁଛି ।

ଡାଭୋସରେ ବିଶ୍ୱର ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ଗୋଲ ଟେବୁଲ ବୈଠକ

January 23rd, 09:41 am

ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ବିଶ୍ୱର ଅନେକ ସିଇଓମାନଙ୍କ ସହ ମତବିନିମୟ କଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସିଇଓଙ୍କୁ ଭାରତର ବିକାଶ ଏବଂ ଭାରତରେ ନିବେଶର ଆକର୍ଷକ ସୁଯୋଗ ଉପରେ କହିଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ

January 23rd, 09:08 am

ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ । ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାର ପ୍ରକ୍ରିୟା ଉପରେ ଆଲୋଚନା ହୋଇଛି ।

Switzerland supports India's bid for Nuclear Suppliers Group

June 06th, 03:50 pm



PM Narendra Modi attends business meeting in Geneva

June 06th, 01:49 pm



PM Modi meets Swiss President, Johann Schneider Ammann

June 06th, 01:00 pm



PM’s upcoming visit to Afghanistan, Qatar, Switzerland, USA and Mexico

June 03rd, 08:42 pm