RJD and Congress’ alliance doesn't care about country's constitution or democracy: PM in Araria
April 26th, 01:05 pm
Prime Minister Narendra Modi addressed a public meeting in Araria, Bihar, where he emphasized the importance of the ongoing elections and highlighted the achievements of the NDA government.Fight is between NDA’s ‘Santushtikaran model’ & INDI alliance’s 'Tushtikaran model': PM in Munger
April 26th, 01:05 pm
Prime Minister Narendra Modi addressed public meeting Munger, Bihar, where he emphasized the importance of the ongoing elections and highlighted the achievements of the NDA government.PM Modi addresses public meetings in Araria and Munger, Bihar
April 26th, 12:45 pm
Prime Minister Narendra Modi addressed public meetings in Araria and Munger, Bihar, where he emphasized the importance of the ongoing elections and highlighted the achievements of the NDA government.ବିହାରରେ ବହୁମୁଖୀ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 15th, 12:01 pm
ସାଥୀଗଣ, ଆଜି ଯେଉଁ 4ଟି ଯୋଜନାଗୁଡିକର ଉଦଘାଟନ ହେଉଛି, ସେଥିରେ ପାଟନା ସହରର ବେଉରୁ ଏବଂ କରମ-ଲୀଚକମେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଳାଣ୍ଟ ବ୍ୟତୀତ ଅମୃତ ଯୋଜନା ଅଧୀନରେ ସୀୱାନ ଏବଂ ଛପରାରେ ଜଳ ସହିତ ଜଡିତ ପ୍ରକଳ୍ପଗୁଡିକ ମଧ୍ୟ ସାମିଲ ହୋଇଛି । ଏହା ସହିତ ମୁଙ୍ଗେର ଏବଂ ଜମାଲପୁରରେ ଜଳ ସଙ୍କଟକୁ ଦୂର କରିବା ଭଳି ଜଳ ଯୋଗାଣ ପରିଯୋଜନାଗୁଡିକ ଓ ମୁଜଫରପୁରରେ ନମାମୀ ଗଙ୍ଗେ ଅଧୀନରେ ରିଭର ଫ୍ରଣ୍ଟ ବିକାଶ ଯୋଜନାର ମଧ୍ୟ ଆଜି ଶିଳାନ୍ୟାସ କରାଯାଇଛି । ସହରୀ ଗରିବ, ସହରରେ ରହୁଥିବା ମଧ୍ୟମ ବର୍ଗର ସାଥୀମାନଙ୍କ ଜୀବନକୁ ସହଜ ଓ ସରଳ କରିବା ପାଇଁ ଏହି ନୂତନ ସୁବିଧାଗୁଡିକ ନିମନ୍ତେ ବହୁତ-ବହୁତ ଅଭିନନ୍ଦନ ।ବିହାରରେ ‘ନମାମି ଗଙ୍ଗେ’ ଓ ‘ଅମୃତ’ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରରେ କାର୍ଯ୍ୟକାରୀ ହେଉଥିବା ନମାମି ଗଙ୍ଗେ ଓ ଅମୃତ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଉଦ୍ଘାଟନ କରିଛନ୍ତି । ଆଜି ଉଦ୍ଘାଟିତ 4ଟି ପ୍ରକଳ୍ପରେ ରହିଛି ପାଟନା ସହରର ବେଉର ଓ କରମ-ଲିଛକ୍ର ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଏବଂ ଅମୃତ ଯୋଜନାରେ ସିୱାନ ଓ ଛାପ୍ରାର ଦୁଇଟି ଜଳପ୍ରକଳ୍ପ । ଏହାଛଡା ପ୍ରଧାନମନ୍ତ୍ରୀ ମୁଙ୍ଗେର ଏବଂ ଜମାଲପୁରରେ ଦୁଇଟି ଜଳଯୋଗାଣ ପ୍ରକଳ୍ପର ଶୁଭ ଦେଇଥିବାବେଳେ ମୁଜାଫରପୁରଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମରେ ଏକ ରିଭରଫ୍ରଣ୍ଟ ବିକାଶ ଯୋଜନାର ଶିଳାନ୍ୟାସ କରିଛନ୍ତି ।ସେପ୍ଟେମ୍ବର 15ରେ ସହରାଞ୍ଚଳ ଭିତ୍ତିଭୂମି ସହ ଜଡିତ ବିହାରର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 14th, 02:45 pm
ସହରାଞ୍ଚଳ ଭିତ୍ତିଭୂମି ସହ ଜଡ଼ିତ ବିହାରର 7ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 15ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିବେ । ଏଥିରେ ଚାରିଟି ଜଳଯୋଗାଣ ପ୍ରକଳ୍ପ, ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ରକଳ୍ପ ଓ ଗୋଟିଏ ରିଭରଫ୍ରଣ୍ଟ ବିକାଶ ପ୍ରକଳ୍ପ ସାମିଲ ରହିଛି । ପ୍ରକଳ୍ପଗୁଡ଼ିକରେ 541 କୋଟି ଟଙ୍କା ବିନିଯୋଗ ହେବ । ବିହାରର ନଗର ଉନ୍ନୟନ ଓ ନିର୍ମାଣ ବିଭାଗ ଅଧୀନ ବିଡକୋ ଏସବୁ ପ୍ରକଳ୍ପର କାର୍ଯ୍ୟାନ୍ୱୟନ କରିବ । ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।The nerve centre of India's development lies in eastern India: PM Modi
March 12th, 03:52 pm
PM unveils plaques for railway bridge projects in Bihar
March 12th, 03:51 pm
Bihar can no more tolerate Jungle-Raj, what it needs is Vikas-Raj: PM Modi
October 08th, 04:33 pm
NDA's message is development, it is Vikasraj vs Jungleraj in Bihar: PM’s address at a public meeting in Munger
October 08th, 12:00 pm