ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

February 15th, 03:49 pm

ଦେଶର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବ ଏବଂ ମାନନୀୟ କେନ୍ଦ୍ର ସ୍ବରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ସମବାୟ ମନ୍ତ୍ରଣାଳୟ ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା, ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା, ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା ଏବଂ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତିକୁ ସୁଦୃଢ଼ କରିବାକୁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛି । ‘ସାମଗ୍ରିକ ସରକାର’ ଆଭିମୁଖ୍ୟ ନେଇ ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ବିଭିନ୍ନ ଯୋଜନାରେ ସମନ୍ବୟ ଅଣାଯାଇ ଉଦ୍ଦେଶ୍ୟକୁ କାର୍ଯ୍ୟକାରୀ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ୨ ଲକ୍ଷ ବର୍ତ୍ତମାନର ପେକ୍ସ/ଦୁଗ୍ଧ ଉତ୍ପାଦନ/ମାଛ ଚାଷ ସମବାୟ ସମିତି ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରକଳ୍ପକୁ କାର୍ଯ୍ୟକାରୀ କରିବା ଲାଗି ନାବାର୍ଡ, ଜାତୀୟ ଦୁଗ୍ଧ ଉତ୍ପାଦନ ବିକାଶ ବୋର୍ଡ (ଏନଡିଡିବି) ଏବଂ ଜାତୀୟ ମାଛ ଚାଷ ବିକାଶ ବୋର୍ଡ (ଏନଏଫଡିବି) କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବେ ।

Strengthening India's dairy sector is one of the top priorities of our government: PM Modi

December 23rd, 11:15 am

Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.

PM inaugurates and lays the foundation of multiple projects in Varanasi

December 23rd, 11:11 am

Prime Minister Narendra Modi laid the foundation stone of ‘Banas Dairy Sankul’ in Varanasi, Uttar Pradesh. In his speech, PM Modi called for adoption of natural methods of farming and said, “For the rejuvenation of mother earth, to protect our soil, to secure the future of the coming generations, we must once again turn to natural farming.

ପ୍ରଧାନମନ୍ତ୍ରୀ ଡିସେମ୍ବର ୨୩ ତାରିଖରେ ବାରାଣାସୀରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ

December 21st, 07:41 pm

ପ୍ରଧାନମନ୍ତ୍ରୀ ତାଙ୍କ ର୍ନିବାଚନମଣ୍ଡଳୀ ବାରାଣାସୀର ବିକାଶ ତଥା ଅର୍ତନୈତିକ ପ୍ରଗତି ପାଇଁ ନିରନ୍ତର ଭାବେ କାର୍ଯ୍ୟ ଜାରି ରଖିଛନ୍ତି । ଏହି ଦିଗରେ ଆହୁରି ଆଗକୁ ବଢି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାରାଣାସୀ ପରିଦର୍ଶନ କରିବେ ଏବଂ ୨୩ ଡିସେମ୍ବର ୨୦୨୧ ରେ ଅପରାହ୍ନ ପ୍ରାୟ ୧ ଟା ସମୟରେ ଏକାଧିକ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ ।