ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 03rd, 09:35 am
କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
August 03rd, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।ଯୁବ ଉଦ୍ଭାବକ, ଷ୍ଟାର୍ଟ-ଅପ ଉଦ୍ୟୋଗୀଙ୍କ ସହ ଭିଡିଓ ବ୍ରିଜ ଜରିଆରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 06th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ଦେଶର ବିଭିନ୍ନ ସ୍ଥାନରେ ଥିବା ଯୁବ ଉଦ୍ଭାବକ ଏବଂ ଷ୍ଟାର୍ଟ ଅପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରିଛନ୍ତି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ମତ ବିନିମୟ କରିବା – ପ୍ରଧାନମନ୍ତ୍ରୀଙ୍କ ଏହା ଚତୁର୍ଥ କାର୍ଯ୍ୟକ୍ରମ ।ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ଗଣମାଧ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
April 10th, 02:15 pm
ଆପଣଙ୍କ ପ୍ରଥମ ଭାରତ ଗସ୍ତରେ ଆପଣଙ୍କୁ ସ୍ୱାଗତ କରି ଆନନ୍ଦିତ । ଗତ ମାସରେ ଆମେ ବର୍ଡର-ଗାଭାସ୍କର ଟ୍ରଫିର ଏକ ରୋମାଞ୍ଚଭରା ସମାପନ ଦେଖିଛେ । 2014 ମସିହାରେ ଅଷ୍ଟ୍ରେଲିଆ ସଂସଦରେ ମୋର ଭାଷଣରେ ମୁଁ ମହାନ୍ ବ୍ରାଡମ୍ୟାନ୍ ଓ ତେନ୍ଦୁଲକରଙ୍କ ସମ୍ପର୍କରେ କହିଥିଲି । ଆଜି ଭାରତର ବିରାଟ କୋହଲି ଓ ଅଷ୍ଟ୍ରେଲିଆର ଷ୍ଟିଭେନ୍ ସ୍ମିଥ କ୍ରିକେଟରେ ଯୁବ ବିଗ୍ରେଡକୁ ରୂପ ଦେଉଛନ୍ତି । ମୋର ଆଶା ଯେ ଆପଣଙ୍କ ଭାରତ ଗସ୍ତ ଷ୍ଟିଭେନ୍ ସ୍ମିଥଙ୍କ ବ୍ୟାଟିଂ ଭଳି ଅନ୍ୟ ଜଣେ ଅଷ୍ଟ୍ରେଲିଆ କ୍ୟାପଟେନ୍ ଭାବେ ଫଳପ୍ରଦ ହେବ ।