ଜନ ଔଷଧି ଯୋଜନାର ହିତାଧିକାରୀଙ୍କ ସହ କଥା ହେବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 07th, 03:24 pm

ମୋତେ ଆଜି ଦେଶର ଭିନ୍ନ ଭିନ୍ନ ସ୍ଥାନରୁ ଅନେକ ଲୋକଙ୍କ ସହ କଥା ହେବାର ସୁଯୋଗ ମିଳିଲା, ବହୁତ ସନ୍ତୋଷ ଅନୁଭବ କଲି । ସରକାରଙ୍କ ପ୍ରୟାସର ଲାଭ ଲୋକମାନଙ୍କ ନିକଟରେ ପହଞ୍ଚାଇବା ଲାଗି ଯେଉଁ ଲୋକମାନେ ଏହି ଅଭିଯାନରେ ନିୟୋଜିତ ରହିଛନ୍ତି, ମୁଁ ସେମାନଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । ଆପଣମାନଙ୍କ ମଧ୍ୟରୁ କେତେ ଜଣ ବନ୍ଧୁମାନଙ୍କୁ ସମ୍ମାନିତ କରିବା ଲାଗି ଆଜି ସରକାରଙ୍କୁ ସୌଭାଗ୍ୟ ମିଳିଛି । ଆପଣମାନଙ୍କୁ ମୁଁ ଜନ ଔଷଧି ଦିବସର ଅନେକ ଅନେକ ଶୁଭକାମନା ଜଣାଉଛି ।

ଜନ ଔଷଧି ଯୋଜନାର ହିତାଧିକାରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 07th, 02:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜନ ଔଷଧି କେନ୍ଦ୍ରର ମାଲିକ ଏବଂ ହିତାଧିକାରୀମାନଙ୍କ ସହିତ କଥା ହୋଇଛନ୍ତି । ଜେନେରିକ ଔଷଧର ବ୍ୟବହାର ଏବଂ ଜନଔଷଧି ପରିଯୋଜନାର ଲାଭ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାର୍ଚ୍ଚ ପହିଲା ଠାରୁ ସାରା ଦେଶରେ ଜନ ଔଷଧି ସପ୍ତାହ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘‘ଜନ ଔଷଧି - ଜନ ଉପଯୋଗୀ’’ ରଖାଯାଇଛି । ଆଜିର କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭ୍ୟ ଉପସ୍ଥିତ ଥିଲେ ।

'Ajay Bharat, Atal Bhajpa' is a source of inspiration for all of us, says PM Modi

September 13th, 01:08 pm

Speaking to BJP Karyakartas from Jaipur (Rural), Nawada, Ghaziabad, Hazaribagh, Arunachal West BJP via video conference, Prime Minister Shri Narendra Modi shared that few days back, the National Executive Meeting was held which was very productive and he was glad to witness the energy and enthusiasm of our Karyakartas.

ପ୍ରଧାନମନ୍ତ୍ରୀ ମୋଦୀ ନମୋ ଆପ ମାଧ୍ୟମରେ ଜୟପୁର(ଗ୍ରାମୀଣ),ନୱାଦା ,ଗାଜିଆବାଦ ,ହଜାରୀବାଗ ଏବଂ ଅରୁଣାଚଳ ପଶ୍ଚିମର ବିଜେପି କର୍ମକର୍ତ୍ତାମାନଙ୍କ ସହିତ ମତ ବିନିମୟ କରିଛନ୍ତି

