
Today, be it major nations or global platforms, the confidence in India is stronger than ever: PM at ET Summit
February 15th, 08:30 pm
PM Modi, while addressing the ET Now Global Business Summit 2025, highlighted India’s rapid economic growth and reforms. He emphasized India’s rise as a global economic leader, crediting transformative policies like the SVAMITVA Yojana and banking reforms. He stressed the importance of a positive mindset, swift justice, and ease of doing business, reaffirming India's commitment to Viksit Bharat.
PM Modi addresses the ET Now Global Business Summit 2025
February 15th, 08:00 pm
PM Modi, while addressing the ET Now Global Business Summit 2025, highlighted India’s rapid economic growth and reforms. He emphasized India’s rise as a global economic leader, crediting transformative policies like the SVAMITVA Yojana and banking reforms. He stressed the importance of a positive mindset, swift justice, and ease of doing business, reaffirming India's commitment to Viksit Bharat.
ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 04th, 07:00 pm
ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 04th, 06:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।For 10 years, AAP-da leaders sought votes on the same false promises. But now, Delhi will no longer tolerate these lies: PM
February 02nd, 01:10 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.PM Modi Addresses Enthusiastic Crowd in Delhi’s RK Puram, Calls for Historic BJP Mandate
February 02nd, 01:05 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.କେନ୍ଦ୍ର ବଜେଟ୍ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 01st, 03:00 pm
ଆଜି ଭାରତର ବିକାଶ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ! ଏହା 140 କୋଟି ଭାରତୀୟଙ୍କ ଆକାଂକ୍ଷାର ବଜେଟ୍, ପ୍ରତ୍ୟେକ ଭାରତୀୟଙ୍କ ସ୍ୱପ୍ନକୁ ପୂରଣ କରିବା ପାଇଁ ଏହା ଏକ ବଜେଟ୍। ଆମେ ଯୁବକମାନଙ୍କ ପାଇଁ ଅନେକ କ୍ଷେତ୍ର ଉନ୍ମୁକ୍ତ କରିଛୁ। ସାଧାରଣ ନାଗରିକ ବିକଶିତ ଭାରତର ଅଭିଯାନକୁ ଆଗେଇ ନେବାକୁ ଯାଉଛନ୍ତି। ଏହି ବଜେଟ୍ ବହୁ ଶକ୍ତି ଗୁଣକ। ଏହି ବଜେଟ୍ ସଞ୍ଚୟ ବୃଦ୍ଧି କରିବ, ନିବେଶ ବୃଦ୍ଧି କରିବ, ଉପଭୋଗ ବୃଦ୍ଧି କରିବ ଏବଂ ଅଭିବୃଦ୍ଧିକୁ ମଧ୍ୟ ତ୍ୱରାନ୍ୱିତ କରିବ। ମୁଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଜୀ ଏବଂ ତାଙ୍କ ସମଗ୍ର ଟିମକୁ ଏହି ଜନତା ଜନାର୍ଦନଙ୍କ ବଜେଟ୍, ପିପୁଲ୍ସ ବଜେଟ୍ ପାଇଁ ବହୁତ ବହୁତ ଅଭିନନ୍ଦନ ଜଣାଉଛି।କେନ୍ଦ୍ର ବଜେଟ୍ ୨୦୨୫-୨୬ ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
February 01st, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ର ବଜେଟ୍ ୨୦୨୫-୨୬ ଉପରେ ନିଜର ମନ୍ତବ୍ୟ ଦେଇଛନ୍ତି। ଆଜି ଭାରତର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟକୁ ଚିହ୍ନିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ବଜେଟରେ ୧୪୦ କୋଟି ଭାରତୀୟଙ୍କ ଆକାଂକ୍ଷା ପ୍ରତିଫଳିତ ହୋଇଛି ଏବଂ ପ୍ରତ୍ୟେକ ନାଗରିକଙ୍କ ସ୍ୱପ୍ନ ପୂରଣ ହୋଇଛି। ସେ ଦର୍ଶାଇଛନ୍ତି ଯେ ଯୁବକମାନଙ୍କ ପାଇଁ ବଜେଟରେ ଅନେକ କ୍ଷେତ୍ର ଓ ସୁଯୋଗ ଖୋଲାଯାଇଛି ଏବଂ ସାଧାରଣ ନାଗରିକଙ୍କୁ ଏହା ବିକଶିତ ଭାରତ ଯାତ୍ରାରେ ସାମିଲ କରିବ । ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ଯେ ଏହି ବଜେଟ୍ ହେଉଛି ଏକ ବୃହତ ଶକ୍ତି, ଯାହା ସଞ୍ଚୟ, ବିନିଯୋଗ, ବ୍ୟବହାର ଏବଂ ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବ। ସେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ତାଙ୍କ ଟିମ୍କୁ ଏହି ‘ଲୋକଙ୍କ ବଜେଟ୍’ ପାଇଁ ଅଭିନନ୍ଦନ ଜଣାଇଛନ୍ତି ।India's youth are a force for global good: PM Modi at NCC Rally
January 27th, 05:00 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”PM Modi addresses the annual NCC PM Rally
January 27th, 04:30 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 02:15 pm
ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 12th, 02:00 pm
ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 11:00 am
ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।"ଏକ ବର୍ଷ - ଫଳାଫଳ ଉତ୍କର୍ଷ" ଏବଂ ରାଜସ୍ଥାନର ଜୟପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:05 pm
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶରୁ ବିଶେଷ ଭାବେ ଏଠାକୁ ଆସିଥିବା ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜୀ, ଯିଏ କେନ୍ଦ୍ରର ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ ଶ୍ରୀମାନ ସିଂ। ଆର ପାଟିଲ ଜୀ, ଭାଗୀରଥ ଚୌଧୁରୀ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଭୈରବଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ରାଜସ୍ଥାନର ବିଧାୟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ରାଜସ୍ଥାନର ମୋର ପ୍ରିୟ ଭାଇ ଭଉଣୀମାନେ। ଏବଂ ଭର୍ଚୁଆଲ ମାଧ୍ୟମରେ ଆମ ସହିତ ଯୋଡି ହୋଇଥିବା ଆମର ରାଜସ୍ଥାନର ହଜାର ହଜାର ପଞ୍ଚାୟତରେ ଏକାଠି ହୋଇଥିବା ମୋର ସମସ୍ତ ଭାଇ ଭଉଣୀ ମାନେ ଆମ ସହିତ ଭର୍ଚୁଆଲ ଭାବରେ ଯୋଡ଼ି ହୋଇଛନ୍ତି।ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ - ପରିଣାମ ଉତ୍କର୍ଷ'ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ-ପରିଣାମ ଉତ୍କର୍ଷ'ରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ରାଜସ୍ଥାନ ସରକାର ଏକ ବର୍ଷ ସଫଳତାର ସହ ପୂରଣ କରିଥିବାରୁ ରାଜସ୍ଥାନ ସରକାର ଏବଂ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଏକାଠି ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଆଶୀର୍ବାଦ ଲାଭ କରିଥିବାରୁ ସେ ଭାଗ୍ୟବାନ ବୋଲି କହିଛନ୍ତି। ରାଜସ୍ଥାନର ବିକାଶମୂଳକ କାର୍ଯ୍ୟକୁ ଏକ ନୂତନ ଦିଗ ଓ ଗତି ଦେବା ପାଇଁ ନିଆଯାଇଥିବା ପ୍ରୟାସ ନିମନ୍ତେ ଶ୍ରୀ ମୋଦୀ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମକୁ ପ୍ରଶଂସା କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଥମ ବର୍ଷ ଆଗାମୀ ଅନେକ ବର୍ଷର ବିକାଶ ପାଇଁ ଏକ ମଜଭୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ କେବଳ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ହେବାର ପ୍ରତୀକ ନୁହେଁ, ବରଂ ରାଜସ୍ଥାନର ଉଜ୍ଜ୍ୱଳତା ଏବଂ ରାଜସ୍ଥାନର ବିକାଶର ପର୍ବର ପ୍ରତୀକ । ନିକଟରେ ରାଇଜିଂ ରାଜସ୍ଥାନ ଶିଖର ସମ୍ମିଳନୀ ୨୦୨୪ ଗସ୍ତକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ସେଠାରେ ସମଗ୍ର ବିଶ୍ୱର ଅନେକ ନିବେଶକ ଉପସ୍ଥିତ ଥିଲେ ଏବଂ ଆଜି ୪୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନରେ ଜଳକୁ ନେଇ ସାମନା କରୁଥିବା ପ୍ରତିବନ୍ଧକ ଗୁଡ଼ିକର ଉପଯୁକ୍ତ ସମାଧାନ ପ୍ରଦାନ କରିବ ଏବଂ ରାଜସ୍ଥାନକୁ ଭାରତର ସବୁଠାରୁ ଭଲ ଭାବରେ ସଂଯୋଜିତ ରାଜ୍ୟରେ ପରିଣତ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକ ଅଧିକ ନିବେଶକଙ୍କୁ ଆମନ୍ତ୍ରଣ କରିବ, ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ପର୍ଯ୍ୟଟନ କ୍ଷେତ୍ରକୁ ସୁଦୃଢ଼ କରିବ ଏବଂ ରାଜସ୍ଥାନର କୃଷକ, ମହିଳା ଏବଂ ଯୁବକମାନଙ୍କୁ ଉପକୃତ କରିବ ।