India has not given world 'Yuddha', but Buddha: PM Modi at International Abhidhamma Divas

October 17th, 10:05 am

PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.

ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 17th, 10:00 am

ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।

ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି

October 10th, 05:42 pm

10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍‌ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

ନିର୍ବାଚନରେ ବିଜୟ ପାଇଁ ଦ ଅଙ୍ଗ ସାନ ସୁ କୀ ଏବଂ ଏନଏଲଡିକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 12th, 10:56 pm

ମିଆଁମାରରେ ନିର୍ବାଚନରେ ବିଜୟୀ ହୋଇଥିବାରୁ ଦ ଅଙ୍ଗ ସାନ ସୁ କୀ ଏବଂ ଏନଏଲଡିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

Historic decisions taken by Cabinet to boost infrastructure across sectors

June 24th, 04:09 pm

Union Cabinet chaired by PM Narendra Modi took several landmark decisions, which will go a long way providing a much needed boost to infrastructure across sectors, which are crucial in the time of pandemic. The sectors include animal husbandry, urban infrastructure and energy sector.

Telephone conversation between Prime Minister and State Counsellor of Myanmar Daw Aung San Suu Kyi

April 30th, 04:15 pm

PM Narendra Modi had a telephonic conversation with Aung San Suu Kyi, the State Counsellor of Myanmar. The PM conveyed India's readiness to provide all possible support to Myanmar for mitigating the health and economic impact of COVID-19.

ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ବିନିମୟ ହୋଇଥିବା ରାଜିନାମା

February 27th, 03:23 pm

ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ବିନିମୟ ହୋଇଥିବା ରାଜିନାମା

ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତି

February 27th, 03:22 pm

ମିଆଁମାର ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଫେବୃଆରୀ 26-29, 2020) କାଳରେ ଭାରତ – ମିଆଁମାର ପକ୍ଷରୁ ଜାରି ମିଳିତ ବିବୃତ୍ତି

ମିଆଁମାର ରାଷ୍ଟ୍ର ପରାମର୍ଶଦାତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

November 03rd, 06:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର 3, 2019ରେ ଆୟୋଜିତ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ମିଆଁମାରର ରାଷ୍ଟ୍ରୀୟ ପରାମର୍ଶଦାତା ଅଙ୍ଗ ସାନ ସୁ କିଙ୍କୁ ଭେଟିଛନ୍ତି । ସେପ୍ଟେମ୍ବର 2017ରେ ମିଆଁମାରକୁ ତାଙ୍କ ଗସ୍ତ ଏବଂ ଜାନୁଆରୀ 2018ରେ ଆସିଆନ-ଭାରତ ସ୍ମାରକୀ ସମ୍ମିଳନୀ ସମୟରେ ରାଷ୍ଟ୍ର ପରାମର୍ଶଦାତାଙ୍କ ଗସ୍ତ ସମ୍ବନ୍ଧରେ ସ୍ମରଣ କରି ନେତାମାନେ ଦୁଇ ଦେଶର ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀରେ ହୋଇଥିବା ବିକାଶ ନେଇ ସନ୍ତୋଷ ପ୍ରକାଶ କରିଥିଲେ।

"ମିଆଁମାରର ପ୍ରତିରକ୍ଷା ସେବାରର କମାଣ୍ଡର-ଇନ-ଚିଫ ସିନିୟର ଜେନେରାଲ ମିନ ଔଙ୍ଗ ହଲେଙ୍ଗ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହିତ ସାକ୍ଷାତ କରୁଛନ୍ତି "

July 29th, 07:58 pm

ମିଆଁମାରର ପ୍ରତିରକ୍ଷା ସେବାରର କମାଣ୍ଡର-ଇନ-ଚିଫ ସିନିୟର ଜେନେରାଲ ମିନ ଔଙ୍ଗ ହଲେଙ୍ଗ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ସାକ୍ଷାତ କରୁଛନ୍ତି ।

ଲଣ୍ଡନରେ ‘ଭାରତ କି ବାତ ସବକେ ସାଥ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ମତ ବିନିୟମ

April 19th, 05:15 am

ପ୍ରସୂନ ଯୋଶୀ-ମୋଦୀଜୀ ଆମ ସମସ୍ତେ ଜାଣିଛୁ ଯେ ଆପଣ ଅନେକ ବ୍ୟସ୍ତ କାର୍ଯ୍ୟକ୍ରମ ମଧ୍ୟରୁ ସମୟ ବାହାର କରି ଏଠାକୁ ଆସିଛନ୍ତି ଏବଂ ଆମେ ଆପଣଙ୍କର ଅଳ୍ପ କିଛି ସମୟ ଚୋରି କରିଛୁ । ପ୍ରଥମେ ଆପଣଙ୍କୁ ଅନେକ, ଅନେକ ଧନ୍ୟବାଦ ।

ଲଣ୍ଡନରେ ‘ଭାରତ କି ବାତ୍ ସବ୍ କେ ସାଥ୍’ କାର୍ଯ୍ୟକ୍ରମରେ ବିଶ୍ୱର ବିଭିନ୍ନ ଅଂଶଗ୍ରହଣକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

April 18th, 09:49 pm

ଗ୍ରେଟ ବ୍ରିଟେନର ଲଣ୍ଡନଠାରେ ଅନୁଷ୍ଠିତ ‘ଭାରତ କି ବାତ୍ ସବ୍ କେ ସାଥ୍’ କାର୍ଯ୍ୟକ୍ରମରେ ବିଶ୍ୱର ଭିନ୍ନ ଭିନ୍ନ ସ୍ଥାନରୁ ଯୋଗ ଦେଇଥିବା ଜନତାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାବ ବିନିମୟ କରିଥିଲେ ।

PM Modi congratulates HE U Win Myint on his election as President of Myanmar

March 28th, 05:44 pm

PM Modi today congratulated HE U Win Myint on his election as President of the Republic of the Union of Myanmar. In a tweet, the PM said, “Warmest congratulations and good wishes to His Excellency U Win Myint on his election as President of the Republic of the Union of Myanmar. Look forward to working with him on strengthening India-Myanmar relations.”

