Cabinet approves opening of 85 new Kendriya Vidyalayas KVs under civil defence sector

December 06th, 08:01 pm

The Cabinet Committee on Economic Affairs, chaired by Prime Minister Narendra Modi approved opening of 85 new Kendriya Vidyalayas under Civil/Defence sector across the country and expansion of one existing KV i.e. KV Shivamogga, District Shivamogga, Karnataka to facilitate increased number of Central Government employees by adding two additional Sections in all the classes under the Kendriya Vidyalaya Scheme (Central Sector Scheme).

ଋଷ ରାଷ୍ଟ୍ରପତିଙ୍କ ସହ ଦ୍ୱିପାକ୍ଷିକ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଘାଟନୀ ମନ୍ତବ୍ୟ

October 22nd, 07:39 pm

ଆପଣଙ୍କ ବନ୍ଧୁତା, ଭବ୍ୟ ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୁଁ ଆନ୍ତରିକ କୃତଜ୍ଞତା ଜଣାଉଛି । ଏହା ମୋ ପାଇଁ ଖୁସିର ବିଷୟ ଯେ ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ମୋତେ କାଜାନ ଭଳି ଏକ ସୁନ୍ଦର ସହରକୁ ଆସିବାର ସୁଯୋଗ ମିଳିଛି । ଏହି ସହର ସହିତ ଭାରତର ଗଭୀର ଏବଂ ଐତିହାସିକ ସମ୍ପର୍କ ରହିଛି । କାଜାନରେ ନୂତନ ଭାରତୀୟ ଦୂତାବାସ ଖୋଲିବା ଦ୍ୱାରା ଏହି ସମ୍ପର୍କ ଆହୁରି ସୁଦୃଢ଼ ହେବ ।

ପରିଣାମଗୁଡ଼ିକର ତାଲିକା: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରୁଷ ଗସ୍ତ

July 09th, 09:59 pm

୨୦୨୪ରୁ ୨୦୨୯ ପର୍ଯ୍ୟନ୍ତ ରୁଷର ସୁଦୂର ପ୍ରାଚ୍ୟରେ ବାଣିଜ୍ୟ, ଆର୍ଥିକ ଓ ପୁଞ୍ଜିନିବେଶ କ୍ଷେତ୍ରରେ ଭାରତ-ରୁଷ ସହଯୋଗର କାର୍ଯ୍ୟକ୍ରମ ଏବଂ ରୁଷର ଆର୍କ୍ଟିକ୍ ଜୋନରେ ସହଯୋଗ ନୀତିର କାର୍ଯ୍ୟକାରିତା

୨୨ତମ ଭାରତ-ରୁଷିଆ ବାର୍ଷିକ ଶିଖର ସମ୍ମିଳନୀର ମିଳିତ ବିବୃତ୍ତି

July 09th, 09:54 pm

ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 22ତମ ଭାରତ -ରୁଷିଆ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ରୁଷୀୟ ସଂଘର ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣକ୍ରମେ ଜୁଲାଇ 8-9, 2024 ରେ ରୁଷୀୟ ସଂଘକୁ ଏକ ସରକାରୀ ଗସ୍ତରେ ଯାଇଥିଲେ ।

୨୦୩୦ ପର୍ଯ୍ୟନ୍ତ ରୁଷ-ଭାରତ ଆର୍ଥିକ ସହଯୋଗର ରଣନୀତିକ କ୍ଷେତ୍ର ବିକାଶ ଉପରେ ନେତାମାନଙ୍କ ମିଳିତ ବିବୃତି

July 09th, 09:49 pm

୮-୯ ଜୁଲାଇ ୨୦୨୪ରେ ରୁଷ ଓ ଭାରତ ମଧ୍ୟରେ ମସ୍କୋରେ ଅନୁଷ୍ଠିତ ୨୨ତମ ବାର୍ଷିକ ଦ୍ୱିପାକ୍ଷିକ ଶିଖର ସମ୍ମିଳନୀ ପରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଳିତ ବିବୃତି ଜାରି କରିଛନ୍ତି ।

ମସ୍କୋରେ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

July 09th, 02:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଋଷ୍‍ରେ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 09th, 11:35 am

ମୁଁ ତୁମର ସ୍ନେହ, ଭଲପାଇବା ଏବଂ ତୁମେ ଏଠାରେ ରହିବାକୁ ନେଇଥିବା ସମୟକୁ ଗଭୀର ପ୍ରଶଂସା କରୁଛି । ମୁଁ ଏକୁଟିଆ ଏଠାକୁ ଆସିନାହିଁ; ମୁଁ ମୋ ସହିତ ବହୁତ କିଛି ଆଣିଛି । ମୁଁ ଭାରତର ମାଟିର ବାସ୍ନା, ୧୪୦ କୋଟି ଦେଶବାସୀଙ୍କ ଭଲପାଇବା ଏବଂ ଆପଣଙ୍କ ପାଇଁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଆଣିଛି । ତୃତୀୟ ଥର ପାଇଁ ନିର୍ବାଚିତ ହେବା ପରେ ପ୍ରବାସୀ ଭାରତୀୟଙ୍କ ସହ ମୋର ପ୍ରଥମ କଥାବାର୍ତ୍ତା ମସ୍କୋରେ ହେଉଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ।

ରୁଷରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

July 09th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷରେ ରହୁଥିବା ଭାରତୀୟ ସମୁଦାୟ ସହ ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀ ଭାରତୀୟମାନେ ସହୃଦୟତା ଓ ସ୍ନେହର ସହିତ ସ୍ୱାଗତ କରିଥିଲେ ।

୨୨ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ମସ୍କୋରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

July 08th, 05:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସରକାରୀ ଗସ୍ତରେ ମସ୍କୋରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନୁକୋଭୋ-୨ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରୁଷର ପ୍ରଥମ ଉପପ୍ରଧାନମନ୍ତ୍ରୀ ଶ୍ରୀ ଡେନିସ ମାନ୍ତୁରୋଭ ସ୍ୱାଗତ କରିବା ସହ ଅନୁଷ୍ଠାନିକ ଭାବେ ସମ୍ବର୍ଦ୍ଧନା ମଧ୍ୟ ଦିଆଯାଇଥିଲା ।

ରୁଷ୍ ମହାସଂଘ ଏବଂ ରିପବ୍ଲିକ ଅଫ୍ ଅଷ୍ଟ୍ରିଆକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ଜୁଲାଇ ୦୮-୧୦, ୨୦୨୪)

July 04th, 05:00 pm

୨୦୨୪ ଜୁଲାଇ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୁଷ୍ ମହାସଂଘ ଏବଂ ରିପବ୍ଲିକ ଅଫ୍ ଅଷ୍ଟ୍ରିଆକୁ ସରକାରୀ ଗସ୍ତରେ ଯିବେ ।

ରୁଷିଆର ମସ୍କୋରେ ଆୟୋଜିତ ୱୁଶୁ ଷ୍ଟାର୍ସ ଚାମ୍ପିୟନଶିପରେ ଭାରତ ପାଇଁ ୧୭ ପଦକ ଜିତିଥିବା ମହିଳା ଆଥଲେଟଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

May 08th, 11:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୁଷିଆର ମସ୍କୋରେ ଆୟୋଜିତ ୱୁଶୁ ଷ୍ଟାର୍ସ ଚାମ୍ପିୟନଶିପରେ ଦେଶ ପାଇଁ ୧୭ ପଦକ ଜିତିଥିବା ଭାରତୀୟ ମହିଳା ଆଥଲେଟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ସାଦିଆ ତାରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

February 26th, 09:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ବିଜୟୀ ସାଦିଆ ତାରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ମସ୍କୋ ବିମାନ ଦୁର୍ଘଟଣାରେ ଜୀବନହାନି ଯୋଗୁଁ ପ୍ରଧାନମନ୍ତ୍ରୀଙ୍କ ଶୋକ

February 11th, 10:40 am

ମସ୍କୋରେ ବିମାନ ଦୁର୍ଘଟଣା ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

PM visits National Crisis Management Centre in Moscow

December 24th, 03:15 pm



PM Modi meets Russian President Vladimir Putin

December 23rd, 11:47 pm



PM Modi arrives in Moscow, Russia

December 23rd, 08:04 pm



PM to visit National Crisis Management Centre in Moscow

December 23rd, 12:46 pm