September 13th, 12:59 pm

ଜୟପୁର(ଗ୍ରାମୀଣ),ନୱାଦା ,ଗାଜିଆବାଦ ,ହଜାରୀବାଗ ଏବଂ ଅରୁଣାଚଳ ପଶ୍ଚିମର ବିଜେପି କର୍ମକର୍ତ୍ତାମାନଙ୍କ ସହିତ ଭିଡିଓ କନଫରେନସିଙ୍ଗ ମାଧ୍ୟମରେ ମତ ବିନିମୟ କରିବା ଅବସରରେ ପ୍ରଧାନମନ୍ତ୍ରୀ କିଛି ଦିନ ପୂର୍ବରୁ ରାଷ୍ଟ୍ରୀୟ କାର୍ଯ୍ୟକାରୀ ବୈଠକର ଅନୁଭବ ସେୟାର କରି କହିଛନ୍ତି ଯେ ରାଷ୍ଟ୍ରୀୟ କାର୍ଯ୍ୟକାରୀ ବୈଠକ ଅଧିକ ଉତ୍ପାଦକ ଥିଲା ଏବଂ ମତେ କାର୍ଯ୍ୟକର୍ତ୍ତାମାନଙ୍କ ଉତ୍ସାହ ଦେଖି ଅଧିକ ଖୁସି ଲାଗିଲା ।

ଏମ୍ସରେ ବିଭିନ୍ନ ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 29th, 11:52 am

ମନ୍ତ୍ରୀପରିଷଦରେ ମୋର ସାଥୀ ଶ୍ରୀମାନ ଜେପି ନଡ୍ଡା ମହୋଦୟ, ଅଶ୍ୱିନୀ ଚୌବେ ମହୋଦୟ, ଅନୁପ୍ରିୟା ପଟେଲ ମହୋଦୟା ଏବଂ ଏହି ମଂଚରେ ଉପସ୍ଥିତ ଶ୍ରୀମାନ ରଣଦୀପ ଗୁଲେରିଆ ମହୋଦୟ, ଶ୍ରୀ ଆଇ.ଏସ. ଝା, ଡା. ରାଜେଶ ଶର୍ମା ଏବଂ ସମସ୍ତ ମହାନୁଭବଗଣ ।

ଏମ୍ସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

June 29th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଶୁକ୍ରବାର) ନୂଆଦିଲ୍ଲୀଠାରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ରେ ରାଷ୍ଟ୍ରୀୟ ବୟୋବୃଦ୍ଧ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାଦ୍ୱାରା ବୃଦ୍ଧଜନମାନଙ୍କ ପାଇଁ ବହୁମୂଖୀ ସ୍ପେଶାଲିଟି ସ୍ୱାସ୍ଥ୍ୟସେବା ସୁବିଧା ଉପଲବ୍ଧ ହୋଇପାରିବ । 200 ଶଯ୍ୟା ବିଶିଷ୍ଟ ଜେନେରାଲ ୱାର୍ଡ ବ୍ୟବସ୍ଥା ଏଠାରେ ରହିବ ।

ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ସମ୍ବୋଧନ-2017ର ମୁଖ୍ୟାଂଶ

August 15th, 01:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 71ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ଉପରୁ ଦେଶକୁ ସମ୍ବୋଧିତ କରିଥିଲେ ।

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

August 15th, 09:01 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର 71ତମ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ଲାଲକିଲ୍ଲା ଐତିହାସିକ ସ୍ଥଳରେ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ସେ ଦେଶର ସେହି ମହାନ ପୁରୁଷ ଏବଂ ମହିଳାଙ୍କୁ ସ୍ମରଣ କରିଥିଲେ ଯେଉଁମାନେ ଦେଶର ସ୍ୱାଧୀନତା ପାଇଁ ଲଢ଼ିଥିଲେ ।

71 ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 15th, 09:00 am

71 ତମ ସ୍ୱାଧୀନତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ସେହି ମହାନ ପୁରୁଷ/ମହିଳାମାନଙ୍କୁ ମନେ ପକାଇଥିଲେ, ଯେଉଁମାନେ କି ଦେଶର ସ୍ୱାଧୀନତା ପାଇଁ ବହୁ କଷ୍ଟ ସ୍ୱୀକାର କରିଥିଲେ । ସେ କହିଲେ ଯେ ଭାରତର ଜନସାଧାରଣ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ଏବଂ ଗୋରଖପୁରର ବିପଦ ବେଳେ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ।

#VikasKaBudget: Know more about Budget 2016

February 29th, 03:21 pm