ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।The jungle raj of the RJD pushed Bihar back for decades: PM Modi in Muzaffarpur
May 13th, 10:51 am
In his second rally of the day in Muzaffarpur, PM Modi remarked, “This is a country's election, a choice to elect the country's leadership. The country does not want a weak, cowardly, and unstable government like the Congress. You can imagine... these are such frightened people, even in their dreams, they see Pakistan's nuclear bombs coming. Congress leaders, and leaders of the 'INDI Alliance,' what kind of statements are they making? Saying that Pakistan hasn't worn bangles. Someone is giving Pakistan a clean chit in the Mumbai attacks. Someone is questioning surgical and air strikes... Leftists even want to eliminate India's nuclear weapons altogether. Can such selfish people make tough decisions for national security? Can such parties build a strong India?”PM Modi energizes crowds in Hajipur, Muzaffarpur and Saran, Bihar, with his powerful words
May 13th, 10:30 am
Hajipur, Muzaffarpur and Saran welcomed Prime Minister Narendra Modi with great enthusiasm, today. Addressing the massive gathering in Bihar, PM Modi emphasized BJP’s unwavering dedication to building a Viksit Bharat and Viksit Bihar. He assured equal participation in decision-making for all.ପ୍ରଧାନମନ୍ତ୍ରୀ ବିହାରର ଏକ କାରଖାନାରେ ବଏଲର ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି
December 26th, 09:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଜାଫରପୁରର ଏକ କାରଖାନାରେ ବଏଲର ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।To save Bihar and make it a better state, vote for NDA: PM Modi in Patna
October 28th, 11:03 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Patna today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.Bihar will face double whammy if proponents of 'jungle raj' return to power during pandemic: PM Modi in Muzzafarpur
October 28th, 11:02 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Muzaffarpur today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.PM Modi addresses public meetings in Darbhanga, Muzaffarpur and Patna
October 28th, 11:00 am
Amidst the ongoing election campaign in Bihar, PM Modi’s rally spree continued as he addressed public meetings in Darbhanga, Muzaffarpur and Patna today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.ସେପ୍ଟେମ୍ବର 15ରେ ସହରାଞ୍ଚଳ ଭିତ୍ତିଭୂମି ସହ ଜଡିତ ବିହାରର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 14th, 02:45 pm
ସହରାଞ୍ଚଳ ଭିତ୍ତିଭୂମି ସହ ଜଡ଼ିତ ବିହାରର 7ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 15ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରିବେ । ଏଥିରେ ଚାରିଟି ଜଳଯୋଗାଣ ପ୍ରକଳ୍ପ, ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ରକଳ୍ପ ଓ ଗୋଟିଏ ରିଭରଫ୍ରଣ୍ଟ ବିକାଶ ପ୍ରକଳ୍ପ ସାମିଲ ରହିଛି । ପ୍ରକଳ୍ପଗୁଡ଼ିକରେ 541 କୋଟି ଟଙ୍କା ବିନିଯୋଗ ହେବ । ବିହାରର ନଗର ଉନ୍ନୟନ ଓ ନିର୍ମାଣ ବିଭାଗ ଅଧୀନ ବିଡକୋ ଏସବୁ ପ୍ରକଳ୍ପର କାର୍ଯ୍ୟାନ୍ୱୟନ କରିବ । ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।ପେଟ୍ରୋଲିୟମ କ୍ଷେତ୍ରରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ
September 13th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ବିହାରର ତିନୋଟି ପ୍ରମୁଖ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଆଜି (13.09.2020) ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ହେଲା, ହଳଦିଆ – ଦୁର୍ଗାପୁର ପାଇପଲାଇନ ଅନ୍ତର୍ଗତ ଦୁର୍ଗାପୁର ବାଙ୍କା ସେକ୍ସନ ଏବଂ ଦୁଇଟି ଏଲପିଜି ବଟଲିଙ୍ଗ ପ୍ଳାଣ୍ଟ । ସେଗୁଡିକ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ଅଧିନସ୍ଥ ଭାରତୀୟ ତୈଳ ନିଗମ ଓ ଏଚପିସିଏଲରେ କମିଶନଭୁକ୍ତ ଅଛନ୍ତି ।By asking for old days, does Nitish Kumar want days of kidnappings, crimes against dalits & women back? - PM Modi in Bihar
October 30th, 12:19 pm
Text of PM's address at Parivartan Rally in Muzaffarpur, Bihar
July 25th, 07:23 pm
PM addresses Parivartan Rally in Muzaffarpur
July 25th, 06:11 pm
NaMo in Muzzafarpur: A synopsis of Shri Narendra Modi's vision for a developed Bihar from Hunkar Rally
March 07th, 11:46 am
NaMo in Muzzafarpur: A synopsis of Shri Narendra Modi's vision for a developed Bihar from Hunkar Rally