ମୁମ୍ବାଇରେ ଆନ୍ତର୍ଜାତୀୟ ଅଲମ୍ପିକ୍ କମିଟି(ଆଇଓସି)ର 141 ତମ ଅଧିବେଶନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 14th, 10:34 pm
140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଏହିବିଶେଷ ଆୟୋଜନରେ ମୁଁ ସ୍ୱାଗତ କରୁଛି, ଅଭିନନ୍ଦନଜଣାଉଛି । ଆନ୍ତର୍ଜାତୀୟ ଅଲିମ୍ପିକ ସଂଘର ଏହି 141ତମଅଧିବେଶନ ଭାରତରେ ହେବା ହେଉଛି ବେଶ୍ ସ୍ୱତନ୍ତ୍ର । 40ବର୍ଷ ପରେ ଭାରତରେ ଆଇଓସିର ଅଧିବେଶନ ହେବା, ଆମପାଇଁ ହେଉଛି ବହୁତ ଗୌରବର କଥା ।ମୁମ୍ବାଇରେ 141ତମ ଆନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଅଧିବେଶନକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
October 14th, 06:35 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ 40 ବର୍ଷ ପରେ ଭାରତରେ ଅନୁଷ୍ଠିତ ଅଧିବେଶନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଅହମ୍ମଦାବାଦର ବିଶ୍ୱର ସର୍ବବୃହତ ଷ୍ଟାଡିୟମରେ କ୍ରିକେଟ୍ ବିଶ୍ୱକପ୍ ରେ ଭାରତର ବିଜୟ ବିଷୟରେ ସେ ଦର୍ଶକଙ୍କୁ ଅବଗତ କରାଇଥିଲେ। ସେ କହିଛନ୍ତି, “ମୁଁ ଭାରତୀୟ ଟିମ୍ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ଏହି ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଉଛି।ଗୁଜରାଟର ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ସ୍ମାରକ ଟେଷ୍ଟ ମ୍ୟାଚର କିଛି ଅଂଶ ଦେଖିଲେ ପ୍ରଧାନମନ୍ତ୍ରୀ ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ
March 09th, 12:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନୀ ଆଲବାନିଜ ଆଜି ଗୁଜୁରାଟର ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ସ୍ମାରକ ଟେଷ୍ଟ ମ୍ୟାଚର କିଛି ଅଂଶ ଦେଖିଛନ୍ତି ।