ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।Cabinet approves National Mineral Exploration Policy
June 29th, 06:27 pm