The people of Maharashtra must vote for the country's unity &progress, cautioning against the divisive agenda of opportunistic alliances: PM Modi in Ramtek
April 10th, 06:30 pm
Prime Minister Narendra Modi addressed a spirited public gathering in Ramtek, Maharashtra. He began his address by expressing gratitude and reverence towards the esteemed leaders and historical figures who have contributed to the rich cultural heritage of the region. PM Modi paid homage to revered figures like Baba Jumdevji, Gond Raja Bakht Buland Shah, and Baba Saheb Ambedkar, acknowledging their invaluable contributions to society.PM Modi addresses a public meeting in Ramtek, Maharashtra
April 10th, 06:00 pm
Prime Minister Narendra Modi addressed a spirited public gathering in Ramtek, Maharashtra. He began his address by expressing gratitude and reverence towards the esteemed leaders and historical figures who have contributed to the rich cultural heritage of the region. PM Modi paid homage to revered figures like Baba Jumdevji, Gond Raja Bakht Buland Shah, and Baba Saheb Ambedkar, acknowledging their invaluable contributions to society.ମହାରାଷ୍ଟ୍ରର ପୁଣେରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 01st, 02:00 pm
ବାସ୍ତବରେ, ଭାରତର ସ୍ୱାଧୀନତା ଆନେ୍ଦାଳନକୁ ପୁଣେର ବହୁତ ବଡ ଯୋଗଦାନ ରହିଛି । ପୁଣେ, ବାଲ ଗଙ୍ଗାଧର ତିଲକଙ୍କ ଭଳି ଅନେକ ବିପ୍ଳବୀ, ସ୍ୱାଧୀନତା ସଗ୍ରାମୀ ଦେଶକୁ ଦେଇଛି । ଆଜି ମଧ୍ୟ ହେଉଛି ଲୋକଶାହିର ଅନ୍ନା ଭାଉ ସାଠେଙ୍କ ଜୟନ୍ତି । ଏହା ହେଉଛି ଆମ ସମସ୍ତଙ୍କ ପାଇଁ ବହୁତ ବିଶେଷ ଦିନ । ଅନ୍ନା ଭାଉ ସାଠେ, ମହାନ ସମାଜ ସଂସ୍କାରକ ଥିଲେ, ବାବା ସାହେବ ଆମ୍ବେଦକରଙ୍କ ଚିନ୍ତାଧାରାରେ ପ୍ରଭାବିତ ହୋଇଥିଲେ । ଆଜି ମଧ୍ୟ ବ୍ୟାପକ ସଂଖ୍ୟାରେ ଛାତ୍ର ଏବଂ ବିଦ୍ୱାନ ତାଙ୍କ ସାହିତ୍ୟ ଉପରେ ଗବେଷଣା କରୁଛନ୍ତି । ଅନ୍ନା ଭାଉ ସାଠେଙ୍କ କାର୍ଯ୍ୟ, ତାଙ୍କର ଆହ୍ୱାନ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରଣା ଦେଉଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ
August 01st, 01:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧.୦୮.୨୦୨୩) ପୁଣେ ମେଟ୍ରୋର ସମ୍ପୂର୍ଣ୍ଣ ହୋଇଥିବା ସେକ୍ସନରେ ପତାକା ଦେଖାଇ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପିମ୍ପ୍ରିଂ ଛିନ୍ଦୱାର ପୌର ମହାନିଗମ ପିସିଏମ୍ସି ଅଧୀନରେ ନିର୍ମିତ ୧୨୮୦ ଗୃହ ଓ ପୁଣେ ପୌରନିଗମ ଅଧୀନରେ ନିର୍ମିତ ୨୬୫୦ ପିଏମ୍ଏୱାଇ ଆବାସ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛନ୍ତି । ଏହାଛଡା ପିସିଏମ୍ସି ଦ୍ୱାରା ନିର୍ମିତ ହେବାକୁ ଥିବା ୧୧୯୦ ଓ ପୁଣେ ମହାନଗର ଆଞ୍ଚଳିକ ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ହେବାକୁ ଥିବା ୬୪୦୦ ଆବାସସ୍ଥଳୀର ଶିଳାନ୍ୟାସ କରିଛନ୍ତି । ଏହାଛଡା ପ୍ରଧାନମନ୍ତ୍ରୀ ମଧ୍ୟ ପିସିଏମ୍ସି ଦ୍ୱାରା ୩୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ବର୍ଜ୍ୟରୁ ଶକ୍ତି କାରାଖାନାର ମଧ୍ୟ ଉଦ୍ଘାଟନ କରିଛନ୍ତି ।ମହରାଷ୍ଟ୍ରର ନାଗପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 11th, 11:50 am
