Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.ଗରିବଙ୍କ ପୁଅଙ୍କ ନେତୃତ୍ବାଧୀନ ଏହି ସରକାର ଗରିବଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇଛନ୍ତି: କଲ୍ୟାଣରେ ପ୍ରଧାନମନ୍ତ୍ରୀ ମୋଦୀ
May 15th, 04:45 pm
ମହାରାଷ୍ଟ୍ରର କଲ୍ୟାଣରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସେ କହିଛନ୍ତି, ମୁଁ ଗର୍ବର ସହ କହିପାରିବି ଯେ ଆଜିର ରାଜନୈତିକ ପରିବେଶରେ ଦେଶର କଲ୍ୟାଣ ଏବଂ ଗରିବଙ୍କ କଲ୍ୟାଣ ମୁଖ୍ୟ ଫୋକସ୍ ପାଲଟିଛି। ବିରୋଧୀ ମେଣ୍ଟକୁ ସମାଲୋଚନା କରି ସେ କହିଛନ୍ତି ଯେ ଏନଡିଏ ନେତୃତ୍ୱାଧୀନ ସରକାରରେ ଆତଙ୍କବାଦୀ ୟାକୁବ ମେମନଙ୍କ କବର ସଜ୍ଜିତ ହୋଇଛି ଏବଂ ରାମ ମନ୍ଦିର ନିର୍ମାଣ ପାଇଁ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରାଯାଇଛି।ଧର୍ମ ଆଧାରରେ ଆମେ କେବେ ବି ଭେଦଭାବ କରିନାହୁଁ; ଆମର ଯୋଜନା ସମସ୍ତଙ୍କ ପାଇଁ ଲାଭଦାୟକ: ଡିଣ୍ଡୋରୀରେ ପ୍ରଧାନମନ୍ତ୍ରୀ ମୋଦୀ
May 15th, 03:45 pm
ମହାରାଷ୍ଟ୍ରର ଡିଣ୍ଡୋରିରେ ଆୟୋଜିତ ଏକ ବଡ଼ ଧରଣର କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ କୃଷକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ବିକଶିତ ଭାରତ ପାଇଁ ତାଙ୍କର ଦୃଷ୍ଟିକୋଣ ବିଷୟରେ ଆଲୋଚନା କରିଥିଲେ ।ମହାରାଷ୍ଟ୍ରର ଡିଣ୍ଡୋରି ଓ କଲ୍ୟାଣରେ ବିଶାଳ ରାଲିରେ ପ୍ରେରଣାଦାୟୀ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ
May 15th, 03:30 pm
ମହାରାଷ୍ଟ୍ରର ଡିଣ୍ଡୋରି ଓ କଲ୍ୟାଣଠାରେ ଆୟୋଜିତ ଏକ ବଡ଼ ଧରଣର କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ କୃଷକମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ବିକଶିତ ଭାରତ ପାଇଁ ତାଙ୍କର ଦୃଷ୍ଟିକୋଣ ବିଷୟରେ ଆଲୋଚନା କରିଥିଲେ । ସରକାର ଗଠନ ପରେ ପ୍ରଥମ ୧୦୦ ଦିନ ମଧ୍ୟରେ କ'ଣ କାମ କରିବାକୁ ପଡ଼ିବ ଏବଂ କ'ଣ ନିଷ୍ପତ୍ତି ନେବାର ଆବଶ୍ୟକତା ରହିଛି ସେ ନେଇ ଆମେ ନିରନ୍ତର କାର୍ଯ୍ୟ କରିଛୁ।The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.PM Modi addresses BJP Karyakartas during BJP National Convention 2024
February 18th, 12:30 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ପ୍ରାଣ-ପ୍ରତିଷ୍ଠା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 22nd, 05:12 pm
ଶ୍ରଦ୍ଧେୟ ମଞ୍ଚ, ସମସ୍ତ ସାଧୁ ସନ୍ଥ, ଏଠାରେ ଉପସ୍ଥିତ ଥିବା ଏବଂ ପୃଥିବୀର କୋଣ ଅନୁକୋଣରେ ଆମ ସମସ୍ତଙ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ରାମ ଭକ୍ତ, ଆପଣ ସମସ୍ତଙ୍କୁ ନମସ୍କାର, ସମସ୍ତଙ୍କୁ ରାମ-ରାମ ।ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 22nd, 01:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିଲେ । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ ଯୋଗଦାନ କରିଥିବା ଶ୍ରମଜୀବୀ ମାନଙ୍କ ସହ ଶ୍ରୀ ମୋଦୀ ବାର୍ତ୍ତାଳାପ କରିଥିଲେ ।ମହାରାଷ୍ଟ୍ରର ନାସିକସ୍ଥିତ ଶ୍ରୀ କଳାରାମ ମନ୍ଦିରରେ ପ୍ରଧାନମନ୍ତ୍ରୀ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି
January 12th, 03:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ନାସିକସ୍ଥିତ କଳାରାମ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ଶ୍ରୀରାମ କୁଣ୍ଡରେ ମଧ୍ୟ ସେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ । ସେ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।ମହାରାଷ୍ଟ୍ରର ନାସିକରେ ୨୭ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 01:15 pm
ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅନୁରାଗ ଠାକୁର, ଭାରତୀ ପାୱାର, ନିସିଥ ପ୍ରାମାଣିକ, ମହାରାଷ୍ଟ୍ରର ଡେପୁଟି ସିଏମ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାରଜୀ, ସରକାରଙ୍କ ଅନ୍ୟ ମନ୍ତ୍ରୀ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ଯୁବ ବନ୍ଧୁମାନେ,ମହାରାଷ୍ଟ୍ରର ନାସିକରେ ୨୭ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 12th, 12:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ନାସିକଠାରେ ୨୭ତମ ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିଛନ୍ତି । ସ୍ୱାମୀ ବିବେକାନନ୍ଦ ଓ ରାଜମାତା ଜୀଜାଉଙ୍କ ପ୍ରତିମୂର୍ତ୍ତିରେ ଶ୍ରୀ ମୋଦୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏଥିସହିତ ରାଜ୍ୟ ଦଳର ଶୋଭାଯାତ୍ରା ଓ 'ବିକଶିତ ଭାରତ @ ୨୦୪୭- ୟୁବା କେ ଲିଏ, ୟୁବା କେ ଦ୍ୱାରା' ଶୀର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମରେ ରିଦମିକ୍ ଜିମ୍ନାଷ୍ଟିକ୍ସ, ମଲ୍ଲଖମ୍ବ, ଯୋଗାସନ ଓ ଜାତୀୟ ଯୁବ ମହୋତ୍ସବ ଗୀତ ସାମିଲ ଥିଲା।ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ-ପ୍ରତିଷ୍ଠା ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାର୍ତ୍ତା
January 12th, 11:00 am
ଆଜି ସମସ୍ତ ଭାରତୀୟ ଏବଂ ସାରା ବିଶ୍ୱରେ ବିସ୍ତାରିତ ଭଗବାନ ରାମଙ୍କ ଭକ୍ତମାନଙ୍କ ପାଇଁ ଏକ ପବିତ୍ର ଅବସର । ସବୁଠି ଭଗବାନ ରାମଙ୍କ ପ୍ରତି ଭକ୍ତିର ଏକ ଆକର୍ଷଣୀୟ ବାତାବରଣ ଦେଖିବାକୁ ମିଳୁଛି । ପ୍ରଭୁ ରାମଙ୍କ ମଧୁର ଜପ, ସବୁ ଦିଗରେ ରାମ ଭଜନର ଉତ୍କୃଷ୍ଟ ସୌନ୍ଦର୍ଯ୍ୟ । ଜାନୁଆରୀ ୨୨, ସେହି ଐତିହାସିକ ପବିତ୍ର ମୁହୂର୍ତ୍ତକୁ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି । ଆଉ ଏବେ ଅଯୋଧ୍ୟାରେ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆଉ ମାତ୍ର ୧୧ ଦିନ ବାକି ରହିଛି । ମୋର ସୌଭାଗ୍ୟ ଯେ ମୋତେ ମଧ୍ୟ ଏହି ପୂଣ୍ଣ୍ୟ ଅବସରରେ ସାକ୍ଷୀ ହେବା ପାଇଁ ସୁଯୋଗ ମଳିଛି । ଏହା ମୋ ପାଇଁ କଳ୍ପନା ବାହାରେ ଅନୁଭବ କରିବାର ସମୟ ଅଟେ ।ଶ୍ରୀ ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ନିମନ୍ତେ ଏଗାରଦିନିଆ ସ୍ୱତନ୍ତ୍ର ପୂଜାବିଧି ଆରମ୍ଭ କଲେ ପ୍ରଧାନମନ୍ତ୍ରୀ