ଆସିଆନ-ଭାରତ: ସମ୍ମିଳିତ ମୂଲ୍ୟବୋଧ, ସମାନ ଭବିଷ୍ୟତ- ନରେନ୍ଦ୍ର ମୋଦୀ

January 26th, 05:48 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିଆନ-ଭାରତ ଭାଗିଦାରୀ ସମ୍ପର୍କରେ “ଆସିଆନ-ଭାରତ : ସମ୍ମିଳିତ ମୂଲ୍ୟବୋଧ, ସମାନ ଭବିଷ୍ୟତ” ଶୀର୍ଷକ ଲେଖାରେ ନିଜର ଦୃଷ୍ଟିକୋଣକୁ ଅବଗତ କରାଇଛନ୍ତି । ଏହି ଲେଖା ଆସିଆନ ସଦସ୍ୟ ରାଷ୍ଟ୍ରଗୁଡ଼ିକର ପ୍ରମୁଖ ଦୈନିକ ସମ୍ବାଦପତ୍ରର ସମ୍ପାଦକୀୟ ପୃଷ୍ଠା ମଣ୍ଡନ କରିଛି । ଏହି ଲେଖାର ବିସ୍ତୃତ ପାଠ ନିମ୍ନରେ ପ୍ରଦତ୍ତ ହେଲା ।

ଆସିଆନ-ଭାରତ ସ୍ମାରକୀ ସମ୍ମିଳନୀ ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ

January 24th, 10:07 pm

ଭାରତ-ଆସିଆନ ଭାଗିଦାରୀତାର 25 ବର୍ଷ ପାଳନ ନିମନ୍ତେ ଅନୁଷ୍ଠିତ ହେଉଥିବା ଆସିଆନ-ଭାରତ ସ୍ମାରକୀ ସମ୍ମିଳନୀ (ଏଆଇସିଏସ)ର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଆଁମାରର ରାଷ୍ଟ୍ରୀୟ କାଉନସେଲର ଡ. ଅଙ୍ଗ ସାନ ସୁ କି, ଭିଏତନାମର ପ୍ରଧାନମନ୍ତ୍ରୀ ଶ୍ରୀ ଙ୍ଗୁଏନ ଜୁଆନ ଫୁକ ଏବଂ ଫିଲିପାଇନ୍ସର ରାଷ୍ଟ୍ରପତି ଶ୍ରୀ ରୋଡ୍ରିଗୋ ରୋଆ ଦୁତେର୍ତେଙ୍କ ସହ ବୁଧବାର ଦିନ ଭିନ୍ନ ଭିନ୍ନ ଦ୍ୱିପାକ୍ଷିକ ବୈଠକେରେ ଭାଗ ନେଇଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ୟଙ୍ଗୁନ ସ୍ଥିତ କାଲିବାଡି ମନ୍ଦିରରେ ପୂଜାର୍ଚନା କଲେ

September 07th, 11:21 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୟଙ୍ଗୁନ ସ୍ଥିତ କାଲିବାଡି ମନ୍ଦିରରେ ପୂଜାର୍ଚନା କଲେ ।

ପ୍ରଧାନମନ୍ତ୍ରୀ ମୋଦୀ ମିଆଁମାରରେ ସ୍ୱେଡାଗୋନ ପଗୋଡା ପରିଦର୍ଶନ କଲେ

September 07th, 09:53 am

ପ୍ରଧାନମନ୍ତ୍ରୀ ମୋଦୀ ଆଜି ମିଆଁମାରରେ ସ୍ୱେଡାଗୋନ ପଗୋଡା ପରିଦର୍ଶନ କଲେ । 2500 ବର୍ଷ ପୁରୁଣା ପଗୋଡାକୁ ମିଆଁମାରର ସାଂସ୍କୃତିକ ଐତିହ୍ୟର ଶିଖର ବୋଲି ବିଚାର କରାଯାଏ ।

India-Myanmar Joint Statement issued on the occasion of the State Visit of Prime Minister of India to Myanmar

September 06th, 10:26 pm

At the invitation of H.E. U Htin Kyaw, President of the Republic of the Union of Myanmar, Shri Narendra Modi, Prime Minister of the Republic of India, is paying his first bilateral State visit to the Republic of the Union of Myanmar from 5th to 7th September 2017. The visit is part of the continuing high level interaction between the leaders of the two countries and follows successive State visits to India last year by H.E. President U Htin Kyaw and H.E. State Counsellor Daw Aung San Suu Kyi.

We are not merely reforming India but are transforming India: PM Modi

September 06th, 07:13 pm

PM Modi today interacted with the Indian community in Yangoon, Myanmar. Speaking at the event, PM Modi said, “We are not merely reforming India but are transforming India, a new India is being built.” On demonetisation, the PM said, We have not shied away from taking decisions that are tough. For us, the nation is bigger than politics.