ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।India's youth are a force for global good: PM Modi at NCC Rally
January 27th, 05:00 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”PM Modi addresses the annual NCC PM Rally
January 27th, 04:30 pm
PM Modi addressed the NCC Rally in Delhi. The Prime Minister remarked that the youth of India will determine the development of the country and the world in the 21st century. He emphasised, “Indian youth are not only contributing to India's development but are also a force for global good.”Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ୨୦୨୫ ଭାରତର ବିକାଶ ପାଇଁ ଏକ ବିପୁଳ ସୁଯୋଗର ବର୍ଷ ହେବ, ଯାହା ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟ ଆଡକୁ ଆଗେଇ ନେବ । ଆଜି ଭାରତ ରାଜନୈତିକ ଓ ଅର୍ଥନୈତିକ ସ୍ଥିରତାର ଏକ ବିଶ୍ୱ ପ୍ରତୀକ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷରେ ଦେଶର ଭାବମୂର୍ତ୍ତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ୨୦୨୫ ପାଇଁ ଭିଜନ୍ ବିଷୟରେ ଆଲୋକପାତ କରିଥିଲେ, ଏହାକୁ ବିଶ୍ୱର ସର୍ବବୃହତ ଉତ୍ପାଦନ କେନ୍ଦ୍ରରେ ପରିଣତ କରିବା, ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗପାଇଁ ଯୁବକମାନଙ୍କୁ ସଶକ୍ତ କରିବା, ନୂତନ କୃଷି ରେକର୍ଡ ସ୍ଥାପନ କରିବା, ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସହଜ ଜୀବନଧାରଣ ଉପରେ ଧ୍ୟାନ ଦେଇ ପ୍ରତ୍ୟେକ ନାଗରିକଙ୍କ ଜୀବନର ଗୁଣବତ୍ତା ରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।PM Modi's candid interaction with Rashtriya Bal Puraskar winners
December 26th, 09:55 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.PM Modi interacts with Rashtriya Bal Puraskar awardees
December 26th, 09:54 pm
PM Modi interacted with the 17 awardees of Rashtriya Bal Puraskar in New Delhi. During the candid interaction, the PM heard the life stories of the children and encouraged them to strive harder in their lives. He congratulated all the youngsters and wished them the very best for their future endeavours.Our constitution embodies the Gurus’ message of Sarbat da Bhala—the welfare of all: PM Modi
December 26th, 12:05 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.PM Modi participates in Veer Baal Diwas programme in New Delhi
December 26th, 12:00 pm
The Prime Minister, Shri Narendra Modi participated in Veer Baal Diwas today at Bharat Mandapam, New Delhi.Addressing the gathering on the occasion of the 3rd Veer Baal Diwas, he said their Government had started the Veer Baal diwas in memory of the unparalleled bravery and sacrifice of the Sahibzades.Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନୂତନ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରୀ
December 06th, 08:03 pm
06.12.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନଭି) ପ୍ରତିଷ୍ଠା କରିବାକୁ ମଞ୍ଜୁରୀ ଦେଇଛି। ଏହି ୨୮ଟି ଏନଭିର ତାଲିକା ଅନୁଚ୍ଛେଦରେ ପ୍ରଦାନ କରାଯାଇଛି।ୱାନ୍ ନେସନ୍ ୱାନ୍ ସବସ୍କ୍ରିପ୍ସନ୍ (ଓଏନ୍ଓଏସ୍)କୁ କ୍ୟାବିନେଟ୍ ଅନୁମୋଦନ
November 25th, 08:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଗବେଷଣାଭିତ୍ତିକ ପ୍ରବନ୍ଧ ଏବଂ ପତ୍ରିକା ପ୍ରକାଶନୀଗୁଡ଼ିକୁ ଦେଶବ୍ୟାପୀ ଉପଲବ୍ଧ କରାଇବା ପାଇଁ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନା ‘ୱାନ ନେସନ୍ ୱାନ୍ ସବସ୍କ୍ରିପ୍ସନ୍’କୁ ଅନୁମୋଦନ ମିଳିଛି । ଏହି ଯୋଜନା ଏକ ସରଳ, ଉପଭୋକ୍ତା ଅନୁକୂଳ ଏବଂ ସମ୍ପୂର୍ଣ୍ଣ ଡିଜିଟାଲ ପ୍ରକ୍ରିୟା ମାଧ୍ୟମରେ ପରିଚାଳିତ ହେବ । ସରକାରୀ ଉଚ୍ଚଶିକ୍ଷା ନୁଷ୍ଠାନ ଏବଂ କେନ୍ଦ୍ର ସରକାରଙ୍କ ଗବେଷଣା ଓ ବିକାଶ ପରୀକ୍ଷାଗାର ପାଇଁ ଏହା 'ୱାନ୍ ନେସନ୍ ୱାନ୍ ସବସ୍କ୍ରିପ୍ସନ୍’ ସୁବିଧା ହେବ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁସନ୍ଧାନ ଜାତୀୟ ଗବେଷଣା ଫାଉଣ୍ଡେସନ ଗଭର୍ଣ୍ଣିଂ ବଡିର ପ୍ରଥମ ବୈଠକ ଅନୁଷ୍ଠିତ
