ସ୍ୱଚ୍ଛ ଭାରତ ଅଭିଯାନ-ସହରାଞ୍ଚଳ ୨.୦ ଏବଂ ଅମୃତ ୨.୦ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 01st, 11:01 am
କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହପୁରୀ ଜୀ, ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱାତ୍ ଜୀ, ଶ୍ରୀ ପ୍ରହ୍ଲାଦ ସିଂହ ପଟେଲ ଜୀ, ଶ୍ରୀ କୌଶଲ କୁମାର ଜୀ, ଶ୍ରୀ ବିଶେଶ୍ୱର ଜୀ, ବିଭିନ୍ନ ରାଜ୍ୟରେ ଉପସ୍ଥିତ ମନ୍ତ୍ରୀଗଣ, ମହାନଗର ନିଗମ, ପୌରପାଳିକାର ମେୟର ଓ କମିଶନର, ସ୍ୱଚ୍ଛଭାରତ ମିଶନ ଓ ଅମୃତ ଯୋଜନାର ସମସ୍ତ ସାରଥୀ, ଭାଇ ଓ ଭଉଣୀମାନେ।ସ୍ୱଚ୍ଛ ଭାରତ ଅଭିଯାନ-ସହରାଞ୍ଚଳ ୨.୦ ଏବଂ ଅମୃତ ୨.୦ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 01st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ସହରାଞ୍ଚଳ ୨.୦ ଏବଂ ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ –ଅମୃତ ମିଶନ ୨.୦ର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ହରଦୀପ ସିଂ ପୁରୀ, ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, ଶ୍ରୀ ପ୍ରହ୍ଲାଦ ସିଂ ପଟେଲ, ଶ୍ରୀ କୌଶଳ କିଶୋର, ଶ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଭିନ୍ନ ରାଜ୍ୟର ମନ୍ତ୍ରୀଗଣ, ମହାନଗର ନିଗମ, ପୌରପାଳିକାର ମେୟର ଓ କମିଶନରମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।ଗୁଜରାଟରେ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 13th, 11:01 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ନିତୀନ ଗଡ଼କରୀ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୁପାଣୀ ମହାଶୟ, ଅଟୋ ଉଦ୍ୟୋଗ ସହିତ ଜଡିତ ସମସ୍ତ ହିତଧାରକ, ସମସ୍ତ ଓଇଏମ ଆସୋସିଏସନ, ମେଟଲ ଏବଂ ସ୍କ୍ରାପିଂ ଉଦ୍ୟାଗର ସମସ୍ତ ସଦସ୍ୟ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ପ୍ରଧାନମନ୍ତ୍ରୀ ଗୁଜୁରାଟରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି
August 13th, 11:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଅଟୋମୋବାଇଲ ସ୍କ୍ରାପିଂ ନୀତିର ଶୁଭାରମ୍ଭ ଅବସରରେ କହିଛନ୍ତି ଯେ, ଏହି ନୀତି ଅଟୋମୋବାଇଲ କ୍ଷେତ୍ର ଏବଂ ନୂତନ ଭାରତର ଗତିଶୀଳତାକୁ ଏକ ନୂତନ ପରିଚୟ ଦେବାକୁ ଯାଉଛି । ସେ କହିଛନ୍ତି, ଗତିଶୀଳତାରେ ଆଧୁନିକତା କେବଳ ଭ୍ରମଣ ଏବଂ ପରିବହନର ବୋଝକୁ ହ୍ରାସ କରେ ନାହିଁ, ବରଂ ଅର୍ଥନୈତିକ ବିକାଶ ପାଇଁ ମଧ୍ୟ ସହାୟକ ବୋଲି ପ୍ରମାଣିତ ହୁଏ । ଏକବିଂଶ ଶତାବ୍ଦୀର ଭାରତ ସ୍ୱଚ୍ଛ, ଭିଡ଼ ମୁକ୍ତ ଏବଂ ସୁବିଧାଜନକ ଗତିଶୀଳତା ପାଇଁ ଲକ୍ଷ୍ୟ ହେଉଛି ସମୟର ଆବଶ୍ୟକତା।ଭାରତର ବିକାଶ ଯାତ୍ରାରେ ବାହାନ ସ୍କ୍ରାପିଂ ନୀତି ଆରମ୍ଭ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ: ପ୍ରଧାନମନ୍ତ୍ରୀ
August 13th, 10:22 am
ଭାରତର ବିକାଶ ଯାତ୍ରାରେ ଆଜି ଆରମ୍ଭ ହୋଇଥିବା ବାହାନ ସ୍କ୍ରାପିଂ ନୀତି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।ଅଗଷ୍ଟ ୧୩ରେ ଗୁଜୁରାଟ ଠାରେ ନିବେଶକଙ୍କ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 11th, 09:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୩, ୨୦୨୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜୁରାଟରେ ଆୟୋଜିତ ନିବେଶକ ଶିଖର ସମ୍ମିଳନୀରେ ଉଦବୋଧନ ଦେବେ । ସ୍ୱେଚ୍ଛାକୃତ ବାହାନଭେଳା ଆଧୁନିକୀକରଣ କାର୍ଯ୍ୟକ୍ରମ ବା ବାହାନ ସ୍କ୍ରାପିଂ ନୀତି ଅନୁଯାୟୀ ବାହାନ ସ୍କ୍ରାପିଂ ଭିତ୍ତିଭୂମି ପ୍ରତିଷ୍ଠା ପାଇଁ ନିବେଶ ଆହ୍ୱାନ ପାଇଁ ଏହି ସମ୍ମିଳନୀର ଆୟୋଜନ ହୋଇଛି । ଏକୀକୃତ ସ୍କ୍ରାପିଂ ହବ ବିକାଶ ପାଇଁ ଅଲଙ୍ଗ ଠାରେ ଜାହାଜଭଙ୍ଗା ଉଦ୍ୟୋଗ ଦ୍ୱାରା ପ୍ରସ୍ତୁତ ସମନ୍ୱୟ ପ୍ରତି ମଧ୍ୟ ଧ୍ୟାନ ଆକର୍ଷଣ କରିବ ।