Mahayuti in Maharashtra, BJP-NDA in the Centre, this means double-engine government in Maharashtra: PM Modi in Chimur
November 12th, 01:01 pm
Campaigning in Maharashtra has gained momentum, with PM Modi addressing a public meeting in Chimur. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.Congress has always followed the formula of divide and get power: PM Modi
October 09th, 01:09 pm
The Prime Minister, Shri Narendra Modi laid the foundation stone for various development projects in Maharashtra worth over Rs 7600 crore via video conference today. The projects of today include the foundation stone laying of the upgradation of Dr Babasaheb Ambedkar International Airport, Nagpur and the New Integrated Terminal Building at Shirdi Airport. Shri Modi also launched the operationalization of 10 Government Medical Colleges in Maharashtra and inaugurated the Indian Institute of Skills (IIS), Mumbai and Vidya Samiksha Kendra (VSK) of Maharashtra.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି
October 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୭୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ନାଗପୁରସ୍ଥିତ ଡକ୍ଟର ବାବାସାହେବ ଆମ୍ବେଦକର ଅନ୍ତର୍ଜାତୀୟ ବିମାନବନ୍ଦରର ଉନ୍ନତିକରଣ ଏବଂ ଶିରିଡି ବିମାନବନ୍ଦରରେ ନୂତନ ସମନ୍ୱିତ ଟର୍ମିନାଲ କୋଠାର ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ମହାରାଷ୍ଟ୍ରର ୧୦ଟି ସରକାରୀ ମେଡିକାଲ କଲେଜ କାର୍ଯ୍ୟର ଶୁଭାରମ୍ଭ କରିବା ସହ ମୁମ୍ବାଇର ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ସ୍କିଲ୍ସ (ଆଇଆଇଏସ୍) ଏବଂ ମହାରାଷ୍ଟ୍ରର ବିଦ୍ୟା ସମୀକ୍ଷା କେନ୍ଦ୍ର (ଭିଏସକେ)ର ଉଦଘାଟନ କରିଥିଲେ ।ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।The INDI Alliance struggles with a lack of substantial issues: PM Modi in Wardha
April 19th, 06:00 pm
Prime Minister Narendra Modi attended & addressed a public meeting in Wardha, Maharashtra. The PM was enamoured by the audience. The PM too showered his love and admiration on the crowd.Enthusiasts of Wardha, Maharashtra welcome PM Modi at a public meeting
April 19th, 05:15 pm
Prime Minister Narendra Modi attended & addressed a public meeting in Wardha, Maharashtra. The PM was enamoured by the audience. The PM too showered his love and admiration on the crowd.The people of Maharashtra must vote for the country's unity &progress, cautioning against the divisive agenda of opportunistic alliances: PM Modi in Ramtek
