ଭାରତର ସର୍ବୋଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 01:00 pm

ଦୁଇ ଦିନ ତଳେ ଭାରତୀୟ ସମ୍ବିଧାନ ଏହାର ୭୫ତମ ବର୍ଷରେ ପ୍ରବେଶ କରିଛି । ଆଜି ସୁପ୍ରିମ୍ କୋର୍ଟର ୭୫ତମ ବାର୍ଷିକୀ ମଧ୍ୟ ଆରମ୍ଭ ହୋଇଛି । ଏହି ଐତିହାସିକ ଢାଞ୍ଚାରେ ଆପଣମାନଙ୍କ ମଧ୍ୟକୁ ଆସିବା ନିଜେ ଏକ ଆନନ୍ଦର ବିଷୟ । ଏହି ଅବସରରେ ମୁଁ ସମସ୍ତ ଆଇନଜୀବୀଙ୍କୁ ଶୁଭେଚ୍ଛା ଜଣାଉଛି ।

ସର୍ବୋଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

January 28th, 12:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାନୁଆରୀ ୨୮ ତାରିଖରେ ଦିଲ୍ଲୀର ସର୍ବୋଚ୍ଚ ନ୍ୟାୟାଳୟ ଅଡିଟୋରିୟମରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । ସେ ନାଗରିକ - କୈନ୍ଦ୍ରିକ ସୂଚନା ଓ ପ୍ରଯୁକ୍ତି ସମ୍ବନ୍ଧୀୟ ପଦକ୍ଷେପ, ଯଥା : ଡିଜିଟାଲ୍ ସୁପ୍ରିମ୍ କୋର୍ଟ ରିପୋର୍ଟ (ଡିଜି ଏସ୍‌ସିଆର୍‌), ଡିଜିଟାଲ୍ କୋର୍ଟ ୨.୦ ଏବଂ ସୁପ୍ରିମ୍ କୋର୍ଟର ଏକ ନୂଆ ୱେବସାଇଟ୍‌ର ଶୁଭାରମ୍ଭ କରିଥିଲେ ।

ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 12th, 11:09 am

ଆପଣ ସମସ୍ତଙ୍କୁ ନବରାତ୍ରୀ ପବିତ୍ର ପର୍ବର ବହୁତ-ବହୁତ ଶୁଭକାମନା ! କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ରାଷ୍ଟ୍ରୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ ଶ୍ରୀ ଅରୁଣ କୁମାର ମିଶ୍ରା ମହାଶୟ, କେନ୍ଦ୍ରୀ ଗୃହ ରାଜ୍ୟମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରଏ ମହାଶୟ, ମାନବାଧିକାର ଆୟୋଗର ଅନ୍ୟ ସମ୍ମାନିତ ସଦସ୍ୟଗଣ, ରାଜ୍ୟ ମାନବାଧିକାର ଆୟୋଗର ସମସ୍ତ ଅଧ୍ୟକ୍ଷଗଣ, ଉପସ୍ଥିତ ସୁପ୍ରିମ କୋର୍ଟର ସମସ୍ତ ମାନ୍ୟ ଆଦରଣୀୟ ଜଜ୍ ମହୋଦୟ, ସଦସ୍ୟଗଣ, ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥାର ସମସ୍ତ ପ୍ରତିନିଧି, ନାଗରିକ ସମାଜ ସହିତ ଜଡ଼ିତ ସାଥୀଗଣ, ଅନ୍ୟ ସମସ୍ତ ମହାନୁଭବ, ଭାଇ ଓ ଭଉଣୀମାନେ!

ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

October 12th, 11:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି ।

ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ପ୍ରଧାନମନ୍ତ୍ରୀ ଟେଲିଫୋନରେ କଥା ହୋଇଛନ୍ତି

October 11th, 06:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।

ଅକ୍ଟୋବର ୧୨ରେ ୨୮ତମ ଏନଏଚଆରସି ପ୍ରତିଷ୍ଠା ଦିବସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ

October 11th, 12:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୨, ୨୦୨୧ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସରେ ଭାଗ ନେବେ । ଏହି ଅବସରରେ ସେ ସମ୍ବୋଧନ ମଧ୍ୟ ଦେବେ ।