ଆସନ୍ତା 13 ତାରିଖ ଦିନ ଜାମନଗର ଏବଂ ଜୟପୁରଠାରେ ଦୁଇଟି ଆୟୁର୍ବେଦିକ ପ୍ରତିଷ୍ଠାନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 11th, 03:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 13 ତାରିଖ ଦିନ ଜାମନଗରଠାରେ ଆୟୁର୍ବେଦ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଆଇଟିଆରଏ) ଏବଂ ଜୟପୁରଠାରେ ଜାତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏନଆଇଏ)ର ଉଦଘାଟନ କରିବେ । ପଞ୍ଚମ ଆୟୁର୍ବେଦ ଦିବସ ଅବସରରେ ଭିଡିଓ କନଫରେନ୍ସ ଜରିଆରେ ଉଦଘାଟିତ ହେବାକୁ ଥିବା ଏହି ଦୁଇଟି ପ୍ରତିଷ୍ଠାନ ଏକବିଂଶ ଶତାବ୍ଦୀରେ ଆୟୁର୍ବେଦ କ୍ଷେତ୍ରରେ ସମଗ୍ର ବିଶ୍ଵକୁ ନେତୃତ୍ଵ ଦେବାର ସମ୍ଭାବନା ରହିଛି ।India will emerge stronger only when we empower our daughters: PM Modi
February 12th, 01:21 pm
Prime Minister Modi addressed Swachh Shakti 2019 in Kurukshetra, Haryana and launched various development projects. Addressing the programme, PM Modi lauded India’s Nari Shakti for their contributions towards the noble cause of cleanliness. The Prime Minister said that in almost 70 years of independence, sanitation coverage which was merely 40%, has touched 98% in the last five years.ସଶକ୍ତ ମହିଳାମାନେ ସଶକ୍ତ ସମାଜ ଓ ଏକ ଶକ୍ତିଶାଳୀ ରାଷ୍ଟ୍ର ନିର୍ମାଣ କରିପାରିବେ : ପ୍ରଧାନମନ୍ତ୍ରୀ
February 12th, 01:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ର ଗସ୍ତ କରିଥିଲେ । ସେ ମହିଳା ସରପଞ୍ଚମାନଙ୍କୁ ନେଇ ଆୟୋଜିତ ସମ୍ମେଳନ ସ୍ୱଚ୍ଛ ଶକ୍ତି-2019ରେ ଅଂଶଗ୍ରହଣ କରିଥିଲେ । ଏଥିରେ ସେ ଦେଶବ୍ୟାପୀ ବିଭିନ୍ନ ସ୍ଥାନରୁ ଯୋଗ ଦେଇଥିବା ମହିଳା ସରପଞ୍ଚମାନଙ୍କୁ ସ୍ୱଚ୍ଛ ଶକ୍ତି 2019 ପୁରସ୍କାରରେ ପୁରସ୍କୃତ କରିଥିଲେ । ପ୍ରଧାନମନ୍ତ୍ରୀ କୁରୁକ୍ଷେତ୍ରଠାରେ ସ୍ୱଚ୍ଛ ସୁନ୍ଦର ଶୌଚାଳୟ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ସେ ହରିୟାଣା ପାଇଁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ । ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।