April 10th, 06:30 pm
Prime Minister Narendra Modi addressed a spirited public gathering in Ramtek, Maharashtra. He began his address by expressing gratitude and reverence towards the esteemed leaders and historical figures who have contributed to the rich cultural heritage of the region. PM Modi paid homage to revered figures like Baba Jumdevji, Gond Raja Bakht Buland Shah, and Baba Saheb Ambedkar, acknowledging their invaluable contributions to society.PM Modi addresses a public meeting in Ramtek, Maharashtra
April 10th, 06:00 pm
Prime Minister Narendra Modi addressed a spirited public gathering in Ramtek, Maharashtra. He began his address by expressing gratitude and reverence towards the esteemed leaders and historical figures who have contributed to the rich cultural heritage of the region. PM Modi paid homage to revered figures like Baba Jumdevji, Gond Raja Bakht Buland Shah, and Baba Saheb Ambedkar, acknowledging their invaluable contributions to society.ତେଲଙ୍ଗାନାର ମହବୁବନଗରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 01st, 02:43 pm
ତେଲଙ୍ଗାନାର ରାଜ୍ୟପାଳ ତମିଲସାଇ ସୌନ୍ଦରାରାଜନ ମହୋଦୟା, କେନ୍ଦ୍ର ସରକାରରେ ମୋର ସହଯୋଗୀ ମନ୍ତ୍ରୀ, ଜି. କିଶନ ରେଡ୍ଡୀ ମହାଶୟ, ସଂସଦରେ ମୋର ସାଥୀ ଶ୍ରୀମାନ ସଂଜୟ କୁମାର ବଣ୍ଡୀ ମହାଶୟ, ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ, ନମସ୍କାର !ତେଲଙ୍ଗାନାର ମହବୁବନଗରରେ ପ୍ରଧାନମନ୍ତ୍ରୀ ୧୩,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
October 01st, 02:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲଙ୍ଗାନାର ମହବୁବନଗରରେ ୧୩,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେସବୁକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ସଡ଼କ, ରେଳ, ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍ ଏବଂ ଉଚ୍ଚ ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଏହି ବିକାଶ ପ୍ରକଳ୍ପ ଗୁଡିକରେ ଅନ୍ତର୍ଭୁକ୍ତ ହୋଇଛି । ଏହି କାର୍ଯ୍ୟକ୍ରମ ଅବସରରେ , ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଏକ ଟ୍ରେନ୍ ସେବାକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଅକ୍ଟୋବର ପହିଲା ଦିନ ପ୍ରଧାନମନ୍ତ୍ରୀଙ୍କ ତେଲଙ୍ଗାନା ଗସ୍ତ
September 29th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ପହିଲା ୨୦୨୩ ଦିନ ତେଲଙ୍ଗାନା ଗସ୍ତ କରିବେ । ପ୍ରାୟ ଅପରାହ୍ନ ୨ଟା ୧୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ମେହବୁବ ନଗର ଜିଲ୍ଲାରେ ପହଞ୍ଚି ୧୩, ୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ସେଗୁଡିକ ମଧ୍ୟରେ ସଡକ, ରେଳ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ଓ ଉଚ୍ଚଶିକ୍ଷା କ୍ଷେତ୍ରମାନ ରହିଛି । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ଆଭାସୀ ମାଧ୍ୟମରେ ଟ୍ରେନ ସେବାକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ ।ମହାରାଷ୍ଟ୍ରର ପୁଣେରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 01st, 02:00 pm
ବାସ୍ତବରେ, ଭାରତର ସ୍ୱାଧୀନତା ଆନେ୍ଦାଳନକୁ ପୁଣେର ବହୁତ ବଡ ଯୋଗଦାନ ରହିଛି । ପୁଣେ, ବାଲ ଗଙ୍ଗାଧର ତିଲକଙ୍କ ଭଳି ଅନେକ ବିପ୍ଳବୀ, ସ୍ୱାଧୀନତା ସଗ୍ରାମୀ ଦେଶକୁ ଦେଇଛି । ଆଜି ମଧ୍ୟ ହେଉଛି ଲୋକଶାହିର ଅନ୍ନା ଭାଉ ସାଠେଙ୍କ ଜୟନ୍ତି । ଏହା ହେଉଛି ଆମ ସମସ୍ତଙ୍କ ପାଇଁ ବହୁତ ବିଶେଷ ଦିନ । ଅନ୍ନା ଭାଉ ସାଠେ, ମହାନ ସମାଜ ସଂସ୍କାରକ ଥିଲେ, ବାବା ସାହେବ ଆମ୍ବେଦକରଙ୍କ ଚିନ୍ତାଧାରାରେ ପ୍ରଭାବିତ ହୋଇଥିଲେ । ଆଜି ମଧ୍ୟ ବ୍ୟାପକ ସଂଖ୍ୟାରେ ଛାତ୍ର ଏବଂ ବିଦ୍ୱାନ ତାଙ୍କ ସାହିତ୍ୟ ଉପରେ ଗବେଷଣା କରୁଛନ୍ତି । ଅନ୍ନା ଭାଉ ସାଠେଙ୍କ କାର୍ଯ୍ୟ, ତାଙ୍କର ଆହ୍ୱାନ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରଣା ଦେଉଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
August 01st, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧.୦୮.୨୦୨୩) ପୁଣେ ମେଟ୍ରୋର ସମ୍ପୂର୍ଣ୍ଣ ହୋଇଥିବା ସେକ୍ସନରେ ପତାକା ଦେଖାଇ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପିମ୍ପ୍ରିଂ ଛିନ୍ଦୱାର ପୌର ମହାନିଗମ ପିସିଏମ୍ସି ଅଧୀନରେ ନିର୍ମିତ ୧୨୮୦ ଗୃହ ଓ ପୁଣେ ପୌରନିଗମ ଅଧୀନରେ ନିର୍ମିତ ୨୬୫୦ ପିଏମ୍ଏୱାଇ ଆବାସ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛନ୍ତି । ଏହାଛଡା ପିସିଏମ୍ସି ଦ୍ୱାରା ନିର୍ମିତ ହେବାକୁ ଥିବା ୧୧୯୦ ଓ ପୁଣେ ମହାନଗର ଆଞ୍ଚଳିକ ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ହେବାକୁ ଥିବା ୬୪୦୦ ଆବାସସ୍ଥଳୀର ଶିଳାନ୍ୟାସ କରିଛନ୍ତି । ଏହାଛଡା ପ୍ରଧାନମନ୍ତ୍ରୀ ମଧ୍ୟ ପିସିଏମ୍ସି ଦ୍ୱାରା ୩୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ବର୍ଜ୍ୟରୁ ଶକ୍ତି କାରାଖାନାର ମଧ୍ୟ ଉଦ୍ଘାଟନ କରିଛନ୍ତି ।ଏନଏବିଏଚ ମାନ୍ୟତା ମିଳିଥିବା ଏମ୍ସ, ନାଗପୁର ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
June 01st, 10:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର ସମସ୍ତ ଏମ୍ସ ମଧ୍ୟରେ ଏମ୍ସ, ନାଗପୁର ଏନଏବିଏଚ ମାନ୍ୟତା ପାଇବାରେ ପ୍ରଥମ ହୋଇଥିବାରୁ ଏମ୍ସ, ନାଗପୁର ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।ବିଳାସପୁର ଡିଭିଜନ, ରାୟପୁର ଡିଭିଜନ, ସମ୍ବଲପୁର ଡିଭିଜନ, ନାଗପୁର ଡିଭିଜନ ଏବଂ ଛତିଶଗଡର ୱାଲଟିୟର ଡିଭିଜନରେ ରେଳବାଇର ୧୦୦% ବିଦ୍ୟୁତିକରଣକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
March 25th, 11:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଳାସପୁର ଡିଭିଜନ, ରାୟପୁର ଡିଭିଜନ, ସମ୍ବଲପୁର ଡିଭିଜନ, ନାଗପୁର ଡିଭିଜନ ଏବଂ ୱାଲଟିୟର ଡିଭିଜନରେ ରେଳବାଇର ୧୦୦% ବିଦ୍ୟୁତିକରଣକୁ ପ୍ରଶଂସା କରିଛନ୍ତି ।108ତମ ଭାରତୀୟ ବିଜ୍ଞାନ କଂଗ୍ରେସରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 03rd, 10:40 am
ଆପଣ ସମସ୍ତଙ୍କୁ ‘ଭାରତୀୟ ବିଜ୍ଞାନ କଂଗ୍ରେସ’ର ଆୟୋଜନ ପାଇଁ ବହୁତ ବହୁତ ଶୁଭେଚ୍ଛା । ଆଗାମୀ 25 ବର୍ଷରେ ଭାରତ ଯେଉଁ ଶିଖରରେ ପହଞ୍ଚିବ, ସେଥିରେ ଭାରତର ବୈଜ୍ଞାନିକ ଶକ୍ତିର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ହେବ । ବିଜ୍ଞାନରେ ଆବେଗ ସହିତ ଯେତେବେଳେ ଦେଶ ସେବାର ସଂକଳ୍ପ ଯୋଡି ହୋଇଯାଇଥାଏ, ସେତେବେଳେ ମଧ୍ୟ ଅଦ୍ଭୁତ ପରିଣାମ ଆସିଥାଏ । ମୋର ବିଶ୍ୱାସ ଯେ, ଭାରତର ବୈଜ୍ଞାନିକ ସମୁଦାୟ, ଭାରତକୁ ଏକବିଂଶ ଶତାବ୍ଦୀରେ ସେହି ଲକ୍ଷ୍ୟସ୍ଥଳରେ ପହଞ୍ଚାଇବେ, ଯାହାର ସେ ସଦା ସର୍ବଦା ହକଦାର ରହି ଆସିଛି । ଏହି ବିଶ୍ୱାସ କାରଣରୁ ମଧ୍ୟ ମୁଁ ଆପଣମାନଙ୍କୁ କହିବାକୁ ଚାହୁଁଛି । ଆପଣମାନେ ମଧ୍ୟ ଜାଣିଛନ୍ତି ଯେ ପର୍ଯ୍ୟବେକ୍ଷଣ ହେଉଛି ବିଜ୍ଞାନର ମୂଳ ଆଧାର । ପର୍ଯ୍ୟବେକ୍ଷଣ ଜରିଆରେ ଆପଣ ବୈଜ୍ଞାନିକମାନେ, ଢାଞ୍ଚା ଗୁଡିକୁ ଅନୁସରଣ କରିଥାନ୍ତି, ପୁଣି ସେହି ଢାଞ୍ଚାଗୁଡିକୁ ବିଶ୍ଳେଷଣ କରିବା ପରେ କୌଣସି ସିଦ୍ଧାନ୍ତରେ ପହଞ୍ଚିଥାନ୍ତି ।ପ୍ରଧାନମନ୍ତ୍ରୀଙ୍କ ୧୦୮ତମ ଭାରତୀୟ ବିଜ୍ଞାନ କଂଗ୍ରେସର ଆଭାସୀ ଅଭିଭାଷଣ
January 03rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦୮ ତମ ଭାରତୀୟ ବିଜ୍ଞାନ କଂଗ୍ରେସ (ଆଇଏସ୍ସି)କୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି । ଚଳିତବର୍ଷ ଆଇଏସସିର ମୁଖ୍ୟ ବିଷୟବସ୍ତୁ ହେଲା “ମହିଳା ସଶକ୍ତିକରଣ ସହ ସ୍ଥାୟୀ ଓ ନିରନ୍ତର ବିକାଶ ନିମନ୍ତେ ବିଜ୍ଞାନ ଓ ପ୍ରଯୁକ୍ତି” ଯାହା ସ୍ଥାୟୀ ଓ ନିରନ୍ତର ବିକାଶ ଓ ମହିଳା ସଶକ୍ତିକରଣ ଓ ଏହାକୁ ହାସଲ କରିବା ଦିଗରେ ବିଜ୍ଞାନ ପ୍ରଯୁକ୍ତିର ଭୂମିକା ଉପରେ ବିଶେଷକରି ଆଲୋଚନା ହେବ । ସମବେତ ଜନତାଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଗତ ୨୫ବର୍ଷ ମଧ୍ୟରେ ଭାରତୀୟ ବିକାଶ ଗାଥାରେ ବିଜ୍ଞାନର ଭୂମିକା ଉପରେ ଆଲୋକପାତ କରିଥିଲେ ।” ଯେତେବେଳେ ଜାତୀୟ ସେବାର ଉତ୍ସାହ ଜାଗ୍ରତ ହୋଇ ଉଠେ ଅନୁରାଗର ସହ ବିଜ୍ଞାନ ପାଇଁ, ସେତେବେଳେ ଫଳ ମଧ୍ୟ ଅଦ୍ଭୂତ ପୂର୍ବ ହୋଇଥାଏ । ମୁଁ ନିଶ୍ଚିତ ଯେ ଭାରତୀୟ ବିଜ୍ଞାନ ଗୋଷ୍ଠୀ ଆମ ଦେଶ ପାଇଁ ଏହାର ନ୍ୟାଯ୍ୟ ସ୍ଥାନ ନିଶ୍ଚିୟ ହାସଲ କରିବେ” ବୋଲି ସେ କହିଥିଲେ ।ମହରାଷ୍ଟ୍ରର ନାଗପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 11th, 11:50 am
ମଞ୍ଚ ଉପରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଭଗତ ସିଂହ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଏକନାଥ ସିନେ୍ଦ ଜୀ, ଏହି ମାଟିର ସନ୍ତାନ ଏବଂ ମହାରାଷ୍ଟ୍ରର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରୟାସରତ ଶ୍ରୀ ଦେବେନ୍ଦ୍ର ଜୀ, ନିତିନ ଜୀ, ରାଓ ସାହେବ ଦାନବେ, ଡା. ଭାରତୀ ତାଈ ଏବଂ ବିଶାଳ ସଂଖ୍ୟାରେ ଏଠାକୁ ଆସିଥିବା ନାଗପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।