ମଞ୍ଚ ଉପରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଭଗତ ସିଂହ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଏକନାଥ ସିନେ୍ଦ ଜୀ, ଏହି ମାଟିର ସନ୍ତାନ ଏବଂ ମହାରାଷ୍ଟ୍ରର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରୟାସରତ ଶ୍ରୀ ଦେବେନ୍ଦ୍ର ଜୀ, ନିତିନ ଜୀ, ରାଓ ସାହେବ ଦାନବେ, ଡା. ଭାରତୀ ତାଈ ଏବଂ ବିଶାଳ ସଂଖ୍ୟାରେ ଏଠାକୁ ଆସିଥିବା ନାଗପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।PM lays foundation stone and dedicates to the nation projects worth Rs. 75,000 crores in Maharashtra
December 11th, 11:45 am
PM Modi laid the foundation stone and dedicated to the nation various projects worth more than Rs. 75,000 crores in Maharashtra. The Prime Minister highlighted that this very special day when a bouquet of development works is being launched from Nagpur, Maharashtra will transform the lives of people. Today a constellation of 11 new stars is rising for the development of Maharashtra which will help in achieving new heights and provide a new direction, he said.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନାଗପୁର ମେଟ୍ରୋ ଦ୍ୱିତୀୟ ପର୍ଯ୍ୟାୟର ଶିଳାନ୍ୟାସ ଓ ପ୍ରଥମ ପର୍ଯ୍ୟାୟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ ଫ୍ରିଡମ ପାର୍କ ମେଟ୍ରୋ ଷ୍ଟେସନକୁ ଖାପ୍ରୀ ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋ ଯାତ୍ରା
December 11th, 10:15 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୧-୧୨-୨୦୨୨) ନାଗପୁର ମେଟ୍ରୋ ପ୍ରଥମ ପର୍ଯ୍ୟାୟ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଖାପ୍ରୀରୁ ଅଟୋମୋଟିଭ ଛକ ଓ ପ୍ରଜାପ୍ରତି ନଗରରୁ ଲୋକମାନ୍ୟ ନଗର ମଧ୍ୟରେ ଦୁଇଟି ମେଟ୍ରୋ ଚଳାଚଳର ଶୁଭାରମ୍ଭ କରିଛନ୍ତି । ନାଗପୁର ମେଟ୍ରୋ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ୮୬୫୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ହୋଇଥିବାବେଳେ, ଦ୍ୱିତୀୟ ପର୍ଯ୍ୟାୟ ନିର୍ମାଣ ବାବଦକୁ ୬୭୦୦ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହେବ ।ଡିସେମ୍ବର ୧୧ରେ ପ୍ରଧାନମନ୍ତ୍ରୀଙ୍କ ମହାରାଷ୍ଟ୍ର ଓ ଗୋଆ ଗ୍ରସ୍ତ
December 09th, 07:39 pm
ପୂର୍ବାହ୍ନ ସାଢେ ନଅଟା ବେଳେ ପ୍ରଧାନମନ୍ତ୍ରୀ ନାଗପୁର ରେଳଷ୍ଟେସନରେ ପହଞ୍ôଚ ବନ୍ଦେ ଭାରତ ଏକ୍ସପ୍ରେସର ପତାକା ଦେଖାଇ ଚଳାଚଳର ଶୁଭାରମ୍ଭ କରାଇବେ । ପ୍ରାୟ ଦଶଟା ବେଳେ ପ୍ରଧାନମନ୍ତ୍ରୀ ଫ୍ରିଡମ୍ ପାର୍କ ମେଟ୍ରୋ ଷ୍ଟେସନରୁ ଖାଫ୍ରି ମେଟ୍ରୋ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋରେ ଯାତ୍ରା କରିବେ । ସେଠାରେ ସେ ନାଗପୁର ମେଟ୍ରୋର ପ୍ରଥମ ପର୍ଯ୍ୟାୟକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । କାର୍ଯ୍ୟ୍ୟକ୍ରମ ଅବସରରେ ସେ ମଧ୍ୟ ନାଗପୁର ମେଟ୍ରୋ ଦ୍ୱିତୀୟ ପର୍ଯ୍ୟାୟକୁ ଉଦ୍ଘାଟନ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ୍ରେ ପ୍ରଧାନମନ୍ତ୍ରୀ ନାଗପୁର-ସିରିଡିକୁ ସଂଯୋଗ କରୁଥିବା ସମୃଦ୍ଧି ମହାମାର୍ଗର ଉଦ୍ଘାଟନ କରି ଏହି ରାଜପଥରେ କିଛି ସମୟ ଯାତ୍ରା କରିବେ । ପୂର୍ବାହ୍ନ ୧୧ଟା ୧୫ମିନିଟ୍ରେ ପ୍ରଧାନମନ୍ତ୍ରୀ ଏଏମ୍ସ ନାଗପୁରକୁ ଜାତି ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ ।ନାଗପୁର ମେଟ୍ରୋକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
March 07th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଗୁରୁବାର) ନୂଆଦିଲ୍ଲୀରୁ ଭିଡିଓ କନଫରେନସିଂ ଜରିଆରେ ନାଗପୁର ମେଟ୍ରୋର ଉଦଘାଟନ କରିଥିଲେ । ନାଗପୁର ମେଟ୍ରୋର 13.5 କିମି ଦୀର୍ଘ ଖପ୍ରି-ସିତାବୁଲଦି ସେକ୍ସନର ଡିଜିଟାଲ ଉଦଘାଟନ କରାଯାଇଥିଲା ।