ଜାତୀୟ ଗଙ୍ଗା ପରିଷଦ ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
December 30th, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ଜାତୀୟ ଗଙ୍ଗା ପରିଷଦ ବୈଠକରେ ଯୋଗ ଦେଇଥିଲେ ।ପଶ୍ଚିମବଙ୍ଗରେ ଆଜି ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
December 30th, 09:20 am
ଆଜି ପଶ୍ଚିମବଙ୍ଗ ଗସ୍ତରେ ଆସିବାକୁ ଥିବା ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ର୍ନିଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ ।ପ୍ରଧାନମନ୍ତ୍ରୀ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ
December 29th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧.୧୫ରେ ହାଓଡ଼ା ରେଳଷ୍ଟେସନରେ ପହଞ୍ଚିବେ, ଯେଉଁଠାରେ ସେ ହାଓଡ଼ାକୁ ନୁ୍ୟ ଜଳପାଇଗୁଡ଼ି ସହ ଯୋଡ଼ୁଥିବା ବନେ୍ଦ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ କୋଲକାତାରେ ମେଟ୍ରୋର ଜୋକା-ତାରାତଲା ପର୍ପଲ ଲାଇନର ଭିତ୍ତିପ୍ରସ୍ତର ରଖିବେ ଏବଂ ବିଭିନ୍ନ ରେଳ ପ୍ରକଳ୍ପର ଲୋକାର୍ପଣ କରିବେ । ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ଆଇଏନଏସ ନେତାଜୀ ସୁଭାଷରେ ପହଞ୍ଚି ନେତାଜୀ ସୁଭାଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ - ନ୍ୟାସନାଲ ଇନଷ୍ଟିଚୁ୍ୟଟ୍ ଅଫ ୱାଟର ଆଣ୍ଡ ସାନିଟେସନର ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ସ୍ୱଚ୍ଛ ଗଙ୍ଗା ମିଶନ ଅଧୀନରେ ପଶ୍ଚିମବଙ୍ଗ ନିମନ୍ତେ ଅନେକ ସ୍ୱେରେଜ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ସେ ଅପରାହ୍ନ ପ୍ରାୟ ୧୨.୨୫ରେ ରାଷ୍ଟ୍ରୀୟ ଗଙ୍ଗା ପରିଷଦର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିବେ ।Prime Minister reviews “Project Arth Ganga” : Correcting imbalances; connecting people
May 15th, 08:43 pm
Prime Minister Shri Narendra Modi today reviewed the plans being envisaged for implementing “Project Arth Ganga”.ରାଷ୍ଟ୍ରୀୟ ଗଙ୍ଗା ପରିଷଦର ପ୍ରଥମ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
December 14th, 03:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତର ପ୍ରଦେଶର କାନପୁରଠାରେ ରାଷ୍ଟ୍ରୀୟ ଗଙ୍ଗା ପରିଷଦର ପ୍ରଥମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।