January 12th, 10:31 am
): ଜାନୁୟାରୀ ୨୨ତାରିଖ ଦିନ ଅଯୋଧ୍ୟା ଧାମରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏଗାରଦିନ ବ୍ୟାପୀ ସ୍ୱତନ୍ତ୍ର ବିଧିବିଧାନ ପାଳନ ଆରମ୍ଭ କରିଛନ୍ତି । ଏହା ଏକ ବିରାଟ ଦାୟିତ୍ୱ । ଆମ ଧର୍ମ ଗ୍ରନ୍ଥରେ କୁହାଯାଇଛି ଯେ ଭଗବାନଙ୍କ ଆରାଧନା ଓ ପୂଜା ନିମନ୍ତେ ଆମକୁ ନିଜ ମଧ୍ୟରେ ଦିବ୍ୟ ଚେତନା ଜାଗ୍ରତ କରାଇବାକୁ ପଡିବ । ସେଥିପାଇଁ ଧର୍ମଗ୍ରନ୍ଥରେ ଉପବାସ ଓ କଠିନ ନିୟମ ମାନ ଦର୍ଶାଯାଇଛି ଓ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସେଗୁଡିକୁ ଅନୁସରଣ କରିବାକୁ ପଡିବ । ମୁଁ ଆଧ୍ୟାତ୍ମିକ ଯାତ୍ରାରେ ମହାନ୍ ବ୍ୟକ୍ତି ଓ କେତେକ ପବିତ୍ର ଆତ୍ମାମାନଙ୍କ ଠାରୁ ଯେଉଁ ମାର୍ଗଦର୍ଶନ ପାଇଛି ସେମାନଙ୍କ ଦ୍ୱାରା ପ୍ରସ୍ତାବିତ ‘ନିୟମ’ ଅନୁସାରେ ମୁଁ ଆଜିଠାରୁ ସ୍ୱତନ୍ତ୍ର ପୂଜା ବିଧିବିଧାନ ପାଳନ ଏଗାର ଦିନ ନିମନ୍ତେ ଆରମ୍ଭ କରିଛି ।ପ୍ରଧାନମନ୍ତ୍ରୀ ଜାନୁଆରୀ ୧୨ରେ ମହାରାଷ୍ଟ୍ର ଗସ୍ତରେ ଯିବେ
January 11th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୨, ୨୦୨୪ରେ ମହାରାଷ୍ଟ୍ର ଗସ୍ତରେ ଯିବେ । ଅପରାହ୍ନ ପ୍ରାୟ ୧୨ ଟା ୧୫ରେ ପ୍ରଧାନମନ୍ତ୍ରୀ ନାସିକରେ ପହଞ୍ଚିବେ, ଯେଉଁଠାରେ ସେ ୨୭ତମ ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିବେ । ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସେୱରୀ - ନହୱା ଶେୱା ଅଟଳ ସେତୁର ଉଦଘାଟନ କରିବେ ଓ ଏହା ଉପରେ ଯାତ୍ରା କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନଭି ମୁମ୍ବାଇରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିବେ ।ମହାରାଷ୍ଟ୍ରର ନାଶିକରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
October 08th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ନାଶିକରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତ୍ୟୁ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।ମହାରାଷ୍ଟ୍ର ସଡକ ଦୁର୍ଘଟଣା ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ
January 29th, 11:50 am
ମହାରାଷ୍ଟ୍ରର ନାସିକ ଜିଲ୍ଲାରେ ସଡକ ଦୁର୍ଘଟଣାରେ ବହୁ ସଂଖ୍ୟକ ଲୋକ ମୃତ୍ୟୁବରଣ କରିବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।The first 100 days of our government at the Centre have been marked by Promise, Performance and Delivery: PM Modi
September 19th, 04:29 pm
Addressing a large public meeting of supporters in Nashik, Maharashtra, PM Modi described the major milestones achieved by the state BJP government in the last five years. The first 100 days have been marked by Promise, Performance and Delivery, said PM Modi.