ହାଇଦ୍ରାବାଦର ଭୋଇଗୁଡାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ; ପୀଡିତଙ୍କ ପାଇଁ ପିଏମ୍ଏନ୍ଆରଏଫ୍ ରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି
March 23rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଇଦ୍ରାବାଦର ଭୋଇଗୁଡାଠାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ।ହିମାଚଳ ପ୍ରଦେଶରେ ସ୍ୱାସ୍ଥ୍ୟକର୍ମୀ ଏବଂ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୁଖ୍ୟାଂଶ
September 06th, 11:01 am
ହିମାଚଳ ପ୍ରଦେଶ ଆଜି ମତେ କେବଳ ପ୍ରଧାନ ସେବକ ଭାବରେ ନହେଁ, ବରଂ ଜଣେ ପରିବାର ସଦସ୍ୟ ଭାବରେ ମଧ୍ୟ ଗର୍ବିତ ହେବାର ସୁଯୋଗ ଦେଇଛି । ମୁଁ ଛୋଟ ଛୋଟ ସୁବିଧା ପାଇଁ ସଂଘର୍ଷରତ ହିମାଚଳକୁ ବି ଦେଖିଛି ଏବଂ ଆଜି ବିକାଶର ଗାଥା ଲେଖୁଥିବା ହିମାଚଳକୁ ମଧ୍ୟ ଦେଖୁଛି । ଏସବୁ ଦେବୀ ଦେବତାଙ୍କ ଆଶୀର୍ବାଦରୁ, ହିମାଚଳ ସରକାରଙ୍କ କର୍ମକୁଶଳତାରୁ ଏବଂ ହିମାଚଳର ପ୍ରତ୍ୟେକ ବ୍ୟକ୍ତିଙ୍କର ସଚେତନତା ଯୋଗୁଁ ସମ୍ଭବ ହୋଇ ପାରିଛି । ଯେଉଁମାନଙ୍କ ସହ ମତେ କଥାବାର୍ତା କରିବାର ସୁଯୋଗ ମିଳିଲା ଏବଂ ଯେଉଁଭଳି ଭାବରେ ସେମାନେ ସମସ୍ତେ ନିଜ ନିଜ କଥାସବୁ ବଖାଣିଲେ ସେଥିପାଇଁ ମୁଁ ପୁଣି ଥରେ ସେମାନଙ୍କୁ କୃତଜ୍ଞତା ଜଣାଉଛି । ମୁଁ ସମଗ୍ର ଟିମକୁ ଧନ୍ୟବାଦ ଦେଉଛି । ହିମାଚଳ ଏକ ଟିମ ଭାବରେ କାମ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମୋ ତରଫରୁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା!!ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କଲେ
September 06th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଙ୍ଗ ଜରିଆରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ସାଂସଦ, ବିଧାୟକ, ପଞ୍ଚାୟତ ନେତାଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ଗତ 7 ବର୍ଷ ମଧ୍ୟରେ ଆମେ ସମସ୍ତେ 'ଟିମ୍ ଇଣ୍ଡିଆ' ଭାବେ କାର୍ଯ୍ୟ କରିଛୁ : ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
May 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆହ୍ୱାନ ଯେତେ ବଡ଼ ହୋଇଥାଉ ନା କାହିଁକି, ଭାରତର ବିଜୟ ସଂକଳ୍ପ ମଧ୍ୟ ସର୍ବଦା ସେତିକି ବିଶାଳ ହୋଇଛି । ଦେଶର ସାମୁହିକ ଶକ୍ତି ଏବଂ ଆମର ସେବା ମନୋଭାବ ଦେଶକୁ ପ୍ରତ୍ୟେକ ବିପର୍ଯ୍ୟୟରୁ ଉଦ୍ଧାର କରିଛି । ବିଗତ ଦିନମାନଙ୍କରେ ଆମେ ଦେଖିଲୁ, କେଉଁଭଳି ଭାବେ ଆମ ଡାକ୍ତରମାନେ, ନର୍ସମାନେ ଏବଂ ଅଗ୍ରଣୀ କରୋନା ଯୋଦ୍ଧାମାନେ ନିଜ କଥା ଚିନ୍ତା ନ କରି ଦିନରାତି କାମ କଲେ ଏବଂ ଆଜି ମଧ୍ୟ କରୁଛନ୍ତି । ଏମାନଙ୍କ ମଧ୍ୟରେ ଅନେକ ଏଭଳି ମଧ୍ୟ ଅଛନ୍ତି, ଯେଉଁମାନଙ୍କର କରୋନା ଦ୍ୱିତୀୟ ଲହରୀ ସହ ସଂଗ୍ରାମରେ ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଏହି କରୋନା ଯୋଦ୍ଧାମାନଙ୍କ ସମ୍ପର୍କରେ ଆଲୋଚନା କରିବା ପାଇଁ ମନ୍ କି ବାତ୍ ର ଅନେକ ଶ୍ରୋତା ନମୋ ଆପ୍ ଏବଂ ଚିଠି ମାଧ୍ୟମରେ ମୋତେ ଅନୁରୋଧ କରିଛନ୍ତି ।ବାତ୍ୟା ୟାସ ଜନିତ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
May 28th, 03:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର, 28 ମେ, 2021ରେ ବାତ୍ୟା ୟାସ ଯୋଗୁ ପ୍ରଭାବିତ ହୋଇଥିବା ଓଡ଼ିଶା ଓ ପଶ୍ଚିମବଙ୍ଗରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ସେ ଓଡ଼ିଶାର ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ସମେତ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ।ବାତ୍ୟା ୟାସ ଜନିତ କ୍ଷୟକ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
May 27th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର, 28 ମେ, 2021ରେ ବାତ୍ୟା ୟାସ ଯୋଗୁ ପ୍ରଭାବିତ ହୋଇଥିବା ଓଡ଼ିଶା ଓ ପଶ୍ଚିମବଙ୍ଗରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ସେ ଓଡ଼ିଶାର ବାଲେଶ୍ବର ଓ ଭଦ୍ରକ ଜିଲ୍ଲା ସମେତ ପଶ୍ଚିମବଙ୍ଗର ପୂର୍ବ ମେଦିନିପୁରର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ ନିରୀକ୍ଷଣ କରିଥିଲେ।‘ୟାସ’ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା ଲାଗି ଆୟୋଜିତ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ର
May 23rd, 01:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ସଂସ୍ଥାର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ ‘ୟାସ’ ବାତ୍ୟା 26 ତାରିଖ ସନ୍ଧ୍ୟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବ।PM holds meeting with CMs of six States to review the flood situation
August 10th, 03:30 pm
Prime Minister Shri Narendra held a meeting today through video conference with Chief Ministers of six States, namely Assam, Bihar, Uttar Pradesh, Maharashtra, Karnataka and Kerala,to review their preparedness to deal with south-west monsoon and current flood situation in the country.The meeting was also attended by Defence Minister, Health Minister, both the Minister of State in Home Affairs, and senior officers of the concerned central Ministries and organizations.PM reviews preparations against Cyclone ‘Amphan’
May 18th, 05:43 pm
Prime Minister Narendra Modi chaired a high-level meeting to review the response measures against cyclone ‘Amphan’ developing in the Bay of Bengal. The Prime Minister took full stock of the situation and reviewed the response preparedness as well as the evacuation plan presented by the NDRF.PM reviews Vishakhapatnam Gas Leak Incident
May 07th, 06:35 pm
PM Modi chaired a high-level meeting to take stock of the steps being taken in response to the Vishakhapatnam gas leak incident. He discussed at length the measures being taken for the safety of the affected people as well as for securing the site affected by the disaster.Social Media Corner 22nd August
August 22nd, 08:23 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!PM reviews drought and water scarcity situation at high level meeting with Odisha CM
May 21st, 05:46 pm
PM reviews drought and water scarcity situation at high level meeting with Andhra Pradesh CM
May 17th, 06:30 pm
PM reviews drought and water scarcity situation at high level meeting with Chhattisgarh CM
May 17th, 06:06 pm
PM reviews drought and water scarcity situation at high level meeting with Rajasthan CM
May 14th, 09:20 pm
PM reviews drought and water scarcity situation at high level meeting with Madhya Pradesh CM
May 10th, 09:05 pm
PM reviews drought and water scarcity situation at high level meeting with Telangana CM
May 10th, 03:30 pm
PM reviews drought and water scarcity situation at high level meeting with Uttar Pradesh CM
May 07th, 12:42 pm