September 10th, 04:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ଅଧ୍ୟକ୍ଷତାରେ ଆଜି ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ବାସଭବନରେ ଅନୁସନ୍ଧାନ ଜାତୀୟ ଗବେଷଣା ଫାଉଣ୍ଡେସନର ଗଭର୍ଣ୍ଣିଂ ବୋର୍ଡର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଭାରତର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ର ଏବଂ ଗବେଷଣା ଓ ବିକାଶ କାର୍ଯ୍ୟକ୍ରମର ପୁନର୍ବିନ୍ୟାସ ଉପରେ ଆଲୋଚନା କରାଯାଇଥିଲା।ବିହାରର ରାଜଗିରରେ ନାଲନ୍ଦା ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା
June 19th, 10:31 am
ତୃତୀୟ ଥର ପାଇଁ ଶପଥ ନେବାର ପ୍ରଥମ ୧୦ ଦିନ ମଧ୍ୟରେ ମୁଁ ନାଳନ୍ଦା ଆସିବାର ସୁଯୋଗ ପାଇଛି। ଏହା ପ୍ରକୃତରେ ମୋର ସୌଭାଗ୍ୟ ଏବଂ ମୁଁ ଏହାକୁ ଭାରତର ବିକାଶ ଯାତ୍ରା ପାଇଁ ଏକ ଶୁଭ ସଙ୍କେତ ଭାବରେ ଦେଖୁଛି । ନାଳନ୍ଦା କେବଳ ଏକ ନାମ ନୁହେଁ। ନାଳନ୍ଦା ହେଉଛି ଏକ ପରିଚୟ, ଏକ ସମ୍ମାନ। ନାଳନ୍ଦା ହେଉଛି ଏକ ମୂଲ୍ୟ, ଏକ ମନ୍ତ୍ର, ଏକ ଗର୍ବ, ଏକ ଗାଥା । ନାଳନ୍ଦା ହେଉଛି ଏହି ସତ୍ୟର ଘୋଷଣା ଯେ ନିଆଁରେ ବହି ଜଳିଗଲେ ମଧ୍ୟ ନିଆଁ ଜ୍ଞାନକୁ ନିଭାଇ ପାରିବ ନାହିଁ । ନାଳନ୍ଦାର ବିନାଶ ଭାରତକୁ ଅନ୍ଧକାରରେ ଭରି ଦେଇଥିଲା। ଏବେ ଏହାର ପୁନରୁଦ୍ଧାର ଭାରତର ସୁବର୍ଣ୍ଣ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି।ବିହାରର ରାଜଗିର ଠାରେ ନାଳନ୍ଦା ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
June 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ରାଜଗିରଠାରେ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ଭାରତ ଓ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍) ଦେଶଗୁଡ଼ିକର ମିଳିତ ସହଯୋଗରେ ଏହି ବିଶ୍ୱବିଦ୍ୟାଳୟ ସାକାର ରୂପ ନେଇଛି । ଉଦଘାଟନୀ ଉତ୍ସବରେ ୧୭ଟି ଦେଶର ମିଶନ ମୁଖ୍ୟଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ଚାରା ରୋପଣ ମଧ୍ୟ କରିଥିଲେ।Modi is paving the way for the country not just for the coming five years but for the next 25 years: PM in Etawah
May 05th, 02:50 pm
Amidst the ongoing election campaigning, PM Modi's rally spree continued as he addressed a public meeting in Uttar Pradesh’s Etawah today. He stated, After my 10-year tenure, I seek your blessings. You have witnessed my hard work and honesty. I am not just preparing for the next 5 years; I'm paving the way for 25 years. India's strength will endure for a thousand years; I'm laying its foundation. Why? Because whether I remain or not, this country will always remain.PM Modi delivers impactful speeches in Etawah and Dhaurahra, Uttar Pradesh
May 05th, 02:45 pm
Amidst the ongoing election campaigning, PM Modi's rally spree continued as he addressed two mega public meetings in Uttar Pradesh’s Etawah and Dhaurahra, today. He stated, After my 10-year tenure, I seek your blessings. You have witnessed my hard work and honesty. I am not just preparing for the next 5 years; I'm paving the way for 25 years. India's strength will endure for a thousand years; I'm laying its foundation. Why? Because whether I remain or not, this country will always remain.Congress' deep partnership & collaboration with Pakistan has been exposed: PM Modi in Anand
May 02nd, 11:10 am
Ahead of the impending Lok Sabha elections, Prime Minister Narendra Modi addressed a powerful rally in Anand, Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.