ଜାତୀୟ ଏମଏସଏମଇ ପୁରସ୍କାର ୨୦୨୩ ପାଇଁ ନାମାଙ୍କନ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ
April 29th, 08:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜାତୀୟ ଏମଏସଏମଇ ପୁରସ୍କାର ୨୦୨୩ ପାଇଁ ପ୍ରତିଯୋଗୀମାନଙ୍କୁ ନାମାଙ୍କନ ଦାଖଲ ପାଇଁ ଆହ୍ୱାନ ଜଣାଇଛନ୍ତି ।For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.ଜୁନ ୩୦ତାରିଖ ଦିନ ଉଦ୍ୟମୀ ଭାରତ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
June 28th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ, ୩୦, ୨୦୨୨ ପୂର୍ବାହ୍ନ ପ୍ରାୟ ସାଢେ ଦଶଟାବେଳେ, ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ‘ଉଦ୍ୟମୀ ଭାରତ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏମ୍ଏସ୍ଏମ୍ଇ କାର୍ଯ୍ୟକ୍ରମ ସାମର୍ଥ୍ୟ ବୃଦ୍ଧି (ଆରଏସଏମ୍ପି) ଯୋଜନା, ପ୍ରଥମ ଥର ନିମନ୍ତେ ଏମ୍ଏସ୍ଏମ୍ଇ ରପ୍ତାନୀକରୀଙ୍କ ସାମର୍ଥ୍ୟ ଗଠନ (ସିବିଏଫଟିଇ) ଯୋଜନା ଓ ପ୍ରଧାନମନ୍ତ୍ରୀ ନିଯୁକ୍ତି ସୁଯୋଗ ସୃଷ୍ଟି କାର୍ଯ୍ୟକ୍ରମ (ପିଏମ୍ଇଜିପି)ର ନୂତନ ମୌଳିକ ନୀତିର କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ୨୦୨୨-୨୩ ପାଇଁ ପିଏମ୍ଇଜିପି ହିତାଧିକାରୀ ସହାୟତା ଡିଜିଟାଲ ମାଧ୍ୟମରେ ହସ୍ତାନ୍ତର କରିବେ ଓ ୨୦୨୨ ଏମ୍ଏସ୍ଏମଇ ଆଇଡିଆ ହକାଥନର ଫଳାଫଳ ମଧ୍ୟ ଘୋଷଣା କରିବେ । ସେ ମଧ୍ୟ ୨୦୨୨ ଜାତୀୟ ଏମଏସଏମଇ ପୁରସ୍କାର ବିତରଣ କରିବା ସହ ଆତ୍ମନିର୍ଭର ଭାରତ ପାଣ୍ଠି ଅଧୀନରେ ୭୫ ଏମ୍ଏସ୍ଏମ୍ଇଙ୍କୁ ଡିଜିଟାଲ ଇକ୍ୟୁଟି ପ୍ରମାଣପତ୍ର ମଧ୍ୟ ପ୍ରଦାନ କରିବେ ।‘‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ’’ କରିବା ଲାଗି ୮୦୮ ନିୟୁତ ଆମେରିକୀୟ ଡଲାର ଅର୍ଥ ମଞ୍ଜୁର କଲେ କେନ୍ଦ୍ର କ୍ୟାବିନେଟ୍
March 30th, 02:23 pm
‘‘ଏମଏସଏମଇ ପ୍ରଦର୍ଶନ ବଢ଼ାଇବା ଏବଂ ତ୍ୱରାନ୍ୱିତ କରିବା(ଆରଏଏମପି)’’ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୮୦୮ ନିୟୁତ ଆମେରିକୀୟ ଡଲାର, ଅର୍ଥାତ୍ ୬୦୬୨ କୋଟି ୪୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ବିଶ୍ବ ବ୍ୟାଙ୍କ ସହାୟତା କାର୍ଯ୍ୟକ୍ରମ ଅଧୀନରେ ଆରଏଏମପି ଯୋଜନାକୁ ମଞ୍ଜୁରି ମିଳିଛି । ୨୦୦୨୨-୨୩ ଆର୍ଥିକ ବର୍ଷରେ ଏକ ନୂଆ ଯୋଜନା ଆକାରରେ ଆରଏଏମପି ଯୋଜନାର ଶୁଭାରମ୍ଭ କରାଯିବ ।Day by day the Congress is bettering itself when it comes to manufacturing lies: PM Modi in Chhindwara
November 18th, 03:25 pm
Prime Minister Narendra Modi, in his second major rally today, addressed a huge crowd of supporters at Chhindwara, Madhya Pradesh.Similar to his other rally in Chhattisgarh, PM Modi began his speech with a scathing attack on the Congress party for its generations of misrule and misdeeds.PM Modi calls for a ‘Kaamdar Ki Sarkar’ in Madhya Pradesh Elections
November 18th, 03:25 pm
Prime Minister Narendra Modi, in his second major rally today, addressed a huge crowd of supporters at Chhindwara, Madhya Pradesh.Similar to his other rally in Chhattisgarh, PM Modi began his speech with a scathing attack on the Congress party for its generations of misrule and misdeeds.ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 23, 2018
April 23rd, 07:47 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।World market is waiting for us. No need to think our enterprise is small: PM at MSME event in Ludhiana
October 18th, 08:00 pm
India can play a major role in providing strength to global economy that is facing slowdown, Prime Minister Narendra Modi said while exhorting small businesses to make products with zero defect and zero effect on environment. He also stressed upon the need to promote Khadi industry. PM launched the National SC/ST Hub to provide support to entrepreneurs from the community. It will enable central public sector enterprises to fulfill procurement target set by the Government.ଜାତୀୟ ଏସସି/ଏସଟି ଉଦ୍ୟୋଗ କେନ୍ଦ୍ର ଏବଂ ଜିରୋ ଡିଫେକ୍ଟ – ଜିରୋ ଇଫେକ୍ଟ ସ୍କିମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ,
October 18th, 07:59 pm
PM Narendra Modi launched National SC/ST Hub and Zero Defect Zero Effect scheme today. PM Modi distributed Charkhas to 500 women and viewed their exhibits. He said, “Khadi is a priority for us. A Charkha at home brings more income.” The PM said that bringing the poor to the economic mainstream of the country was vital and the country’s progress was directly linked to it.ସୋସିଆଲ ମିଡିଆ କର୍ଣ୍ଣର 18 ଅକ୍ଟୋବର
October 18th, 07:29 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