ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ
September 22nd, 12:06 pm
୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଆନ୍ତର୍ଜାତିକ ଚିନ୍ତା ରୂପରେ ଜନସ୍ୱାସ୍ଥ୍ୟ ଜରୁରୀ ପରିସ୍ଥିତି ଘୋଷଣାକୁ ଦୃଷ୍ଟିରେ ରଖି ଏମପକ୍ସ ସ୍ଥିତି ଉପରେ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 18th, 07:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶ କ୍ରମେ ତାଙ୍କର ପ୍ରମୁଖ ସଚିବ ଡକ୍ଟର ପିକେ ମିଶ୍ର ଦେଶରେ ଏମ-ପକ୍ସ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ଏବଂ ଆନୁସଙ୍ଗିକ ଜନସ୍ୱାସ୍ଥ୍ୟ ପଦକ୍ଷେପର ସମୀକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ ।