India should be modernized but it should be based on our fundamental values: PM Modi
September 29th, 12:45 pm
Prime Minister Narendra Modi laid the foundation stone, inaugurated and dedicated to the nation various projects in Maharashtra worth over Rs 11,200 crore. Addressing the occasion, PM Modi said, Today, Maharashtra needs big goals with new resolutions ”, emphasizing the need to make cities like Pune a center of progress and urban development. Talking about Pune’s progress and the pressure of the growing population, the Prime Minister said steps need to be taken now to augment development and capacity.ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 29th, 12:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ପ୍ରଧାନମନ୍ତ୍ରୀ ୨୯ ସେପ୍ଟେମ୍ବରରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ଏବଂ ରାଷ୍ଟ୍ରକୁ ସମର୍ପିତ କରିବେ
September 28th, 07:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ସେପ୍ଟେମ୍ବର ମଧ୍ୟାହ୍ନ ପ୍ରାୟ ୧୨ଟା ୩୦ରେ ଆଭାସୀ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ରକୁ ସମର୍ପିତ କରିବେ ।ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ ୧୨ଟି ଶିଳ୍ପ ନୋଡ୍ /ସହରକୁ କ୍ୟାବିନେଟ୍ ମଞ୍ଜୁରୀ
August 28th, 05:46 pm
ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ (ଏନଆଇସିଡିପି) ଅଧୀନରେ ୨୮,୬୦୨ କୋଟି ଟଙ୍କାର ଆନୁମାନିକ ନିବେଶ ସହିତ ୧୨ଟି ନୂତନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ପଦକ୍ଷେପ ଦେଶର ଶିଳ୍ପ କ୍ଷେତ୍ରରେ ପରିବର୍ତ୍ତନ ଆଣିବ ଏବଂ ଶିଳ୍ପ ନୋଡ୍ ଓ ସହରଗୁଡ଼ିକର ଏକ ଦୃଢ଼ ନେଟୱର୍କ ସୃଷ୍ଟି କରିବ ଯାହା ଆର୍ଥିକ ଅଭିବୃଦ୍ଧି ଏବଂ ବିଶ୍ୱ ସ୍ତରୀୟ ପ୍ରତିଯୋଗିତାକୁ ପ୍ରୋତ୍ସାହିତ କରିବ ।